October 2025

BSNLର ଦିୱାଲି ଅଫର, ୧ ଟଙ୍କାରେ କଥା ହେବେ ମନ ଇଛା, ଦିନକୁ ପୁଣି 2GB ଡାଟା

ନୂଆଦିଲ୍ଲୀ: ଆସିଲା ଦମଦାର ଦିୱାଲି ଅଫର୍ । ମୋବାଇଲ ୟୁଜରଙ୍କ ପାଇଁ ବଡ ସୁଯୋଗ । ୧ ଟଙ୍କାରେ ପାଆନ୍ତୁ ଅନଲିମିଟେଡ୍ କଲ୍, ଡେଲି 2GB ଡାଟା । ମାସେ ଯାଏଁ ସବୁ ଫ୍ରି । ଦୀପାବଳି ପାଇଁ ଦେଶର ସରକାରୀ…

ନାମାଙ୍କନ ପତ୍ର ଦାଖଲ କଲେ ବିଜେପି ବିଧାୟକ ପ୍ରାର୍ଥୀ ଜୟ ଢୋଲକିଆ

ଭୁବନେଶ୍ୱର : କମ୍ପିଲାଣି ନୂଆପଡ଼ା ମୈଦାନ । ବିଜେପି ବିଧାୟକ ପ୍ରାର୍ଥୀ ଜୟ ଢୋଲକିଆ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ବେଳେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଉପସ୍ଥିତ ଥିଲେ । ବରିଷ୍ଠ ବିଜେପି ନେତା ବସନ୍ତ ପଣ୍ଡା…

ଦୁଇ ମଟର ସାଇକେଲ ଧକ୍କା, ୩ ମୃତ

ମାଲକାନଗିରି : ମାଲକାନଗିରି ଜିଲ୍ଲା କରୁକୋଣ୍ଡା ମାଲକାନଗିରି ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୩ ମୃତ ଜଣେ ଗୁରୁତର ହୋଇଥିବା ଜଣାଯାଇଛି । ଦୁଇ ମଟର ସାଇକେଲ ମଧ୍ୟରେ ମୁହାଁ ମୁହିଁ ଦୁର୍ଘଟଣା ହୋଇଥିଲା । ଦୁର୍ଘଟଣାରେ…

ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ

ଭୁବନେଶ୍ୱର : ଖୋଲିଲା ଶିମିଳିପାଳ । ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲିଛି । ଦୁଇଟି ଗେଟ୍ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ । ପିଠାବଟା ଓ କାଳିଆଣି ଫାଟକ ଦେଇ ୨୦୦ ଶହରୁ ଅଧିକ ପର୍ଯ୍ୟଟକ ପ୍ରବେଶ କରିଛନ୍ତି…

ରାଜଧାନୀରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର : ରାଜଧାନୀରେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ଦୁଷ୍କର୍ମ । ପୀଡ଼ିତାଙ୍କ ଘର ଝାଡ଼ଖଣ୍ଡରେ । ନାବାଳିକାଙ୍କୁ ମୁମୂର୍ଷୁ ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । MLC ବା ମେଡିକୋ ଲିଗାଲ କେସ୍ କରାଯାଇ ତାଙ୍କୁ ଚିକିତ୍ସା କରାଯାଉଛି ।…

ଜମି ଡିମାର୍କସେନ ପାଇଁ ଆଉ ଯିବାକୁ ପଡ଼ିବନି ତହସିଲ, ଅନଲାଇନ ଆବେଦନ କଲେ ଏଣିକି ମିଳିବ ତାରିଖ

ଭୁବନେଶ୍ୱର : ଡିମାର୍କସେନ ପାଇଁ ଆଉ ବାରମ୍ବାର ତହସିଲ ଅଫିସ ଦୌଡିବାକୁ ପଡ଼ିବନି କିମ୍ବା କାହାକୁ ହାତଗୁଞ୍ଜା ଦେବାକୁ ପଡିବନି । ଏଣିକି ଜମି ଡିମାର୍କସେନ ପାଇଁ ଅନଲାଇନରେ ଆବେଦନ କଲେ ମିଳିବ ତାରିଖ । ସେହିଦିନ ତହସିଲ ଅଧିକାରୀ, ଅମିନ…

