ଭାରତ ପରେ ଚୀନ ପଛରେ ପଡ଼ିଲେ ଟ୍ରମ୍ପ: ୧୦୦% ଶୁଳ୍କ ବୃଦ୍ଧି ଧମକ ପରେ ଚୀନ ଦେଲା ଜବାବ

ରୁଷଠାରୁ ତୈଳ ଆମଦାନୀ ପ୍ରସଙ୍ଗରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ବିରୋଧରେ ଟାରିଫ ବୃଦ୍ଧି କରି ସଫଳ ନ ହେବାରୁ ଏବେ ଚୀନ ପଛରେ ପଡ଼ିଯାଇଛନ୍ତି। ଚୀନ ଉପରେ ୧୦୦% ଟାରିଫ ଲାଗୁ କରିବାକୁ ଟ୍ରମ୍ପ ନାଟୋ ଦେଶଗୁଡ଼ିକୁ କହିଛନ୍ତି,…

ଅସ୍ଥି ବିସର୍ଜନ କରି ଫେରିବା ବେଳେ ଦୁର୍ଘଟଣା, ୭ ମୃତ

ଜୟପୁର: ଅସ୍ଥି ବିସର୍ଜନ କରି କାରରେ ଫେରୁଥିଲେ। ହେଲେ ଦୁର୍ଘଟଣାରେ ଚାଲିଗଲା ୭ ଜଣଙ୍କ ଜୀବନ। ରାଜସ୍ଥାନର ଜୟପୁର ଅନ୍ତର୍ଗତ ଶିବଦାସପୁର ଅଞ୍ଚଳରେ ରବିବାର ଏଭଳି ଦୁଃଖଦ ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ୧୪ ମାସର ଏବଂ ଅନ୍ୟ ଜଣେ…

ପୂର୍ବତନ ସାଂସଦ ମିମି ଚକ୍ରବର୍ତ୍ତୀ ଓ ଅଭିନେତ୍ରୀ ଉର୍ବଶୀଙ୍କୁ ଇଡି ସମନ

ନୂଆଦିଲ୍ଲୀ : ଅନଲାଇନ ବେଟିଂ ଆପ୍‌ ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ ଅଭିନେତ୍ରୀ ଉର୍ବଶୀ ରୌଟେଲା ଏବଂ ପୂର୍ବତନ ସାଂସଦ ମିମି ଚକ୍ରବର୍ତ୍ତୀଙ୍କୁ ସମନ ଜାରି କରିଛି। ଆର୍ଥିକ ଅନିୟମିତତା ନେଇ ଅନଲାଇନ ବେଟିଂ ଆପ୍ 1xBet ବିରୋଧରେ ଇଡି ପକ୍ଷରୁ ତଦନ୍ତ…

ଭାରତ-ଆମେରିକା ମଧ୍ୟରେ ହୋଇପାରେ ପି-୮ଆଇ ଚୁକ୍ତି

ନୂଆଦିଲ୍ଲୀ, ୧୪।୯ : ଭାରତ ଓ ଆମେରିକା ମଧ୍ୟରେ ପ୍ରତିରକ୍ଷା ସହଯୋଗ ଏକ ନୂଆ ସ୍ତରକୁ ଗତି କରୁଛି। ଭାରତୀୟ ନୌସେନା ପାଇଁ ୬ ଅତିରିକ୍ତ ପି-୮ଆଇ ମେରିଟାଇମ୍ ପେଟ୍ରୋଲ ଏୟାରକ୍ରାଫ୍ଟର ଚୁକ୍ତିକୁ ନେଇ ଉଭୟ ଦେଶ ମଧ୍ୟରେ ଆଲୋଚନା ପ୍ରାୟତଃ…

ଖାଇବର ପଖତୁନଖ୍ୱାରେ TTP ଆକ୍ରମଣ, ୧୨ ପାକିସ୍ତାନୀ ସୈନିକ ମୃତ

ପେଶାୱାର: ପାକିସ୍ତାନର ଖାଇବର ପଖତୁନଖ୍ୱାରେ ତେହେରିକ-ଏ-ତାଲିବାନ ପାକିସ୍ତାନ ଦ୍ୱାରା ହୋଇଥିବା ଆକ୍ରମଣରେ ୧୨ ଜଣ ପାକିସ୍ତାନୀ ସୈନିକଙ୍କ ମୃତ୍ୟୁ ଘଟିଛି । ପାକିସ୍ତାନୀ ସେନା ନିଜେ ଏହି ସୂଚନା ଦେଇଛି । ପାକିସ୍ତାନ ସେନା କହିଛି ଯେ ଗତ ଚାରି ଦିନ ମଧ୍ୟରେ…

