ମୃତଦେହ ଗ୍ରହଣ କଲେନି ପରିବାର, ଥାନାରେ ପଡିରହିଲା ଶବ

ସୁବର୍ଣ୍ଣପୁର: ମୃତଦେହ ଗ୍ରହଣ କଲେନାହିଁ ପରିବାର। ଥାନାରେ ୮ ଘଣ୍ଟା ହେଲା ପଡିରହିଛି ମୃତଦେହ। ଜଗି ରହିଛନ୍ତି ସ୍ତ୍ରୀ ଓ ପୁଅ। ପାରିବାରିକ କଳହ ପାଇଁ ଶବ ଗ୍ରହଣ କରିଲେନି ପରିବାର। ବିନିକା ଥାନାରେ ଦୀର୍ଘ ୮ ଘଣ୍ଟା ଧରି ପଡ଼ିରହିଛି…

“ମନ କି ବାତ”ରେ କୋରାପୁଟ କଫିର ପ୍ରଶାଂସା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ରବିବାର ଦିନ “ମନ କି ବାତ”ର ୧୨୭ ତମ ଏପିସୋଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ସମୃଦ୍ଧ କଫି ସଂସ୍କୃତି ଉପରେ ଆଲୋକପାତ କରିଥିଲେ । ସେ ବିଶ୍ୱ ସ୍ତରରେ ଓଡ଼ିଶାର କୋରାପୁଟ କଫିର ବର୍ଦ୍ଧିତ ସ୍ୱୀକୃତି ଉପରେ ମଧ୍ୟ…

ସ୍କ୍ରବ୍‌ ଟାଇଫସ୍ ସଂକ୍ରମଣରେ ୨ ମୃତ, ୧୫୦୦ ସଂକ୍ରମିତ

ସୁନ୍ଦରଗଡ଼: ସୁନ୍ଦରଗଡ ଜିଲ୍ଲାରେ ମାତିଛି ସ୍କ୍ରବ୍ ଟାଇଫସ । ଜିଲ୍ଲାବାସୀଙ୍କୁ ଘାରିଛି ସ୍କ୍ରବ୍‌ ଟାଇଫସ୍ ସଂକ୍ରମଣ ଭୟ । ସ୍କ୍ରବ୍ ଟାଇଫସରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଦା ୧୫୦୦ ରୋଗୀ ଚିହ୍ନଟ ହୋଇଛନ୍ତି । ତେବେ ମୃତକ…

ଢାକାରେ ପାକିସ୍ତାନର ନଂ୨ ସେନା ଅଧିକାରୀ, ସତର୍କ ହେଲା ଭାରତ

ଢାକା : ପ୍ରଥମେ ଅପରେସନ ସିନ୍ଦୁର)ରେ ପରାଜୟ, ନିକଟରେ ଆଫଗାନିସ୍ତାନଠାରୁ କଡ଼ା ମୁକାବିଲାର ସମ୍ମୁଖୀନ ହେବା ପରେ ରକ୍ତମୁଖା ହୋଇଯାଇଛି ପାକିସ୍ତାନ ଭାରତକୁ ପାନେ ଦେବାକୁ ବାଂଲାଦେଶ  ସହ ମିଶି ଷଡ଼ଯନ୍ତ୍ର କରିବା ଆରମ୍ଭ କରିଛି । ପାକିସ୍ତାନୀ ସେନାର ଜଣେ…

୩ ଦିନରେ ଜିଏସଟି ପଂଜୀକରଣ ମଂଜୁରୀ ମିଳିବ

ନୂଆଦିଲ୍ଲୀ : ଜିଏସଟି (GST Reform) ହାରକୁ ସରଳ କରିବା ପରେ ଏବେ ସରକାର ଜିଏସଟି ପଂଜୀକରଣ ପ୍ରକ୍ରିୟାକୁ ସରଳ କରିବାକୁ ଯାଉଛନ୍ତି। ନଭେମ୍ବର ୧ରୁ ମାତ୍ର ତିନିଦିନରେ ଜିଏସଟି ପଂଜୀକରଣର ମଂଜୁରୀ ମିଳିପାରିବ । ଏ ନେଇ ଅର୍ଥମନ୍ତ୍ରୀ ନିର୍ମଳା…

