ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଟ୍ରମ୍ପ୍‌ଙ୍କ ପାଇଁ ଅଟକାଇଲା ଆମେରିକା ପୁଲିସ

ୱାଶିଂଟନ: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ କାରକୁ ଆମେରିକା ପୁଲିସ ଅଟକାଇଥିଲା । ସେ ଜାତିସଂଘ ସାଧାରଣ ପରିଷଦରେ ଯୋଗଦେବା ପାଇଁ ନ୍ୟୁୟର୍କରେ ପହଞ୍ଚିଥିଲେ। ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାରକାଡେକୁ ଦୃଷ୍ଟିରେ ରଖି ପୁଲିସ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା, ଯାହା ଫଳରେ…

ଜିଏସଟି ପ୍ରଭାବ ; ଏହି ଲୋକପ୍ରିୟ ବାଇକ୍‌ ୨୩,୦୦୦ ପର୍ଯ୍ୟନ୍ତ ଶସ୍ତା ହେଲା

ନୂଆଦିଲ୍ଲୀ : ବଜାଜ୍‌ ସେପ୍ଟେମ୍ବର ୨୨ରୁ ଲାଗୁ ହୋଇଥିବା ନୂଆ ଜିଏସଟି ଦର ଲାଗୁ ହେବା ପରେ କମ୍ପାନୀ ଏହାର ଲାଭ ସିଧାସଳଖ ନିଜ ଗ୍ରାହକଙ୍କ ନିକଟରେ ପହଞ୍ଚାଇବା ପାଇଁ ଘୋଷଣା କରିଛି । କମ୍ପାନୀ ନିଜର ଅତ୍ୟନ୍ତ ଲୋକପ୍ରିୟ ବାଇକ୍‌…

ପ୍ରବଳ ବର୍ଷାରେ ଉବୁଟୁବୁ କୋଲକତା, ଅତିକମରେ ୬୨ ବିମାନ ଉଡ଼ାଣ ବାତିଲ

କୋଲକତା : ଦୁର୍ଗାପୂଜା ପୂର୍ବରୁ କୋଲକତାରେ ପ୍ରବଳ ବର୍ଷା । ପ୍ରବଳ ବର୍ଷାରେ ଉବୁଟୁବୁ ହେଉଛି କୋଲକତା । କୋଲକାତାରେ ଗତକାଲି ରାତି ସାରା ପ୍ରବଳ ବର୍ଷା ହେତୁ ପାଣି ଜମି ରହିବା ସହିତ ସହରର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇଯାଇଛି। ଯାହା…

ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ଶ୍ରେଷ୍ଠ ନାୟକ ଶାହରୁଖ ଏବଂ ବିକ୍ରାନ୍ତ, ଶ୍ରେଷ୍ଠ ଅଭିନେତ୍ରୀ ରାଣୀ ମୁଖାର୍ଜୀ

ନୂଆଦିଲ୍ଲୀ : ନୂଆଦିଲ୍ଲୀର ବିଜ୍ଞାନ ଭବନରେ ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସାମରୋହ ଅନୁଷ୍ଠିତ ହୋଇଛି । ଏହି ସମାରୋହରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ କଳାକାରଙ୍କୁ ସମ୍ମାନିତ କରିଛନ୍ତି । ୨୦୨୩ରେ ରିଲିଜ ହୋଇଥିବା ଫିଲ୍ମ ଆଧାରରେ ଆୱାର୍ଡ ଦିଆଯାଉଛି ।…

୨୩ ମାସ ପରେ ଜେଲରୁ ମୁକୁଳିଲେ ସପା ନେତା ଆଜମ ଖାନ

ଊତ୍ତରପ୍ରଦେଶ : ଉତ୍ତରପ୍ରଦେଶ ରାଜନୀତିର ଜଣାଶୁଣା ସମାଜବାଦୀ ପାର୍ଟି ନେତା ଆଜମ ଖାନ ଆଜି ଜେଲରୁ ମୁକୁଳିଛନ୍ତି । ତାଙ୍କ ନାମରେ ଥିବା ୭୨ ମାମଲାରେ ବେଲ୍ ମିଳିବା ପରେ ୨୩ ମାସ ପରେ ସୀତାପୁର ଜେଲରୁ ବାହାରିଛନ୍ତି ଆଜମ ଖାନ ।…

