ଭାରତ-ରୁଷର ବନ୍ଧୁତା ଦେଖି ଇର୍ଷାରେ ଜଳିଲେ ଶହବାଜ୍, ପୁଟିନଙ୍କୁ କହିଲେ, “ଆମେ ମଧ୍ୟ ଦୃଢ଼ ସମ୍ପର୍କ ଚାହୁଁଛୁ”

ନୂଆଦିଲ୍ଲୀ: ଚୀନରେ ଭାରତ ଏବଂ ରୁଷ ମଧ୍ୟରେ ବନ୍ଧୁତା ଦେଖି ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ଏବେ ନରମିଛନ୍ତି । ରୁଷ ସହ ବି ନିଜର ସଂପର୍କକୁ ଭାରତ ଭଳି କରିବାକୁ ବନ ବଳାଇଛନ୍ତି । ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ…

ନକ୍ସଲ ମୁକ୍ତ ନ ହେବା ଯାଏଁ ଶାନ୍ତିରେ ବସିବୁ ନାହିଁ: କେନ୍ଦ୍ର ଗୃହମନ୍ତ୍ରୀ

ନୂଆଦିଲ୍ଲୀ: ବୁଧବାର ଦିନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ ଯେପର୍ଯ୍ୟନ୍ତ ସମସ୍ତ ନକ୍ସଲ ଆତ୍ମସମର୍ପଣ କରିନାହାନ୍ତି କିମ୍ବା ଧରାପଡ଼ି ନାହାନ୍ତି ବା ନିପାତ ନହେବା ପର୍ଯ୍ୟନ୍ତ ମୋଦୀ ସରକାର ଶାନ୍ତିରେ ବସିବେ ନାହିଁ। ଛତିଶଗଡ଼ର କାରେଗୁଟ୍ଟା ପାହାଡ଼ରେ 'ଅପରେସନ୍…

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପୁଟିନଙ୍କ ଉପହାର, ଭାରତକୁ ଆହୁରି S-400 କ୍ଷେପଣାସ୍ତ୍ର ପଠାଇବ ରୁଷ….

ନୂଆଦିଲ୍ଲୀ: ଚୀନର ତିଆନଜିନ୍‌ରେ ସମ୍ପ୍ରତି ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (SCO) ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ଆହୁରି ଗଭୀର କରିବା ଆରମ୍ଭ କରିଛି।…

କାରିବିଆନ ସାଗରରେ ଜାହାଜ ଉପରେ ଆମେରିକାର ଆକ୍ରମଣ, ୧୧ ମୃତ

ୱାଶିଂଟନ: ଦକ୍ଷିଣ କାରିବିଆନ ସାଗରରେ ଏକ ଜାହାଜ ଉପରେ ଆକ୍ରମଣ କରିଛି ଆମେରିକା । ଏହି ଆକ୍ରମଣରେ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଦିନ କହିଛନ୍ତି ଯେ ଆମେରିକା ଏକ ଡ୍ରଗ୍ସ ପରିବହନକାରୀ ଜାହାଜ ଉପରେ…

ପାକିସ୍ତାନର କ୍ବୋଟାରେ ବୋମା ବିସ୍ଫୋରଣ, ୨୫ ମୃତ, ୩୦ ଆହତ

କ୍ବେଟା : ପାକିସ୍ତାନର କ୍ବୋଟାରେ ବଲୁଚ ନ୍ୟାସନାଲ ପାର୍ଟିର ରାଲିରେ ବଡ଼ ବିସ୍ଫୋରଣ । ଏଥିରେ ୨୫ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି । ଆହତଙ୍କ ଚିକିତ୍ସା ନିକଟସ୍ଥ ହସପିଟାଲରେ କରାଯାଉଛି । ଆହତଙ୍କ ମଧ୍ୟରେ ପୂର୍ବ ସାଂସଦ…

