ଚୀନ ସହ ଟ୍ରମ୍ପଙ୍କ Tik Tok ଡିଲ୍, ଜିନପିଙ୍ଗଙ୍କ ମିଳିଲା ଅନୁମୋଦନ
ଆମେରିକା : ଚୀନ ସହ ଟ୍ରମ୍ପଙ୍କ Tik Tok ଡିଲ୍ । ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ ଚୀନ ରାଷ୍ଟ୍ରପତି ଜିନପିଙ୍ଗ ସହ ଟେଲିଫୋନରେ ଆଲୋଚନା କରିଛନ୍ତି । ଆଲୋଚନାରେ ଟିକଟକ ଡିଲକୁ ଜିନପିଙ୍ଗ ଅନୁମୋଦନ ଦେଇଛନ୍ତି । ସୂଚନାନୁଯାୟୀ, ଚୀନ ସହ…
