ହାଇକୋର୍ଟ ପରେ ତାଜ ପ୍ୟାଲେସ ହୋଟେଲକୁ ବୋମା ଧମକ, ଯାଞ୍ଚ କରୁଛି ପୋଲିସ

ନୂଆଦିଲ୍ଲୀ : ଦିଲ୍ଲୀ ଏବଂ ବମ୍ବେ ହାଇକୋର୍ଟକୁ ବୋମା ଧମକ ମିଳିବ ପରେ ଏବେ ଦିଲ୍ଲୀର ତାଜ ପ୍ୟାଲେସ ହୋଟେଲକୁ ବୋମାରେ ଉଡାଇବାକୁ ଧମକ ମିଳିଛି । ଖବର ମିଳିବା ପରେ ସଂପୂର୍ଣ୍ଣ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ଏହାକୁ ନେଇ ଗୁଇନ୍ଦା…

ନେପାଳ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ: ନେପାଳରେ ହିଂସା ପରେ, ସୁଶୀଳା କାର୍କି ଏବେ ଅନ୍ତରୀଣ ସରକାର ଭାବରେ ଦେଶର ଦାୟିତ୍ୱ ଗ୍ରହଣ କରିଛନ୍ତି। ଭାରତ ସୁଶୀଳା କାର୍କିଙ୍କୁ ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେବା ପାଇଁ ଅଭିନନ୍ଦନ ଜଣାଇଛି। ଏହାସହ ଭାରତ ଦୁଇ ଦେଶ ମଧ୍ୟରେ ଶାନ୍ତି ଏବଂ…

କଙ୍ଗୋରେ ଡଙ୍ଗା ବୁଡ଼ି ୮୬ ମୃତ

କଙ୍ଗୋ: କଙ୍ଗୋରେ ଭୟଙ୍କର ବୋଟ ଟ୍ରାଜେଡି । ଯେଉଁଥିରେ ଅତି କମରେ ୮୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଘଟଣା ବସନକୁସୁ ଅଞ୍ଚଳରେ ଘଟିଛି । ଅନ୍ୟ ୧୪୬ ଜଣଙ୍କ ନିଖୋଜ ଅଛନ୍ତି । ସେମାନଙ୍କୁ ଉଦ୍ଧାର ପାଇଁ ଅଭିଯାନ ଚାଲିଛି…

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ହଟ୍ ଏୟାର ବେଲୁନରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ମୋହନ ଯାଦବ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ହଟ୍ ଏୟାର ବେଲୁନରେ ଲାଗିଲା ନିଆଁ । ବଡ଼ ବିପଦରୁ ବର୍ତ୍ତିଗଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ । ମନ୍ଦସୋର ଜିଲ୍ଲାର ଗାନ୍ଧି ସାଗରରେ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ଗାନ୍ଧିସାଗର ଫରେଷ୍ଟ ରିଟ୍ରିଟ୍ ର…

ନେପାଳରୁ ହଟିଲା କର୍ଫ୍ୟୁ: ଖୋଲିଲା ଦୋକାନ ଓ ମଲ୍

କାଠମାଣ୍ଡୁ : ନେପାଳରେ ଧିରେ ଧିରେ ଶାନ୍ତି ଫେରୁଛି । ଆଜି ରାଜଧାନୀ କାଠମାଣ୍ଡୁରେ ଲାଗୁ ହୋଇଥିବା କର୍ଫ୍ୟୁକୁ ହଟାଇ ଦିଆଯାଇଛି । ଅନ୍ତରୀଣ ସରକାର ଗଠନ ହେବା ପରେ, ସୁରକ୍ଷା ବାହିନୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ।…

ମଣିପୁର ସାହସ ଓ ବୀରତ୍ୱର ଭୂମି: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ୨୦୨୩ ମସିହା ମଣିପୁର ହିଂସାକାଣ୍ଡ ପରେ ପ୍ରଥମ କରି ଆଜି ମଣିପୁର ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ମଣିପୁର ସାମ୍ପ୍ରଦାୟିକ ହିଂସାରେ ସର୍ବାଧିକ କ୍ଷତିଗ୍ରସ୍ତ ଚୁଡାଚନ୍ଦ୍ରପୁର ଜିଲାରେ ୭ହଜାର ୩ଶହ କୋଟିର ଟଙ୍କାର ପ୍ରକଳ୍ପ…

ମିଜୋରାମକୁ ମୋଦିଙ୍କ ଭେଟି: ଉଦଘାଟନ କଲେ ପ୍ରଥମ ରେଳ ଲାଇନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଆଜି ଠାରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ୫ ଟି ରାଜ୍ୟ ଗସ୍ତରେ ଅଛନ୍ତି । ଆଜି ପ୍ରଥମ ଦିନରେ ସେ ପ୍ରଥମେ ମିଜୋରାମରେ ପହଞ୍ଚିଛନ୍ତି । ସେ ୧୩ ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ମଣିପୁର, ମିଜୋରାମ,…

ଚରିତ୍ର ଉପରେ ସନ୍ଦେହ କରି ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ କଲା ସ୍ବାମୀ

ଉତ୍ତରପ୍ରଦେଶ : ବିଜନୌର ଜିଲ୍ଲାର ନଗିନା ଦେହାତ ପୋଲିସ ଷ୍ଟେସନ ଅଞ୍ଚଳରେଏକ ଅଭାବନୀୟ ଘଟଣା ଦେଖିବା ପାଇଁ ମିଳିଛି । ଅବୈଧ ସମ୍ପର୍କ ସନ୍ଦେହରେ  ନିଜ ପତ୍ନୀଙ୍କୁ ପିଟିଥିଲେ ସ୍ବାମୀ । କଥା କେବେଳ ଏତିକିରେ ଅଟକି ନଥିଲା ସ୍ବାମୀ ଏବଂ  ନିଜ…

ନକଲି ପାସପୋର୍ଟ ସହ ମୁମ୍ବାଇ ବିମାନବନ୍ଦରରୁ ଗିରଫ ହେଲେ ନେପାଳୀ ଏବଂ ବାଂଲାଦେଶୀ ନାଗରିକ

ମୁମ୍ବାଇ: ମୁମ୍ବାଇ ସହର ପୋଲିସ ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ ୨ ସନ୍ଦିଗ୍ଧ ବିଦେଶୀ ନାଗରିକଙ୍କୁ ଗିରଫ କରିଛି । ନକଲି ଭାରତୀୟ ପାସପୋର୍ଟ ବ୍ୟବହାର କରି ବିଦେଶ ଯାତ୍ରା କରିବାର ପ୍ରୟାସକୁ ପଣ୍ଡ କରିବାରେ ଏହି…

ଏଲଆଇସି ଡେଭଲପମେଣ୍ଟ ଅଫିସରଙ୍କ ସନ୍ଦେହଜନକ ମୃତ୍ୟୁ

ବାଲେଶ୍ବର: ସନ୍ଦେହରେ ଏଲ ଆଇ ସି ଡେଭଲପମେଣ୍ଟ ଅଫିସରଙ୍କ ମୃତ୍ୟୁ । କେମିତି ଘଟିଲା ? କିଏ ତାଙ୍କୁ ହତ୍ୟା କଲେ ? ଯଦି ଜୀବନ ନେଲେ ଏହା ପଛରେ କାରଣ କଣ’ ? ସାଧାରଣ ଲୋକଙ୍କ ମନରେ ଏଭଳି କିଛି ପ୍ରଶ୍ନ…