ଲଗାଣ ବର୍ଷାରେ ଭୁଶୁଡ଼ିଲା ରେତ ଡ୍ୟାମ କେନାଲ ହୁଡ଼ା

ଭବାନୀପାଟଣା : କଳାହାଣ୍ଡିରେ ଗତ ୨ ଦିନର ଲଗାଣ ବର୍ଷାରେ ଅନେକ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ସଦର ବ୍ଲକ୍ ଦେପୁର ନିକଟରେ ରେତ ଡ୍ୟାମର ମୁଖ୍ୟ କେନାଲ ତ ପ୍ରାୟ ୨୦ ଫୁଟ ହୁଡ଼ା ଭାଙ୍ଗି ଯାଇଛି। ଫଳରେ ପ୍ରାୟ…

ଟ୍ରକ୍ ଧକ୍କାରେ ଚାଲିଗଲା ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଜୀବନ

ରାୟଗଡା :ଟ୍ରକ୍ ତଳେ ଚାପି ହୋଇ ଜଣେ ଅଷ୍ଟମ ଶ୍ରେଣୀର ଛାତ୍ର ମୃତ୍ଯୁବରଣ କରିଛନ୍ତି ।  ମୃତକ ହେଲେ କାଶୀପୁର ବ୍ଳକ ସିନ୍ଦୁରଘାଟି ପଞ୍ଚଯାତ ଡେରାକଣା ଗ୍ରାମର ରାହୁଳ ନାଏକ ।  ରାହୁଲ ରାୟଗଡା ବ୍ଲକ ପେନିକଣା ଆଶ୍ରମ ବିଦ୍ଯାଳୟରେ ରହି…

ହାଣ୍ଡିଆ ପିଇ ଦେବାରୁ ସ୍ତ୍ରୀକୁ କାଠ ଫାଳିଆରେ ପିଟି ମାରିଦେଲା ସ୍ୱାମୀ

ଉଦଳା : ସ୍ୱାମୀ ସାଜିଲା ସୈତାନ ।  ସାମାନ୍ୟ ହାଣ୍ଡିଆ ସବୁ ସ୍ତ୍ରୀ ପିଇ ଦେବାରୁ କାଠ ଫାଳିଆରେ ବାଡ଼େଇ ବାଡ଼େଇ ମାରିଲା ସ୍ୱାମୀ। ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଉପରତାଳଡିହା ଗାଁରୁ ଆସିଛି ଅଭିଯୋଗ । ମୃତକ ହେଲେ ଗୁରୁ ପ୍ରସାଦ…

ଗର୍ଭବତୀଙ୍କୁ ବାନ୍ଧି ଲୁଟି ନେଲେ ଟଙ୍କା ଓ ଅଳଙ୍କାର

ସୋରୋ: ଗର୍ଭବତୀଙ୍କ ହାତ ଗୋଡ଼ ବାନ୍ଧି ଲୁଟିନେଲେ ଟଙ୍କା ଓ ଅଳଙ୍କାର । ଗର୍ଭବତୀ ମହିଳାଙ୍କୁ ବି ଛାଡିଲେନି ଲୁଟେରା । ଟଙ୍କା, ଗହଣା ତ ନେଲେ ନେଲେ ତା’ପରେ ପୁଣି ଗର୍ଭବତୀଙ୍କୁ ମାଡ଼ ମାରିଲେ । ସୋରୋରେ ମାତିଲେ ଚୋର ।…

ଝାରସୁଗୁଡ଼ାରେ ମୋଦି: ୬୦,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର କଲେ ଉଦ୍‌ଘାଟନ

ଝାରସୁଗୁଡା:  ଝାରସୁଗୁଡାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ବିେଜେପି ବରିଷ୍ଠ ନେତୃବୃନ୍ଦ ଝାରସୁଗୁଡା ବିମାନ ବନ୍ଦରରେ ମୋଦିଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ବିମାନବନ୍ଦରରୁ ଜେଲ ଛକ ପର୍ଯ୍ୟନ୍ତ ଏକ ବିଶାଳ ରୋଡ ସୋ’ରେ ସାମିଲ ହୋଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଝଲକ ପାଇଁ ଜନସମୁଦ୍ର…

