ଲଟେରି ଜରିଆରେ ଭୁବନେଶ୍ୱର ବରମୁଣ୍ଡା ଦୋକାନ ବଣ୍ଟନ ହେବ
ଭୁବନେଶ୍ୱର: ଭୁବନେଶ୍ୱର ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲରେ ହେବ ଦୋକାନ ବଣ୍ଟନ। ବିଡିଏ ଭାଇସ୍ ଚେୟାରମ୍ୟାନ ଡ.ଏନ୍ ତିରୁମାଲା ନାଏକ ସୋମବାର ଏହି ବଡ଼ ଘୋଷଣା କରିଛନ୍ତି। ୧୦ ଦିନ ଭିତରେ ୧୨୦ ଦୋକାନୀଙ୍କୁ ଲଟେରୀ ମାଧ୍ୟମରେ ଦୋକାନୀଙ୍କୁ ଘର ଆବଣ୍ଟନ…