ଫିଲ୍ମ ଦେଖିବା ପାଇଁ ଉତ୍ତର କୋରିଆବାସୀଙ୍କୁ ମିଳୁଛି ଭୟଙ୍କର ଦଣ୍ଡ

ଉତ୍ତର କୋରିଆରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଯାହା ସମସ୍ତଙ୍କୁ ଚକିତ କରିଛି । ବିଶେଷ କରି ସାଉଥ୍ କୋରିଆନ୍ ଡ୍ରାମା (କେ-ଡ୍ରାମା) ସେୟାର କରୁଥିବାରୁ ଲୋକଙ୍କୁ ମୃତ୍ୟୁଦଣ୍ଡ ଦିଆଯାଉଛି । ଶୁକ୍ରବାର ସଂଯୁକ୍ତ ରାଷ୍ଟ୍ରର ମାନବଧିକାରୀଙ୍କୁ ଦାବି…

୧୧୪ ନୂଆ ରାଫେଲ କିଣିବା ପାଇଁ ବାୟୁସେନାର ଭାରତ ସରକାରଙ୍କୁ ପ୍ରସ୍ତାବ

ଦିଲ୍ଲୀ : ଭାରତୀୟ ବାୟୁସେନା ଏହି ସପ୍ତାହରେ ଫ୍ରାନ୍ସରୁ ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ପ୍ରସ୍ତାବ ପଠାଇଛି ।  ରିପୋର୍ଟ ଆସିଛି ଯେ ଭାରତ ମଧ୍ୟ ରୁଷର ପଞ୍ଚମ ପିଢ଼ିର ଯୁଦ୍ଧ ବିମାନ Su-୫୭ ଉପରେ ନଜର…

ସୁଧୁରିବନି ପାକିସ୍ତାନ, ବନ୍ୟା ସହାୟତା ନାଁରେ ଲସ୍କର-ଇ-ତଇବାକୁ ଯୋଗାଉଛି ପାଣ୍ଠି

ସୁଧୁରିବନି ପାକିସ୍ତାନ । ଆତଙ୍କବାଦୀ ସଂଗଠନ ଲସ୍କର-ଇ-ତଇବାକୁ ଯୋଗାଉଛି ପାଣ୍ଠି । ଅପରେସନ ସିନ୍ଦୂର ବେଳେ ମୁରିଡକେ ସ୍ଥିତ ଲସ୍କର ହେଡକ୍ବାର୍ଟରକୁ ସଂପୂର୍ଣ୍ଣ ଧ୍ବଂସ କରି ଦେଇଥିଲା ଭାରତ । ମେ ୭ ତାରିଖରେ ଏୟାର ଷ୍ଟ୍ରାଇକ କରି ହେଡକ୍ବାର୍ଟର ବିଲ୍ଡିଂ…

ଆସାମରେ ଭୂମିକମ୍ପ, ତୀବ୍ରତା ୫.୮

ଆସାମ: ଆସାମରେ ଭୂମିକମ୍ପର ପ୍ରବଳ ଝଟକା ଅନୁଭୂତ ହୋଇଛି । ଆଜି ଅପରାହ୍ନରେ ଭୂମିକମ୍ପର ଝଟକା ଲୋକଙ୍କୁ ଭୟଭୀତ କରିଦେଇଥିଲା । ଏହି ଭୂମିକମ୍ପର କେନ୍ଦ୍ରସ୍ଥଳ ଆସାମର ଅନ୍ୟ ଏକ ଜିଲ୍ଲା ଉଦଲଗୁରିରେ ଭୂପୃଷ୍ଠରୁ ପାଞ୍ଚ କିଲୋମିଟର ଗଭୀରତାରେ ରେକର୍ଡ କରାଯାଇଛି ।…

ନାବାଳିକାଙ୍କୁ ଶାରୀରିକ ନିର୍ଯାତନା: ସ୍ପିଚ୍ ଥେରାପିଷ୍ଟ ଗିରଫ

ଦିଲ୍ଲୀ: ଦିଲ୍ଲୀର ରୋହିଣୀର ଏକ ଘରୋଇ ସ୍ପିଚ୍ ଥେରାପି ସେଣ୍ଟରରେ ଜଣେ ୬ ବର୍ଷୀୟ ଝିଅକୁ ଯୌନ ନିର୍ଯାତନା ଦେବା ଅଭିଯୋଗରେ ଜଣେ ୩୨ ବର୍ଷୀୟ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି ।  ପୀଡିତାଙ୍କ ମାଆଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା ରୁଜୁ…