ରାସନ କାର୍ଡ ହିତାଧକାରୀଙ୍କୁ ମିଳିବ ୫କେଜି ଅଧିକ ଚାଉଳ

ଭୁବନେଶ୍ୱର: ଏଣିତି ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ । ଏନେଇ ସବୁ ଜିଲ୍ଲାପାଳମାନଙ୍କୁ ଯୋଗାଣ ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି । ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ଚାଉଳ ମିଳିବ ।…

‘ଜୈବିକ ଚାଉଳରୁ ପ୍ରସ୍ତୁତ ହେବ ମହାପ୍ରଭୁଙ୍କ କୋଠଭୋଗ’

ପୁରୀ : ଜୈବିକ ଟାଉଳରୁ ପ୍ରସ୍ତୁତ ହେବ ମହାପ୍ରଭୁଙ୍କ କୋଠଭୋଗ ।  ଆସନ୍ତା ରଥଯାତ୍ରାରୁ ଜୈବିକ ଚାଉଳରୁ କୋଠ ଭୋଗ ପ୍ରସ୍ତୁତ କରାଯିବ ।  ବଳଭଦ୍ର ଜୈବିକ ଚାଷ ମିଶନ ଦ୍ୱାରା ପ୍ରସ୍ତୁତ ଚାଉଳରୁ କୋଠ ଭୋଗ ପ୍ରସ୍ତୁତ ହେବ ବୋଲି କୃଷି…

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ, ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ଦକ୍ଷିଣ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ । ମଧ୍ୟମରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଯେ କୌଣସି ପରିସ୍ଥିତି ମୁକାବିଲା…

ବାଇକରେ ବୁହା ହେଲା ମରଶରୀର, ଗାଁକୁ ଯାଇ ପାରିଲାନି ମହାପ୍ରୟାଣ ଗାଡ଼ି

ବୌଦ୍ଧ : ସରୁନି ଦୁଃଖ । କେବେ ଅନ୍ତ ହେବ ଗାଁର ଦୁର୍ଦ୍ଦଶା । ୬କିଲୋମିଟର ବାଟ ବାଇକରେ ବୁହା ହେଲା ମରଶରୀର । ରାସ୍ତାର ଦୁର୍ଦ୍ଦଶା ପାଇଁ ଗାଁ କୁ ଯାଇ ପାରିଲାନି ମହାପ୍ରୟାଣ ଗାଡ଼ି । ଏଭଳି ଅଭାବନୀୟ ଘଟଣା…

ଅପେରା ଦେଖାଇବାକୁ ଡାକିନେଇ ମାରିଦେଲା ସାଙ୍ଗ

କେନ୍ଦୁଝର : ମୋ ସ୍ବାମୀଙ୍କୁ ଅପେରା ଦେଖିବାକୁ ସାଙ୍ଗ ମାନେ ଘରୁ ଡାକି ନେଇ ମାରି ଦେଲେ । ଟାଉନ ଥାନାରେ ଏପରି ଲିଖିତ ଅଭିଯୋଗ କରିଛନ୍ତି ମୃତକ ଜଯନ୍ତ ପାତ୍ରଙ୍କ ସ୍ତ୍ରୀ ସୌଭାଗିନୀ ପାତ୍ର । ଅଭିଯୋଗ ଅନୁସାରେ ଜୟନ୍ତ କେନ୍ଦୁଝର…

ଛେଳିକୁ ବଞ୍ଚାଇବାକୁ ଯାଇ ଯୁବକ ଗୁରୁତର, ହାତ ଛିଣ୍ଡେଇ ନେଲା କୁମ୍ଭୀର

ଅନୁଗୁଳ : ଯୁବକଙ୍କ ହାତ ଛିଣ୍ଡେଇ ନେଲା କୁମ୍ଭୀର । ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ରଣିଆକଟା ପଞ୍ଚାୟତ ଝାମ୍ପୁଲି ଗାଁ ନିକଟ ଏକ ଯୋରରେ ଥିବା କୁମ୍ଭୀର ଜଣେ ଯୁବକଙ୍କ ହାତକୁ କାମୁଡ଼ି ଛିଣ୍ଡେଇ ନେଇଯାଇଛି । କୁମ୍ଭୀର ମୁହଁରୁ ଛେଳିକୁ…

ନୂଆପଡ଼ା ଉପନିର୍ବାଚନ: ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

ଭୁବନେଶ୍ୱର : ନୂଆପଡ଼ା ଉପନିର୍ବାଚନ ନେଇ ଡିଜିପିଙ୍କ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା। ପୋଲିସ ମୁଖ୍ୟାଳୟ ଠାରେ ଉପନିର୍ବାଚନ ନେଇ ପୋଲିସ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତି ସମୀକ୍ଷା କରିଛନ୍ତି ଡିଜିପି ୱାଇ ବି ଖୁରାନିଆ। ଅବାଧ, ସ୍ୱଚ୍ଛ, ମୁକ୍ତ ଓ ନିରପେକ୍ଷ ଉପ-ନିର୍ବାଚନ ପରିଚାଳନା…

ଓଡ଼ିଶା ହେବ ‘ବିହନ ହବ୍: ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ

ଭୁବନେଶ୍ୱର: ଡାଲି ଜାତୀୟ ଫସଲରେ ଆତ୍ମନିର୍ଭର ଅଭିଯାନରେ ଓଡ଼ିଶା ହେବ ‘ବିହନ ହବ୍’। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ। ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଘନ କୃଷି କାର୍ଯ୍ୟକ୍ରମ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ବିଲୁପ୍ତପ୍ରାୟ ଖାଦ୍ୟର…

୨୫୬ କୋଟି ଟଙ୍କାର ଡ୍ରଗ୍ସ ରାକେଟ୍ ଠାବ କଲା ମୁମ୍ବଇ କ୍ରାଇମବ୍ରାଞ୍ଚ

ମୁମ୍ବଇ, ୨୩ା୧୦: ମୁମ୍ବଇ କ୍ରାଇମବ୍ରାଞ୍ଚର ୟୁନିଟ୍ ୭କୁ ବଡ ସଫଳତା ମିଳିଛି। ପୁଲିସ ଦାଉଦ ନେଟୱର୍କ ସହ ଜଡିତ ସଲିମ ଡୋଲାର ଖାସ୍ ସାଥୀ ମୋହମ୍ମଦ ସଲିମ ସୁହେଲ ଶେଖକୁ ଗିରଫ କରିଛି। ଅଭିଯୁକ୍ତ ଅନେକ ଦିନ ଧରି ଦୁବାଇରେ ବସି…

ଏଟିଏମରୁ ଟଙ୍କା ଉଠାଇବା ପାଇଁ ଆରବିଆଇର ନୂଆ ନିୟମ

ନୂଆଦିଲ୍ଲୀ: ଏଟିଏମରେ କାରବାର ନେଇ ନୂଆ ନିୟମ ଲାଗୁ କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ । ଏଥିରେ ମାଗଣା କାରବାରର ସୀମା, ନଗଦ ଜମା ଏବଯ ଉଠାଇ ପାଇଁ ନିୟମ ଏବଂ ଅତିରିକ୍ତ ଶୁଳ୍କ ଅନ୍ତର୍ଭୁକ୍ତ ରହିଛି । ଏଟିଏମ୍ କାରବାର,…