‘ନୂଆପଡ଼ା ଉପନିର୍ବାଚନ ପରେ ଘୋଷଣା ହେବ ବୋର୍ଡ-ନିଗମ ପଦବୀ’
ଭୁବନେଶ୍ୱର : ନୂଆପଡ଼ା ଉପନିର୍ବାଚନ ପରେ ଘୋଷଣା ହେବ ବୋର୍ଡ ନିଗମ ପଦପଦବୀ । ସୂଚନା ଦେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ । କହିଲେ, ନୂଆପଡ଼ା ଉପନିର୍ବାଚ ପରେ ବୋର୍ଡ ନିଗମ କମିଶନ ପଦ ପଦବୀ ହେବ ଘୋଷଣା । କାହାକୁ…
ଭୁବନେଶ୍ୱର : ନୂଆପଡ଼ା ଉପନିର୍ବାଚନ ପରେ ଘୋଷଣା ହେବ ବୋର୍ଡ ନିଗମ ପଦପଦବୀ । ସୂଚନା ଦେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ । କହିଲେ, ନୂଆପଡ଼ା ଉପନିର୍ବାଚ ପରେ ବୋର୍ଡ ନିଗମ କମିଶନ ପଦ ପଦବୀ ହେବ ଘୋଷଣା । କାହାକୁ…
କାମାକ୍ଷାନଗର : ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଞ୍ଚଳରେ ଚାଞ୍ଚଲ୍ୟ l ଝିଅକୁ ଅସଦାଚରଣ କରୁଥିବା ନେଇ ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା କଲା ବାପା l ହତ୍ୟା କରିବା ପରେ ନିଜକୁ ପୋଲିସ ନିକଟରେ ଆତ୍ମସମର୍ପଣ କରିଛି ବାପା l ମୃତ…
କଟକ : ରାତି ପାହିଲେ ଆଲୋକର ପର୍ବ ଦୀପାବଳି । ଭୁବନେଶ୍ବର ଭଳି କଟକରେ ବି ୨ ଘଣ୍ଟା ଫୁଟିବ ବାଣ । ସନ୍ଧ୍ୟା ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ବାଣ ଫୁଟାଇବାକୁ ସହରବାସୀକୁ ଅପିଲ କରିଛନ୍ତି କଟକ ଡିସିପି । ଗଳିକନ୍ଦିରେ…
ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର । ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା ଟଙ୍କା । କେନ୍ଦ୍ର ଓ ରାଜ୍ୟ ଠାରୁ ୧୮ ହଜାରରୁ ଊର୍ଦ୍ଧ୍ବ ଆର୍ଥିକ ସହାୟତା ପାଉଥିଲେ ଅଯୋଗ୍ୟ ହେବେ…
ପୁରୀ : ଆସନ୍ତାକାଲି ପବିତ୍ର ଦୀପାବଳି ବା ପୟାଶ୍ରାଦ୍ଧ। ଶ୍ରୀକ୍ଷେତ୍ରରେ କାଉଁରିଆ କାଠି ଜାଳି ବଡ଼ବଡ଼ିଆ ଡାକିବେ ଶ୍ରଦ୍ଧାଳୁ । ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ପ୍ରବଳ ଭକ୍ତଙ୍କ ସମାଗମ ହେବ । ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଭାବେ ବଡ଼ବଡ଼ିଆ ଡାକିବା ପାଇଁ ପୁରୀ…
ଭୁବନେଶ୍ୱର: ବିଚ୍ ରାସ୍ତାରେ ଟ୍ୟୁସନ ସାର୍ଙ୍କୁ ଗୁଳିମାଡ଼।ମୟୁରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ମାଙ୍କଡାପାଳ ଗାଁରେ ଗତକାଲି ଏହି ଘଟଣା ଘଟିଛି। ଏହି ଗୁଳିମାଡ଼ରେ ଗୁରୁତର ହୋଇଛନ୍ତି ମାଙ୍କଡାପାଳ ଗାଁର ସଞ୍ଜୟ କୁମାର ନାୟକ। ଗତକାଲି ସନ୍ଧ୍ୟାରେ ଘରକୁ ଫେରୁଥିବା ବେଳେ ହଠାତ୍…
ନୂଆଦିଲ୍ଲୀ: ତାଲିବାନଠାରୁ ନିର୍ମମଭାବେ ପରାସ୍ତ ହୋଇ ରକ୍ତମୁଖା ହୋଇପଡ଼ିଛନ୍ତି ପାକିସ୍ତାନ ସେନାମୁଖ୍ୟ ତଥା ଫିଲଡ ମାର୍ସାଲ ଅସୀମ ମୁନୀର । କିନ୍ତୁ ତାଲିବାନ ବଦଳରେ ସେ ଭାରତକୁ ଟାର୍ଗେଟ୍ କରିଛନ୍ତି । ସେ କହିଛନ୍ତି ପାକିସ୍ତାନ କେବେ ବି ନଇଁବ ନାହିଁ…
ନୂଆଦିଲ୍ଲୀ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶନିବାର କହିଛନ୍ତି ଯେ ଜିଏସଟି (GST) ହ୍ରାସର ପ୍ରଭାବ ସାଧାରଣ ଜନତାଙ୍କ ଉପରେ ପଡିଛି। ତେବେ ସରକାର ୫୪ଟି ସାମଗ୍ରୀର ଦର ଉପରେ ନଜର ରଖିଛନ୍ତି, ଯେପରିକି ଦର ହ୍ରାସର ସୁଫଳ ସାଧାରଣ ଲୋକଙ୍କ…
ନୂଆଦିଲ୍ଲୀ: ଭାରତୀୟ ସେନାରେ ସାମିଲ ହେଲା ୧୧୩ଟି ଇଲେକ୍ଟ୍ରିକ୍ ବସ୍। ଯାହାକି ସେନାଙ୍କ ପାଇଁ ଏହା ଏକ ବଡ଼ ପଦକ୍ଷେପ। ଭାରତୀୟ ସେନା ୧୭ ଅକ୍ଟୋବର ୨୦୨୫ରେ JBM ଅଟୋ ଲିମିଟେଡ୍ ସହିତ ଏକ ଚୁକ୍ତି ସ୍ୱାକ୍ଷର କରିଥିଲା, ଯାହାର ମୂଲ୍ୟ ₹୧୩୦.୫୮…
ନୂଆଦିଲ୍ଲୀ : ଦିଲ୍ଲୀରେ ବଡଧରଣର ଅଗ୍ନିକାଣ୍ଡ ଘଟିଛି। ସାଂସଦ ରହୁଥିବା ବ୍ରହ୍ମପୁତ୍ର ଆପାର୍ଟମେଣ୍ଟରେ ନିଆଁ ଲାଗି ବହୁ ଗାଡି ପୋଡି ପାଉଁଶ ହୋଇଯାଇଛି। ଏପରିକି ଆପାର୍ଟମେଣ୍ଟରେ ରହୁଥିବା କିଛି ବ୍ୟକ୍ତି ଆହତ ହୋଇଥିବା ଜଣାପଡିଛି। ଏହି ଆପର୍ଟମେଣ୍ଟରେ ଅନେକ ରାଜ୍ୟସଭା ସାଂସଦ…