କାତାର ଉପରେ ଇସ୍ରାଏଲର ଆକ୍ରମଣ, ଜାତିସଂଘରେ ଭାରତର ନିନ୍ଦା
ଦିଲ୍ଲୀ: ଜାତିସଂଘରେ ଇସ୍ରାଏଲକୁ ନିନ୍ଦା କରିଛି ଭାରତ । କାତାର ଉପରେ ଇସ୍ରାଏଲ ଆକ୍ରମଣ କରିଥିବାରୁ ଭାରତ ଏହାକୁ ନିନ୍ଦା କରିଛି । ଭାରତ କହିଛି ଯେ କାତାର ଉପରେ ଇସ୍ରାଏଲ ଯେଉଁ ଆକ୍ରମଣ କରିଛି ଏହା ତା’ର ସାର୍ବଭୌମତ୍ବର ଉଲ୍ଲଙ୍ଘନ କରିଛି…
ଦିଲ୍ଲୀ: ଜାତିସଂଘରେ ଇସ୍ରାଏଲକୁ ନିନ୍ଦା କରିଛି ଭାରତ । କାତାର ଉପରେ ଇସ୍ରାଏଲ ଆକ୍ରମଣ କରିଥିବାରୁ ଭାରତ ଏହାକୁ ନିନ୍ଦା କରିଛି । ଭାରତ କହିଛି ଯେ କାତାର ଉପରେ ଇସ୍ରାଏଲ ଯେଉଁ ଆକ୍ରମଣ କରିଛି ଏହା ତା’ର ସାର୍ବଭୌମତ୍ବର ଉଲ୍ଲଙ୍ଘନ କରିଛି…
ଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୫ତମ ଜନ୍ମଦିନ । ଏହି ଅବସରରେ ସାରା ଦେଶର ମହିଳାଙ୍କୁ ମିଳିବ ବଡ଼ ଉପହାର । ଏହାରି ମଧ୍ୟରେ ଦେଶରେ ସ୍ବାସ୍ଥ୍ୟ ନାରୀ,ସଶକ୍ତ ପରିବାର ଅଭିଯାନ ଆରମ୍ଭ ହୋଇଛି । ଯାହାକି ୧୭ ସେପ୍ଟେମ୍ବରରୁ ୨…
ଜମ୍ମୁ କଶ୍ମୀର : ପୁଣି ଆରମ୍ଭ ହେଲା ମାତା ବୈଷ୍ଣୋଦେବୀ ଯାତ୍ରା । ୩ ସପ୍ତାହ ହେଲାଣି ବନ୍ଦ ଥିବା ମାତାଙ୍କ ଦରବାର ପୁଣିଥରେ ଭକ୍ତଙ୍କ ପାଇଁ ଖୋଲିଛି । ଲଗାତାର ୨୨ ଦିନ ହେଲାଣି ବନ୍ଦ ଥିବା ଯାତ୍ରା ଆଜିଠାରୁ ଆରମ୍ଭ…
ମହାରାଷ୍ଟ୍ର : ମହାରାଷ୍ଟ୍ର ଗଢଚିରୋଲୀରେ ପୋଲିସ କମାଣ୍ଡୋ ଏବଂ ନକ୍ସଲ ମଧ୍ୟରେ ଗୁଳିବିନିମୟ । ଏଥିରେ ୨ ନକ୍ସଲ ମହିଳା ନିହତ ହୋଇଥିବା ବେଳେ ଘଟଣା ସ୍ଥଳରୁ ବନ୍ଧୁକ ଏବଂ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ଖବର ମୁତାବକ, ଗଢଚିରୋଲୀ ପୋଲିସ ଏଟାପଲ୍ଲୀ…
ଇଟାଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ । ମେଲୋନୀ ନିଜର ଏକ୍ସ ଆକାଉଣ୍ଟରେ ମୋଦିଙ୍କ ସହିତ ଏକ ଫଟୋ ସେୟାର କରିଛନ୍ତି, ଯେଉଁଥିରେ କ୍ୟାପସନରେ ଲେଖିଛନ୍ତି, ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୭୫ତମ…
ଦିଲ୍ଲୀ : ଦିଲ୍ଲୀର ଅଶୋକ ବିହାରରେ ନାଳ ସଫା କରୁଥିବାବେଳେ ବିଷାକ୍ତ ଗ୍ୟାସ ଯୋଗୁଁ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୩ ଜଣ ଚିକିତ୍ସାଧୀନ ରହିଛନ୍ତି । ଏପରି ଘଟଣା ବିଳମ୍ବିତ ରାତି ୧୨ଟା ସମୟରେ ଦେଖିବାକୁ ମିଳିଥିଲା । ସୂଚନାନୁଯାୟୀ,…
ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୫ ବର୍ଷରେ ପାଦ ଥାପିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ରାହୁଲ ଗାନ୍ଧି । ରାହୁଲ ଗାନ୍ଧି ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କୁ ଜନ୍ମିଦନରେ ଶୁଭକାମନା ଜଣାଉଛି ।…
ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡରେ ଲଗାତାର ବାଦଲ ଫଟା ବର୍ଷା ତାଣ୍ଡବ କରୁଛି । ଅନେକ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ଜଳମଗ୍ନ ରହିଛି । କିନ୍ତୁ ଡେରାଡୁନରେ ଅଧିକ କ୍ଷୟକ୍ଷତି ଘଟିଛି । ଏହି ବିପର୍ଯ୍ୟୟ ଯୋଗୁଁ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ…
ବିହାର : କଂଗ୍ରେସ ଦ୍ୱାରା ପ୍ରଧାନମନ୍ତ୍ରୀ ମୋଦି ଏବଂ ତାଙ୍କ ମାଆଙ୍କ ଏଆଇ ଭିଡିଓ ମାମଲାର ଶୁଣାଣି କରିବା ସମୟରେ ବର୍ଷିଛନ୍ତି ପାଟନା ହାଇକୋର୍ଟ । ତୁରନ୍ତ ଏହି ଭିଡିଓକୁ ହଟାଇବାକୁ କଂଗ୍ରେସକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ପାଟନା ହାଇକୋର୍ଟର କାର୍ଯ୍ୟକାରୀ…
ଇସଲାମାବାଦ: ପାକିସ୍ତାନର ପୂର୍ବତନ କ୍ରିକେଟର ସହିଦ ଆଫ୍ରିଦି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କର ପ୍ରଶଂସା କରିଛନ୍ତି। ନିକଟରେ ଶେଷ ହୋଇଥିବା ଏସିଆ କପ୍ର ଭାରତ-ପାକିସ୍ତାନ କ୍ରିକେଟ ମ୍ୟାଚ ସମ୍ପର୍କିତ ଏକ ଟେଲିଭିଜନ୍ ବିତର୍କରେ ଭାଗ ନେଇ ଆଫ୍ରିଦି କହିଥିଲେ ଯେ ରାହୁଲ…