୫ ପାକିସ୍ତାନୀ ସୈନିକଙ୍କୁ ହତ୍ୟା କଲେ ତାଲିବାନୀ

ପାକିସ୍ତାନ : ପାକିସ୍ତାନର ଖୈବର ପଖତୁନଖ୍ୱା ପ୍ରାନ୍ତରେ ପୁଣିଥରେ ଆକ୍ରମଣ । ତାଲିବାନ ଆତଙ୍କବାଦୀମାନେ ଏକ ରାଷ୍ଟ୍ରାୟତ୍ତ ଗ୍ୟାସ୍ କମ୍ପାନୀ ଟିମକୁ ସୁରକ୍ଷା ଦେଉଥିବା ଅର୍ଦ୍ଧସାମରିକ ବାହିନୀ ଉପରେ ଆକ୍ରମଣ । ଫଳରେ ଅତି କମରେ ପାଞ୍ଚ ଜଣ ଅର୍ଦ୍ଧସାମରିକ ସୈନିକ ନିହତ…

ଦୀପାବଳିରେ ଗ୍ୟାସ୍ ଚାମ୍ବର ପାଲଟିଲା ରାଜଧାନୀ ଦିଲ୍ଲୀ

ଦିଲ୍ଲୀ: ଦୀପାବଳିରେ ଗ୍ୟାସ୍ ଚାମ୍ବର ବନିଲା ରାଜଧାନୀ ଦିଲ୍ଲୀ ।  ପ୍ରବଳ ବାଣ ଫୁଟାଇବା ଯୋଗୁଁ ସାରା ଦିଲ୍ଲୀ ଧୂଆଁ ଧୂଆଁ ହୋଇଯାଇଛି ।  ଦିଲ୍ଲୀ-NCRରେ ଅତି ସାଂଘାତିକ ପରିସ୍ଥିତି ସୃଷ୍ଟି ହୋଇଛି ।  ଦିଲ୍ଲୀର ଏୟାର କ୍ବାଲିଟି ଇଣ୍ଡେକ୍ସ ୫୩୧କୁ ଖସି…

ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ଧରାପଡ଼ିଲେ ଗୁମାସ୍ତା

ପୁରୀ: ପୁଣି ଶ୍ରୀମନ୍ଦିର ଭିତରେ ମୋବାଇଲ ଫୋନରେ ଫଟୋ ଉଠାଇବା​‌ ସମୟରେ ଜଣେ ଗୁମାସ୍ତାଙ୍କୁ ଅଟକ ରଖିଛନ୍ତି ଶ୍ରୀମନ୍ଦିର ପୁଲିସ। ଗୁମାସ୍ତା ଜଣକ ଫୋନରେ ଯାତ୍ରୀଙ୍କ ଫଟୋ ଉଠାଉଥିଲେ। ପ୍ରତିହାରୀ ନିଯୋଗ ସମ୍ମୁଖରେ ଯାତ୍ରୀଙ୍କ ଫଟୋ ଉଠାଉଥିବା ସୂଚନା ମିଳିଛି। ମନ୍ଦିର…

ଘର ଭାଙ୍ଗିଲେ ହାତୀ, ବାସ ହରାଇଲେ ୩ ଅନାଥ

ଲାଞ୍ଜିଗଡ଼: ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ବନାଞ୍ଚଳରେ ଜଙ୍ଗଲୀ ହାତୀଙ୍କ ଉପଦ୍ରବ କମିବାର ନାଁ ଧରୁନାହିଁ। ବିଭିନ୍ନ ଗାଁରେ ଚାଷବାସ ଉଜାଡି ନଷ୍ଟ କରୁଥିବାବେଳେ ସୋମବାର ବିଳମ୍ବିତ ରାତିରେ ମୂଷାନାଳ ସେକ୍ସନ ପାଜିଖମନ ଗାଁରେ ସ୍ୱର୍ଗତ ନାରଣ ମାଝୀଙ୍କ ଘରକୁ ଜଙ୍ଗଲୀ ହାତୀପଲ…