ଓଡ଼ିଶାରେ ଗଡ଼ିଲା ପ୍ରଥମ ଅମୃତ ଭାରତ ଏକ୍ସପ୍ରେସ, ଶୁଭାରମ୍ଭ କଲେ ମୋଦି…

ଝାରସୁଗୁଡା: ରେଳ ସଂଯୋଗୀକରଣକୁ ଆହୁରି ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଅମୃତ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ଓଡ଼ିଶାର ବ୍ରହ୍ମପୁର ସହ ଗୁଜରାଟର ସୁରତ ଜିଲ୍ଲାର ଉଧନାକୁ ସଂଯୋଗ କରୁଛି। ପଶ୍ଚିମ…

ପାର୍ବଣରେ ଦୁର୍ଘଟଣା ରୋକିବାକୁ ବିଏମସିର ପ୍ରୟାସ; ୨୦୦ଗୋରୁ ସ୍ଥାନାନ୍ତର

ଭୁବନେଶ୍ୱର: ଆଉ ଦିନ କେଇଟା ପରେ ଦଶହରା ପର୍ବ । ଏହି ସମୟରେ ରାଜଧାନୀର ବିଭିନ୍ନ ପୂଜା ମଣ୍ଡପ ବୁଲି ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ ଜମିବ । ପର୍ବ ସମୟରେ ଲୋକମାନେ ଯେପରି ରାସ୍ତାରେ ବୁଲୁଥିବା ଗୋରୁଙ୍କ ଦ୍ୱାରା ଆଉ…

ଓଡିଶା ମାଟିରୁ ସାରା ଦେଶରେ ପ୍ରଧାନମନ୍ତ୍ରୀ ଆରମ୍ଭ କଲେ BSNL 4G ସେବା

ଝାରସୁଗୁଡା: ପ୍ରଧାନମନ୍ତ୍ରୀ ମୋଦି BSNL ର 4G ସେବା ଆରମ୍ଭ କରି ଦେଶକୁ ଏକ ବଡ଼ ଉପହାର ଦେଇଛନ୍ତି। ଭାରତ ସଞ୍ଚାର ନିଗମ ଲିମିଟେଡର 4G ସେବା ଏବେ ଦେଶର ପ୍ରତ୍ୟେକ ରାଜ୍ୟରେ ପହଞ୍ଚିସାରିଛି। ପୂର୍ବରୁ, BSNL ର 4G ସେବା…

ବିଏସ୍‌ଇ ଓ ସିଏଚ୍‌ଏସ୍‌ଇ ମିଶ୍ରଣକୁ ଅନୁମୋଦନ, ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମାଗଣାରେ ମିଳିବ ପାଠ୍ୟପୁସ୍ତକ

ଭୁବନେଶ୍ୱର: ଏଣିକି ଓଡିଶାରେ ଚାଲିବ ଗୋଟିଏ ବୋର୍ଡ। ବିଏସ୍‌ଇ ଓ ସିଏଚ୍‌ଏସ୍‌ଇ ମିଶ୍ରଣକୁ ମିଳିଲାଅନୁମୋଦନ। ସ୍କୁଲ ଶିକ୍ଷାକୁ ସୁଦୃଢ଼ ଓ ଉନ୍ନତ କରିବା ପାଇଁ ରାଜ୍ୟରେ ଗୋଟିଏ ବୋର୍ଡ ରଖାଯିବ। ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ…

ଆକାଶରେ ଆଉ ଗର୍ଜିବନି ମିଗ୍ ୨୧, ଭାରତୀୟ ସେନାରୁ ନେବ ଅବସର

ଯେଉଁ ଯୋଦ୍ଧା ଆକାଶରେ ଗର୍ଜନ କରୁଥିଲେ, ଯାହାର ଦୃଶ୍ୟ ଦେଖି ଶତ୍ରୁମାନେ ଥରି ଉଠିଥିଲେ, ସେ ଏବେ ଭାରତୀୟ ବାୟୁସେନାକୁ ବିଦାୟ ଦେଉଛନ୍ତି । ହଁ ଆଜ୍ଞା ଆକାଶରେ ଆଉ ଗର୍ଜିବନି ମିଗ୍ ୨୧ । ଆଜି ଭାରତୀୟ ସେନାରୁ ଅବସର…