ଅକ୍ଟୋବର ୪ରେ ବିହାର ଗସ୍ତ କରିବେ ଇସି

ନୂଆଦିଲ୍ଲୀ : ଚଳିତବର୍ଷ ଶେଷଆଡକୁ ବିହାରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ନିର୍ବାଚନ ସ୍ଥିତି ସମୀକ୍ଷା କରିବାକୁ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କ ନେତୃତ୍ବରେ ନିର୍ବାଚନ କମିଶନ (ଇସି) ଟିମ୍‌ ଅକ୍ଟୋବର ୪ରେ ବିହାର ଗସ୍ତ…

ବସ୍‌-କାର ଧକ୍କା: ୫ ଯାତ୍ରୀଙ୍କ ମୃତ୍ୟୁ

ଉତ୍ତରପ୍ରଦେଶର ଲଖିମପୁର ଖିରୀ ଜିଲାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୫ ଜଣଙ୍କ ମୃତ୍ୟୁ ହୋଇଛି। ଖିରୀ ଥାନା ଅନ୍ତର୍ଗତ ଓୟଲ ଛକ ନିକଟ ରାଜ୍ୟ ରାଜପଥରେ ଏକ ବସ ଏବଂ କାର  ମଧ୍ୟରେ ଧକ୍କା ହେବା ଫଳରେ…

ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୪ ମୃତ, ୪୦ ଆହତ

ରୁଷ ପକ୍ଷରୁ ୟୁକ୍ରେନ ଉପରେ ଶନିବାର ରାତି ସାରା ବଡ଼ ଆକ୍ରମଣ କରାଯାଇଛି। ଏହି ଆକ୍ରମଣରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ୟୁକ୍ରେନ ରାଜଧାନୀ କିଭ୍‌କୁ ଟାର୍ଗେଟ କରି ଏହି ଆକ୍ରମଣ ହୋଇଛି। ଶେ​‌ଷ ଥର ପାଇଁ ଗତ ମାସରେ କିଭ୍…

ଛିନ୍ଦଖଡ଼କ ଜଙ୍ଗଲରେ ଗୁଳିବିନିମୟ, ୩ ମାଓବାଦୀ ନିହତ

ଓଡ଼ିଶା ସୀମାନ୍ତ ଛତିଶଗଡ଼ର କାଙ୍କେର ଜିଲା ଅନ୍ତର୍ଗତ ଛନ୍ଦଖଡ଼କ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏହି ଗୁଳିବିନିମୟରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ପୁରୁ​‌ଷ ଏବଂ ଜ​‌ଣେ…

ମୁନୀର ସେନାକୁ ମାଟିରେ ମିଶାଇଲା BLA, ୧୫ ରୁ ଅଧିକ ପାକ୍ ସେନାଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ବଲୁଚିସ୍ତାନ ଲିବରେସନ ଆର୍ମି (BLA) ଭୟଙ୍କର ଆକ୍ରମଣ । ୧୫ ଜଣ ପାକିସ୍ତାନ ସୈନିକଙ୍କୁ ହତ୍ୟା କରିଥିବା ଦାବି କରିଛି BLA ।  ଶନିବାର BLA ଦ୍ୱାରା ଜାରି ଏକ ବିବୃତ୍ତିରେ ଏହା କୁହାଯାଇଛି ଯେ ଖୁଜଦାର ଜିଲ୍ଲାର ଜେହରି…

ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବେ ଥାଲପତି ବିଜୟ

ତାମିଲନାଡୁ : ତାମିଲନାଡୁର କରୁର ଅଭିନେତା ତଥା ଟିଭିକେ ଦଳର ମୁଖ୍ୟ ବିଜୟଙ୍କ ରାଲିରେ ଘଟିଥିବା ଭୟଙ୍କର ଦଳାଚକଟା ଦେଶକୁ ଦୋହଲାଇ ଦେଇଛି । ଘଟଣାରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି ବିଜୟ । ଏହାସହିତ ଆହତଙ୍କୁ…

ଆଗ୍ରାରୁ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଗିରଫ

ନୂଆଦିଲ୍ଲୀ : ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଓରଫ ପାର୍ଥ ସାରଥୀ ଗିରଫ। ବିଳମ୍ୱିତ ରାତିରେ ତାଙ୍କୁ ଆଗ୍ରାର ଏକ ହୋଟେଲରୁ ଦିଲ୍ଲୀ ପୋଲିସ ଗିରଫ କରିଛି । ତାଙ୍କ ବିରୁଦ୍ଧରେ ଛାତ୍ରୀଙ୍କୁ ଯୌନ ନିର୍ଯ୍ୟାତନା ଏବଂ ଜାଲିଆତି ଅଭିଯୋଗ ରହିଥିବା ସୂଚନା ମିଳିଛି…

ମହାରାଷ୍ଟ୍ରରେ ପ୍ରବଳ ବର୍ଷା: ୭୨ ଘଣ୍ଟାର ହାଇଆଲର୍ଟ ଜାରି କଲା IMD

ମହାରାଷ୍ଟ୍ର : ମୁମ୍ବାଇ ସମେତ ଆଖପାଖ ଜିଲ୍ଲାରେ ଅତ୍ୟଧିକ ବର୍ଷା ନେଇ ଆଜି IMD ରେଡ୍ ଆଲର୍ଟ ଜାରି କରିଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଶାସନକୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ହାଇ ଆଲର୍ଟ ଜାରି କରାଯାଇଛି । ସୂଚନାନୁଯାୟୀ,…

କରୁର ଦଳାଚକଟାରେ ମୃତ୍ୟୁ ସଂଖ୍ୟା ୪୦କୁ ବୃଦ୍ଧି, ବିଜୟ ହାଇକୋର୍ଟଙ୍କ ଦ୍ୱାରସ୍ଥ, DMK ଉପରେ ଲଗାଇଲେ ଅଭିଯୋଗ

ତାମିଲନାଡୁ : ତାମିଲନାଡୁର କରୁରରେ ରାଲିରେ ଦଳାଚକଟା ଘଟି ୪୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୦୦ ଜଣ ଆହତ ହୋଇଛନ୍ତି ।  ଏହି ଘଟଣାରେ ଅଭିନେତା ଏବଂ ରାଜନୈତିକ ନେତା ବିଜୟଙ୍କ ଦଳ, ଟିଭିକେ, ରାଜ୍ୟ ସରକାରଙ୍କୁ ଅଭିଯୋଗ କରିଛି…

ଅନୁପ୍ରବେଶ ଉଦ୍ୟମ ପଣ୍ଡ, ଜମ୍ମୁ-କାଶ୍ମୀରର କୁପୱାଡ଼ାରେ ୨ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର କୁପୱାଡାରେ ୨ ଆତଙ୍କୀ ଏନକାଉଣ୍ଟର ।  ସୁରକ୍ଷା ବାହିନୀ ଏକ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛନ୍ତି ।  ଏହି ଅପରେସନରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଆଜି ସକାଳେ ଉତ୍ତର କାଶ୍ମୀରର କୁପୱାଡା ଜିଲ୍ଲାର କେରାନ ସେକ୍ଟରର…