ନିଶାମୁକ୍ତି କେନ୍ଦ୍ରରେ ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲା ପରିବାର

କଟକ : ନିଶାମୁକ୍ତି କେନ୍ଦ୍ରରେ ମୃତ୍ୟୁ । କଟକ ସଦର ଥାନା ଅଞ୍ଚଳରେ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ଉତ୍ତମାପୁର ଅଞ୍ଚଳରେ ରହିଥିବା ନିଶା ମୁକ୍ତି କେନ୍ଦ୍ରରେ ଏହି ଅଘଟଣ ଘଟିଛି ।  ମୃତ ଯୁବକ ସୌମ୍ୟରଞ୍ଜନ ଦାସ ।…

ବାଣ ଫୁଟି ପୁଅ ମୃତ, ବାପା ଗୁରୁତର

ଅନୁଗୁଳ : ବାଣ ଫୁଟି ପୁଅ ମୃତ, ବାପା ଗୁରୁତର । ଅନୁଗୁଳ ଜିଲ୍ଲା ସମଲ ଥାନା ସିପୁର ଗାଁରେ ଏହି ଅଘଟଣ ଘଟିଛି । ମୃତ ପୁଅ ସରୋଜ ପ୍ରଧାନ, ଗୁରୁତର ବାପା ପ୍ରମୋଦ ପ୍ରଧାନ । ପ୍ରମୋଦଙ୍କ ହାତ ଛିଣ୍ଡି…

ଟ୍ରକ୍‌-କାର୍‌ ଧକ୍କା: BSF ଯବାନ ମୃତ, ୬ ଗୁରୁତର

ମାଲକାନଗିରି: ଆନ୍ଧ୍ର ସୀମାନ୍ତ ଚିନ୍ତୁରରେ ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ଜଣେ BSF ଯବାନ ମୃତ, ୬ ଜଣ ଗୁରୁତର। ମୃତ ଯବାନ ୧୪୨ ବାଟାଲିୟନ୍‌ର ଗୌରବ ପାଣ୍ଡେ ସୂଚନା। ଛୁଟି ସାରି ମାଲକାନଗିରି ଫେରୁଥିବା ବେଳେ ବିଳମ୍ବିତ ରାତିରେ ଟ୍ରକକୁ…

ସରିଲା ନାମାଙ୍କନ, ଏଥର ଜମିବ ପ୍ରଚାର

ନୂଆପଡା: ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ଶେଷ ହେଲା ନାମାଙ୍କନ ପତ୍ର ଦାଖଲ। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆଜିଠୁ ନୂଆପଡ଼ାରେ ଜମିବ ପ୍ରଚାର। ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ସୋମବାର ନାମାଙ୍କନ ପତ୍ର…

ମୋନାଲିସା ଚିତ୍ର ଥିବା ବିଶ୍ଵର ପ୍ରସିଦ୍ଧ ମ୍ୟୁଜିଅମରେ ଚୋରି

ପ୍ୟାରିସ: ବିଶ୍ଵର ପ୍ରସିଦ୍ଧ ମ୍ୟୁଜିଅମ, ଯେଉଁଠି ମୋନାଲିସା ଚିତ୍ର ରହିଛି, ସେଠାରୁ ଚୋରି ହୋଇଛି। ରବିବାର ସକାଳେ ଘଟିଥିବା ଏହି ଘଟଣା ସମଗ୍ର ବିଶ୍ଵକୁ ସ୍ତବ୍ଧ କରିଦେଇଛି। ଫ୍ରାନ୍ସର ପ୍ୟାରିସରେ ଥିବା ‘ଲଭରେ’ ମ୍ୟୁଜିଅମରେ ଏଭଳି ଘଟଣା ଘଟିଛି। ଫଳରେ ଏହାକୁ…

ବ୍ରହ୍ମୋସକୁ ବିଶ୍ୱର ସର୍ବୋତ୍ତମ କ୍ଷେପଣାସ୍ତ୍ର ଭାବେ କରାଯାଉଛି ବିବେଚନା, ରେଞ୍ଜରେ ରହିଛି ପୁରା ପାକିସ୍ତାନ

