ଆଗ୍ରାରୁ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଗିରଫ
ନୂଆଦିଲ୍ଲୀ : ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଓରଫ ପାର୍ଥ ସାରଥୀ ଗିରଫ। ବିଳମ୍ୱିତ ରାତିରେ ତାଙ୍କୁ ଆଗ୍ରାର ଏକ ହୋଟେଲରୁ ଦିଲ୍ଲୀ ପୋଲିସ ଗିରଫ କରିଛି । ତାଙ୍କ ବିରୁଦ୍ଧରେ ଛାତ୍ରୀଙ୍କୁ ଯୌନ ନିର୍ଯ୍ୟାତନା ଏବଂ ଜାଲିଆତି ଅଭିଯୋଗ ରହିଥିବା ସୂଚନା ମିଳିଛି…
