ମାଖନଲାଲ ବିଶ୍ବବିଦ୍ୟାଳୟ ତୃତୀୟ ମହଲାରୁ ଖସି ଛାତ୍ର ଗୁରୁତର

ଭୋପାଳ: ମଧ୍ୟପ୍ରଦେଶ ଭୋପାଳର ମାଖନଲାଲ ବିଶ୍ବବିଦ୍ୟାଳୟରେ ଜଣେ ଛାତ୍ର ତୃତୀୟ ମହଲାରୁ ପଡି ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଛାତ୍ରଙ୍କ ନାଁ ଦିବ୍ୟାଂଶ ଚୋକସୀ ବୋଲି ଜଣାପଡିଛି। ଶ୍ରେଣୀ ଗୃହରୁ ବାହାରିବା ସମୟରେ ଅସାବଧାନତା ବଶତଃ ଗୋଡ ଖସିଯିବାରୁ ଏହି…

ଏନଡିଏର ନିର୍ବାଚନୀ ଇସ୍ତାହାର: କୋଟିଏ ଚାକିରି, କୋଟିଏ ଲକ୍ଷପତି ଦିଦି

ପାଟନା: ବିହାର ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନୀ ଇସ୍ତାହାର ଘୋଷଣା କରିଛି ଏନଡିଏ । ପାଟନାର ହୋଟେଲ ମୌର୍ଯ୍ୟରେ ‘ସଂକଳ୍ପ ପତ୍ର’ପ୍ରକାଶ କରିବା ବେଳେ ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା, ମୂଖ୍ୟମନ୍ତ୍ରୀ ନୀତିଶ କୁମାର, କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଞ୍ଝି, କେନ୍ଦ୍ରମନ୍ତ୍ରୀ…

୪୦୦ ଅତିକ୍ରମ କଲା ଦିଲ୍ଲୀରେ ଏକ୍ୟୁଆଇ

ନୂଆଦିଲ୍ଲୀ: ଦୀପାବଳି ପରଠାରୁ ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ଉଦ୍‌ବେଗଜନକ ହୋଇଉଠୁଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ରିପୋର୍ଟ ଅନୁଯାୟୀ ଗୁରୁବାର ସକାଳ ୧୦ଟା ସୁଦ୍ଧା ଦିଲ୍ଲୀରେ ଏକ୍ୟୁଆଇ (ବାୟୁ ମାନ ସୂଚକାଙ୍କ) ୪୦୦ ଅତିକ୍ରମ କରିଥିବା ଜଣାପଡିଛି। ସୋମବାର, ମଙ୍ଗଳବାର ଓ…

ପାକ୍‌ ସୀମାରେ ସମରାଭ୍ୟାସ ଆରମ୍ଭ କଲା ଭାରତ

ନୂଆଦିଲ୍ଲୀ: ଭାରତର ତିନି ପ୍ରତିରକ୍ଷା ବାହିନୀ ପକ୍ଷରୁ ଗୁରୁବାର ପାକିସ୍ତାନ ସଂଲଗ୍ନ ସୀମାରେ ୧୨ ଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ଅକ୍ଟୋବର ୩୦ରୁ ନଭେମ୍ବର ୧୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମରାଭ୍ୟାସକୁ ‘ତ୍ରିଶୂଳ’ ନାମରେ ନାମିତ କରାଯାଇଛି। ଗୁଜରାଟ…

ଜଷ୍ଟିସ ସୂର୍ଯ୍ୟକାନ୍ତ ସୁପ୍ରିମକୋର୍ଟର ୫୩ତମ ସିଜେଆଇ ନିଯୁକ୍ତ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ସୂର୍ଯ୍ୟକାନ୍ତଙ୍କୁ ପରବର୍ତ୍ତୀ ପ୍ରଧାନ ବିଚାରପତି (ସିଜେଆଇ) ନିଯୁକ୍ତ କରାଯାଇଛି। ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନିଯୁକ୍ତକୁ ଅନୁୁମୋଦନ କରିଛନ୍ତି ବୋଲି ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଜଷ୍ଟିସ ବି.ଆର.ଗବଇ ଅବସର…

ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନକଲି ଆଧାର କାର୍ଡ

ମୁମ୍ବଇ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନକଲି ଆଧାର କାର୍ଡ ପ୍ରସ୍ତୁତ କରାଯାଉଥିବା ଘଟଣା ଲୋକଲୋଚନକୁ ଆସିଛି। ଏହାକୁ ନେଇ ମୁମ୍ବଇ ପୁଲିସ ଅଜଣା ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ କରିଛି। ସୂଚନାଯୋଗ୍ୟ ଟ୍ରମ୍ପଙ୍କ ନାମରେ ନକଲି ଆଧାର କାର୍ଡ…

ବିହାର ନିର୍ବାଚନ: ୧୦୦ ଆସନରେ ପ୍ରଭାବ ପକାଇବ ଏସ୍‌ଆଇଆର

ପାଟନା: ବିହାର ବିଧାନସଭାର ୨୪୩ ଆସନ ପାଇଁ ଆସନ୍ତା ନଭେମ୍ବର ୬ ଓ ୧୧ରେ ଦୁଇଟି ପର୍ଯ୍ୟାୟରେ ଭୋଟଗ୍ରହଣ କରାଯିବ। ଏହି ପରିପ୍ରେକ୍ଷୀରେ ବିଜେପି ନେତୃତ୍ବାଧୀନ ଏନଡିଏ ଏବଂ କଂଗ୍ରେସ ନେତୃତ୍ବାଧୀନ ଇଣ୍ଡି ମେଣ୍ଟ ସମେତ ଅନ୍ୟ ରାଜନୈତିକ ଦଳଗୁଡିକ ପ୍ରଚାର…

ଭିଏତନାମରେ ବନ୍ୟାର ତାଣ୍ଡବ: ୧୩ ମୃତ, ୧୧ ନିଖୋଜ

ଭିଏତନାମ : ଅନେକ ଅଞ୍ଚଳରେ ବର୍ତ୍ତମାନ ପ୍ରବଳ ବର୍ଷା ଲାଗି ରହିଛି । ଏହାରି ମଧ୍ୟରେ ଭିଏତନାମରେ ମଧ୍ୟ ପ୍ରବଳ ବର୍ଷା ହେଉଛି । ଯାହା ଏବେ ଭିଏତନାମର କେତେକ ଅଞ୍ଚଳରେ ବନ୍ୟା ସୃଷ୍ଟି କରିଛି । ପ୍ରବଳ ବର୍ଷା ଯୋଗୁଁ ବନ୍ୟାରେ…

ପାପୁଆ ନ୍ୟୁ ଗିନିରେ ଭୂସ୍ଖଳନ, ୨୧ ମୃତ

ଅଷ୍ଟ୍ରେଲିଆ : ପାପୁଆ ନ୍ୟୁ ଗିନିର ପାର୍ବତ୍ୟ ଅଞ୍ଚଳରେ ଭୂସ୍ଖଳନ ହୋଇଛି । ଏପରି ଘଟଣା ଗୁରୁବାର ବିଳମ୍ବିତ ରାତିରେ ଦେଖିବାକୁ ମିଳିଛି । ଏହି ଭୂସ୍ଖଳନରେ ପ୍ରାୟ ୨୧ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଭୂସ୍ଖଳନରେ ଏଙ୍ଗା ପ୍ରଦେଶର କୁକାସ…

୧୫୦ତମ ଜୟନ୍ତୀରେ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ଗୁଜରାଟ: ଆଜି ଏକତା ଦିବସ ପାଳୁଛି ଦେଶ । ୧୫୦ତମ ଜୟନ୍ତୀରେ ଲୌହ ମାନବ ସର୍ଦ୍ଦାର ପଟେଲଙ୍କୁ କୃତଜ୍ଞତା ଜଣାଉଛି ଦେଶ । ଗୁଜରାଟରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ପ୍ରଧାନମନ୍ତ୍ରୀ ମୋଦି ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ସର୍ଦ୍ଦାର…