ଯୌତୁକ ପାଇଁ ବୋହୂକୁ କାମୁଡ଼ିଲା ନାଗ, ବଞ୍ଚାଇବା ପରିବର୍ତ୍ତେ ହସୁଥିଲେ ଶ୍ୱଶୁର ଘର ଲୋକେ

କାନପୁର: କାନପୁରରେ ଏଭଳି ଏକ ଛାତିଥରା ଘଟଣା ଘଟିଛି ଯାହା ଜାଣିଲେ ଆପଣ ସ୍ତବ୍ଧ ହୋଇଯିବେ । ଯୌତୁକ ପାଇଁ ବୋହୂକୁ କାମୁଡ଼ିଲା ନାଗ । ଛଟପଟ ହେଉଥିଲେ ମହିଳା । ହସୁଥିଲେ ଶ୍ୱଶୁର ଘର ଲୋକେ । ବଞ୍ଚାଇବା ପରିବର୍ତ୍ତେ…

H-1B ଭିସା ନିୟମରୁ ବାଦ ପଡ଼ିପାରନ୍ତି ଡାକ୍ତର

ଆମେରିକା : ଟ୍ରମ୍ପ୍ ଙ୍କ H-1B ଭିସା ନିୟମରୁ ବାଦ ପଡ଼ିପାରନ୍ତି ଡାକ୍ତର । ଆମେରିକାର ଆଭ୍ୟନ୍ତରୀଣ ଅଞ୍ଚଳରେ ସ୍ବାସ୍ଥ୍ୟ ସମସ୍ୟାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ହ୍ବାଇଟ୍  ହାଉସ୍ । ଜାତୀୟତା ସ୍ବାର୍ଥ ଦୃଷ୍ଟିରୁ ଆବଶ୍ୟକତା ଅନୁଯାୟୀ ଡାକ୍ତର ଓ…

ଫିଲିପାଇନ୍ସରେ ତାଣ୍ଡବ ରଚିଛି ’ରାଗାସା’, ଅନ୍ୟ ୫ ଦେଶକୁ ସତର୍କ ଚେତାବନୀ

ଫିଲିପାଇନ୍ସ : ଫିଲିପାଇନ୍ସରେ ଶକ୍ତିଶାଳୀ ’ରାଗାସା’ତାଣ୍ଡବ ରଚିଛି । ’ରାଗାସା’ର ତାଣ୍ଡବ ମହାବତ୍ୟାଠାରୁ କମ୍ ନଥିଲା । ରାଗାସା ସ୍ଥଳଭାଗ ଛୁଇଁବା ପରେ ଘଣ୍ଟା ପ୍ରତି ୨୭୦ କିଲୋମିଟର ପବନ ବହିବା ଆରମ୍ଭ ହୋଇଥିଲା । ଏହି ଭୟାବହ ତୋଫାନକୁ ଦୃଷ୍ଟିରେ ରଖି…

ରାଜ୍ୟରେ ହେବନି ଜାତିଭିତ୍ତିକ ରାଲି ଓ ପ୍ରଚାର, ଆହ୍ଲାବାଦ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଆହ୍ଲାବାଦ: ଜାତିଭିତ୍ତିକ ରାଲି ଏବଂ କାର୍ଯ୍ୟକ୍ରମଗୁଡ଼ିକୁ ନିଷିଦ୍ଧ କରିଛନ୍ତି ଉତ୍ତର ପ୍ରଦେଶ ସରକାର । ପୋଲିସ ଏଫଆଇଆର, ଗିରଫଦାରୀ ମେମୋ, ସାର୍ବଜନୀନ ସ୍ଥାନ ଏବଂ ସରକାରୀ ଦଲିଲରେ ଆଉ ଜାତି ଉଲ୍ଲେଖ କରାଯିବ ନାହିଁ ।  ଆହ୍ଲାବାଦ ହାଇକୋର୍ଟଙ୍କ ନିଷ୍ପତ୍ତି ପରେ,…

ବିମାନ ଚକରେ ବସି କାବୁଲରୁ ଦିଲ୍ଲୀ ଆସିଲେ ନାବାଳକ,ଜୀବିତ ଥିବା ଆଶ୍ଚର୍ଯ୍ୟ

ଦିଲ୍ଲୀ : ସାଧାରଣତଃ ଆପଣମାନେ ଅନେକ ଥର ବିମାନରେ ଯାତ୍ରା କରିଥିବେ ।  କିନ୍ତୁ ଆପଣ କେବେ ବିମାନର ପଛଚକାରେ ବସି ଯାତ୍ରା କରିଛନ୍ତି କି ? ଶୁଣି ଆଶ୍ଚର୍ଯ୍ୟ ହେଲେ ନା ?  ହଁ ଆଂଜ୍ଞା ଏଭଳି ଏକ ଘଟଣା ଘଟିଛି…