ପାକିସ୍ତାନରେ ଟମାଟୋ କେଜି ୬୦୦ ଟଙ୍କା

ପାକିସ୍ତାନ: ପାକିସ୍ତାନରେ ଟମାଟୋ କେଜି ୬୦୦ ଟଙ୍କା । ସାଧାରଣ ଦରଠାରୁ ପ୍ରାୟ ୫ଗୁଣ ଅଧିକା । ଅଥବା ୪୦୦ ପ୍ରତିଶତ ବୃଦ୍ଧି ପାଇଛି । ଆଫଗାନିସ୍ତାନ ସହ ସମ୍ପର୍କ ବିଗିଡ଼ିବା ପରେ ପାକିସ୍ତାନକୁ ସହିବାକୁ ପଡ଼ିଛି ଏ ମହଙ୍ଗା । ଚଳିତ…

ନେପାଳର ପାହଡ଼ିଆ ଅଞ୍ଚଳରେ ସଡ଼କ ଦୁର୍ଘଟଣା, ଗଭୀର ଘାଇକୁ ଖସିଲା ଜିପ୍: ୮ ମୃତ, ୧୦ ଆହତ

କାଠମାଣ୍ଡୁ : ନେପାଳର ପାହଡ଼ିଆ ଅଞ୍ଚଳରେ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୮ଜଣ ଯୁବକଙ୍କର ମୃତ୍ୟୁ ଘଟିଥିଲାବେଳେ ୧୦ ଜଣ ଆହତ ହୋଇଛନ୍ତି । ୧୮ ଜଣ ଯାତ୍ରୀ ଜିପରେ ଯାଉଥିବାବେଳେ ୭୦୦ଫୁଟ୍ ତଳକୁ ଖସି ପଡିବାରୁ ଦୁର୍ଘଟଣା ଘଟିଛି…

ଆଉ ନାହାଁନ୍ତି ଥାଇଲାଣ୍ଡର ରାଣୀ, ଶେଷ ନିଶ୍ବାସ ତ୍ୟାଗ କଲେ ୯୩ ବର୍ଷ ବୟସରେ

ଥାଇଲାଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ସିରିକିତଙ୍କର ୯୩ ବର୍ଷ ବୟସରେ ମୃତ୍ୟୁ ଘଟିଛି । ଏପରି ଘଟଣା ଶୁକ୍ରବାର ବିଳମ୍ବିତ ରାତିରେ ଦେଖିବାକୁ ମିଳିଛି । ଯିଏ କି ବତ୍ତର୍ମାନର ରାଜା ଭାଜିରାଲଙ୍ଗକର୍ଣ୍ଣଙ୍କ ମାତା ଏବଂ ଦେଶର ସବୁଠାରୁ ଦୀର୍ଘକାଳୀନ ରାଜାଙ୍କ ପତ୍ନୀ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଲୋକଙ୍କୁ ଧକ୍କା ଦେଲା ଅନିୟନ୍ତ୍ରିତ କାର୍, ୫ ମୃତ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ଆଗ୍ରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ଦ୍ରୁତଗାମୀ କାର୍ ଘର ବାହାରେ ବସିଥିବା ୭ ଜଣଙ୍କୁ ଧକ୍କା ଦେଇଥିଲା । ଫଳରେ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି ।…

ବିଶିଷ୍ଟ ବଲିଉଡ ଅଭିନେତା ସତୀଶ ଶାହଙ୍କ ପରଲୋକ

ମୁମ୍ବଇ: ବିଶିଷ୍ଟ ବଲିଉଡ ଅଭିନେତା ସତୀଶ ଶାହଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଶନିବାର ଅପରାହ୍ନ ପ୍ରାୟ ୨ଟା ୩୦ ମିନିଟରେ ମୁମ୍ବଇର ହିନ୍ଦୁଜା ହସ୍ପିଟାଲରେ ସେ…