ମହୁମାଛି ଆକ୍ରମଣରେ ୫ ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ବନବିଭାଗ କାର୍ଯ୍ୟାଳୟ ନିକଟରେ ମହୁମାଛି ଦଂଶନରେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନେ ହେଲେ କମଳୀ ହିକକା(୫୦), ତାଙ୍କ ଜ୍ବାଇଁ ଇଲିଗା…

ବାଣ ଭିଡ଼ିବା ବେଳେ ବିସ୍ଫୋରଣ: ଯୁବକ ମୃତ, ଘର ଚୁରମାର,

ଖଲ୍ଲିକୋଟ: ବାଣ ଭିଡ଼ିବା ସମୟରେ ବିସ୍ଫୋରଣ ଘଟି ଘର ଚୁରମାର ହୋଇଯାଇଛି। ଏହି ଘଟଣାରେ ଜଣେ ଯୁବକଙ୍କ ହାତଗୋଡ଼ କଟିଯିବା ସହିତ ତାଙ୍କ ମୃତ୍ୟୁ ଘଟିଛି। ରବିବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କିଇଠଡା ଗ୍ରାମରେ ଏହି…

ଦୀପାବଳି ଲାଗି ବଢ଼ିଲା ପ୍ରଦୂଷଣ, ରାଜଧାନୀରେ AQI -୧୮୦କୁ ଖସିଲା

ଭୁବନେଶ୍ୱର : ଟ୍ବିନ୍ ସିଟିରେ ଦୀପାବଳି ବଢାଇଲା ପ୍ରଦୂଷଣ । ପ୍ରବଳ ବାଣଫୁଟାଇବା ଯୋଗୁଁ ଖସିଛି ଭୁବନେଶ୍ବର-କଟକ ଏୟାର କ୍ବାଲିଟି ଇନଡେକ୍ଟ । ରାଜଧାନୀରେ AQI 180 ପାର ହୋଇଛି । ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ଦୂଷିତ ହୋଇଯାଇଛି ବାୟୁ । ଲକ୍ଷ୍ମୀସାଗର…

ଜେଲରେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ବରଗଡ: ବରଗଡ଼ ଜେଲରେ ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । କଏଦୀଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାକୁ ନେଇ ପୁଲିସର ଛାନଭିନ ଜାରି ରହିଛି। ମୃତ କଏଦୀ ଜଣକ ଅତାବିରା ଥାନା ଅଞ୍ଚଳ ଜହ୍ନାପଡା ଗାଁର ପ୍ରାୟ…

ଦୀପାବଳିରେ ଟ୍ବିନସିଟିରେ ବାଣ ଫୁଟି ୧୦୦ରୁ ଅଧିକ ଆହତ

କଟକ : ଦୀପାବଳିରେ ବିଭିନ୍ନ ସ୍ଥାନରେ ଅଘଟଣ। ଟ୍ବିନସିଟିରେ ବାଣ ଫୁଟି ୧୦୦ରୁ ଅଧିକ ଆହତ । ୭ରୁ ୯ ବାଣ ଫୁଟା କଟକଣାକୁ ଫୁ କରି କରିଦେଲେ ଲୋକେ । ଟ୍ବିନସିଟିରେ ବିଳମ୍ବିତ ରାତି ଯାଏ ଚାଲିଲା ଢୋ ଢା ।…

ବାଣ ଫୁଟାକୁ ନେଇ ଗୋଷ୍ଠୀ ସଂଘର୍ଷ, ୬ ଗୁରୁତର

ବିନିକା: ବିନିକା ସହରାଞ୍ଚଳରେ ସୋମବାର ରାତିରେ ଦୀପାବଳି ଉତ୍ସବ ପାଳନ ସମୟରେ ବାଣ ଫୁଟାକୁ ନେଇ ଗୋଷ୍ଠୀ ସଂଘର୍ଷ ଘଟିଛି। ସହରର ପାତିକାର ପଡ଼ା ଓ ମନୋହରି ପଡ଼ାରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟିବାରୁ ୬ ଜଣ ଆହତ ହୋଇଛନ୍ତି।…