ରାତି ୯ଟା ପରେ ରାଜଧାନୀରେ ଫୁଟିବନି ବାଣ

ଭୁବନେଶ୍ୱର: ଦୀପାବଳିରେ ଭୁବନେଶ୍ୱରରେ ବାଣ ଫୁଟାଇବା ନେଇ କମିଶନରେଟ୍ ପୋଲିସ କଡ଼ା ନିର୍ଦ୍ଦେଶାବଳୀ ଜାରି କରିଛି। ଡିସିପି ଜଗମୋହନ ମୀନାଙ୍କ ଅନୁଯାୟୀ, ଦୀପାବଳିରେ ସନ୍ଧ୍ୟା ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଭୁବନେଶ୍ୱର ବାସିନ୍ଦାଙ୍କୁ ବାଣ ଫୁଟାଇବାକୁ ଅନୁମତି…

ପର୍ବପର୍ବାଣୀରେ ରାଜ୍ୟ ସରକାରଙ୍କ ‘ନୋ ଗିଫ୍ଟ’ ପଲିସି

ଭୁବନେଶ୍ୱର: ପାର୍ବଣ ଋତୁରେ ‘ନୋ ଗିଫ୍ଟ’ ପଲିସି ଅପଣେଇଲେ ରାଜ୍ୟ ସରକାର। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଲାଗୁ କଲେ ‘ନୋ ଗିଫ୍ଟ ପଲିସି’। ପର୍ବପର୍ବାଣୀ ସମୟରେ ଉପହାର ନେଇ ଆସିବାକୁ କଲେ ମନା। ଏନେଇ ​ସେ ନିଜ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି,…

ନିର୍ବାଚନ ସମୟରେ ଅର୍ଥ, ନିଶାଦ୍ରବ୍ୟ ପ୍ରଲୋଭନର ଗତିବିଧିରେ ଲାଗିବ ରୋକ୍

ନୂଆଦିଲ୍ଲୀ: ଆଗାମୀ ନିର୍ବାଚନ ସମୟରେ ଅର୍ଥ, ନିଶାଦ୍ରବ୍ୟ ଏବଂ ଅନ୍ୟାନ୍ୟ ପ୍ରଲୋଭନର ଗତିବିଧିକୁ ରୋକାଯିବ। ଏଥିଲାଗି ଭାରତ ନିର୍ବାଚନ ଆୟୋଗ(ଇସିଆଇ) ପ୍ରବର୍ତ୍ତନ ସଂସ୍ଥାଗୁଡ଼ିକର ମୁଖ୍ୟଙ୍କ ସହିତ ଶୁକ୍ରବାର ବୈଠକ କରି ରୋଡମ୍ୟାପ ପ୍ରସ୍ତୁତ କରିଛନ୍ତି। ଇସିଆଇଙ୍କ ପକ୍ଷରୁ ନୂଆଦିଲ୍ଲୀର ନିର୍ବାଚନ ସଦନରେ…

ବିହାର ବିଧାନସଭା ନିର୍ବାଚନ: ପରସ୍ପର ବିରୋଧରେ ପ୍ରାର୍ଥୀ ଦେଲେ କଂଗ୍ରେସ-ଆରଜେଡି

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନର ଶେଷ ଦିନ ଆଜି ଥିବାବେଳେ ବହୁ ସଂଖ୍ୟକ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ଦାଖଲ କରିଥିଲେ। ଏହି ସମୟରେ, ମହାଗଠବନ୍ଧନ ମଧ୍ୟରେ ଆସନ ବଣ୍ଟନ ସମ୍ପର୍କରେ ଚୂଡ଼ାନ୍ତ ଚିତ୍ର ଏପର୍ଯ୍ୟନ୍ତ ପ୍ରକାଶ…