ନୂଆଦିଲ୍ଲୀ: ବ୍ରହ୍ମୋସ ରେଞ୍ଜରେ ରହିଛି ପୁରା ପାକିସ୍ତାନ । ଲକ୍ଷ୍ନୌରୁ ପାକିସ୍ତାନକୁ ଏଭଳି ଚେତାବନୀ ଦେଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଅପରେସନ ସିନ୍ଦୁର ବେଳେ ଯାହା ହୋଇଥିଲା ତାହା କେବଳ ଟ୍ରେଲର ଥିଲା । ଯଦି ପାକିସ୍ତାନ ପୁଣି କୌଣସି…

ବ୍ରାଜିଲରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବସରେ୧୭ ଯାତ୍ରୀ ମୃତ

ବ୍ରାଜିଲ: ବ୍ରାଜିଲରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଉତ୍ତର-ପୂର୍ବ ବ୍ରାଜିଲର ପର୍ନାମ୍ବୁକୋ ରାଜ୍ୟରେ ଏକ ବସ୍ ଦୁର୍ଘଟଣାରେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ବ୍ରାଜିଲର ଫେଡେରାଲ୍ ହାଇୱେ ପୋଲିସର ସୂଚନା ଅନୁଯାୟୀ, ବସ୍ ଡ୍ରାଇଭର ହଠାତ୍ ନିୟନ୍ତ୍ରଣ ହରାଇ ବସିଥିଲେ ।…

ଭଗବାନ ରାମଙ୍କ ନଗରୀ ରଚିଲା ଇତିହାସ, ୫୬ଟି ଘାଟରେ ୨୬ଲକ୍ଷରୁ ଅଧିକ ଦୀପ ଲଗାଇ ରେକର୍ଡ

ଅଯୋଧ୍ୟାନଗରୀ: ଭଗବାନ ରାମଙ୍କ ନଗରୀ ରଚିଲା ଇତିହାସ । ୨ଟି ଇତିହାସ ଲକ୍ଷ୍ୟରେ ଅଯୋଧ୍ୟାନଗରୀ । ଆଜି ସନ୍ଧ୍ୟାରେ ଅଯୋଧ୍ୟାର ୫୬ଟି ଘାଟରେ ୨୬ଲକ୍ଷରୁ ଅଧିକ ଦୀପ ଲଗାଇ ରେକର୍ଡ ଲକ୍ଷରେ ଅଯୋଧ୍ୟା । ଡ୍ରୋନ ସାହାଯ୍ୟରେ ଦୀପ ଗଣୁଛନ୍ତି ଗିନିଜବୁକ ଟିମ୍…

ଦୀପାବଳି ପାଇଁ ସମସ୍ୟାରେ ଫସିଛନ୍ତି ଇଟାଲୀରୁ ଦିଲ୍ଲୀ ଫେରୁଥିବା ଯାତ୍ରୀ, ଏୟାର ଇଣ୍ଡିଆ ବିମାନ ବାତିଲ

ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ ବିମାନ ଯାତ୍ରୀଙ୍କୁ ବଡ଼ ଝଟକା । ଫଳରେ ସମସ୍ୟାରେ ଫସିଛନ୍ତି ଅନେକ ଯାତ୍ରୀ । ଇଟାଲୀ ମିଲାନରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆ ବିମାନ ଶୁକ୍ରବାର ବାତିଲ କରାଯାଇଛି । ଦୀପାବଳି ଯୋଗୁଁ ଅନେକ ଯାତ୍ରୀ ହଇରାଣ ହୋଇଛନ୍ତି…

ଛଟ୍ ପୂଜା ପାଇଁ ଘରକୁ ଫେରୁଥିବା ବେଳେ ଟ୍ରେନରୁ ଖସିପଡିଲେ ୩ ଯାତ୍ରୀ, ୨ ମୃତ

ମହାରାଷ୍ଟ୍ର : ମହାରାଷ୍ଟ୍ରର ନାସିକ ରୋଡ୍ ରେଳ ଷ୍ଟେସନ ନିକଟରେ ବଡ଼ ଦୁର୍ଘଟଣା ଘଟିଛି । ଛଟ ପୂଜା ପାଇଁ ଘରକୁ ଫେରୁଥିବା ତିନି ଜଣ ଯାତ୍ରୀ ଟ୍ରେନ୍ରୁ ଛିଟିକି ପଡିବାର ଦୁଇଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଜଣେ ଗୁରୁତର ଆହତ…