ପଞ୍ଜାବରେ ଭୟଙ୍କର ବନ୍ୟା ସ୍ଥିତି, ୭ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ପଞ୍ଜାବ: ଉତ୍ତର ଭାରତରେ ପ୍ରବଳ ବର୍ଷା ଏବଂ ଭୂସ୍ଖଳନ ଯୋଗୁଁ ସ୍ଥିତି ଭୟଙ୍କର ରହିଛି । ପଞ୍ଜାବ, ଜମ୍ମୁ କଶ୍ମୀର, ହିମାଚଳ ପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ବନ୍ୟା ସ୍ଥିତି ଦେଖାଦେଇଛି । ପଞ୍ଜାବରେ ଭୟଙ୍କର ବନ୍ୟା ପରିସ୍ଥିତି ଦେଖିବାକୁ ମିଳିଛି । ପଞ୍ଜାବର…

ସିଏଏକୁ ନେଇ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି: ଭାରତରେ ରହିପାରିବେ ଆଫଗାନିସ୍ତାନ, ବାଂଲାଦେଶ ଓ ପାକିସ୍ତାନର ସଂଖ୍ୟାଲଘୁ ସମ୍ପ୍ରଦାୟ

ନୂଆଦିଲ୍ଲୀ: ଧାର୍ମିକ ନିର୍ଯାତନାରୁ ରକ୍ଷା ପାଇଁ ଭାରତ ଆସିଥିବା ଆଫଗାନିସ୍ତାନ, ବାଂଲାଦେଶ ଏବଂ ପାକିସ୍ତାନର ସଂଖ୍ୟାଲଘୁ ସମ୍ପ୍ରଦାୟକୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର । ନାଗରିକତା ସଂଶୋଧନ ଆଇନ (ସିଏଏ)କୁ ନେଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି ।…

ସ୍କୁଲ ସହ ମିଶିବ ଅଙ୍ଗନବାଡି ! ପିଲାଙ୍କ ଶୈଶବର ଯତ୍ନ ବିଦ୍ୟାଳୟରୁ ଆରମ୍ଭ ନିଷ୍ପତ୍ତି

ନୂଆଦିଲ୍ଲୀ: ପିଲାଙ୍କ ଶୈଶବ ଯତ୍ନ ଓ ଶିକ୍ଷାକୁ ଆନୁଷ୍ଠାନିକ ଭାବେ ବିଦ୍ୟାଳୟ ସ୍ତରରୁ ଆରମ୍ଭ କରିବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଏହି ଲକ୍ଷ୍ୟରେ ବିଦ୍ୟାଳୟଗୁଡ଼ିକ ସହିତ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଯୋଡ଼ିବା ପାଇଁ ଏକ ସ୍ୱତନ୍ତ୍ର ପ୍ରକ୍ରିୟା ଆରମ୍ଭ…

ବିନ୍ନିଙ୍କ ସ୍ଥାନରେ ନୂଆ ସଭାପତି ଖୋଜୁଛି ବିସିସିଆଇ

ମୁମ୍ବଇ : ଜଲ୍‌ଦି ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ୍‌ ବୋର୍ଡ (ବିସିସିଆଇ)ର ବାର୍ଷିକ ସାଧାରଣ ପରିଷଦ ବୈଠକ (ଏଜିଏମ୍‌) ଅନୁଷ୍ଠିତ ହେବାକୁ ଯାଉଛି। ଏହା ପୂର୍ବରୁ ବିସିସିଆଇର ଗୁମାସ୍ତାମାନେ ନୂତନ ସଭାପତି ଖୋଜିବା ଆରମ୍ଭ କରିଛନ୍ତି। ଗତ କିଛିଦିନ ହେଲା ଅନୌପଚାରିକ ବୈଠକ…

କୋର୍ଟରୁ ଟ୍ରମ୍ପଙ୍କୁ ଆଉ ଏକ ଝଟ୍‍କା: ସେନା ମୁତୟନ ନିର୍ଦ୍ଦେଶ ଉପରେ ରୋକ୍‍

କୋର୍ଟରୁ ପୁଣି ଥରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଝଟ୍‍କା ଲାଗିଛି । ପୂର୍ବରୁ କୋର୍ଟ ତାଙ୍କ ଦ୍ୱାରା ଲାଗୁ କରାଯାଇଥିବା ଶୁଳ୍କକୁ ଅସାମ୍ବିଧାନିକ ଘୋଷଣା କରିଥିଲେ, ଯଦିଓ ଏହା ସ୍ଥଗିତ ରଖାଯାଇ ନଥିଲା । ଏହା ଟ୍ରମ୍ପଙ୍କୁ ଉଚ୍ଚ…