October 2025

SI ନିଯୁକ୍ତି ପରୀକ୍ଷା କେଳେଙ୍କାରୀ, ଫରେନସିକ୍ ପରୀକ୍ଷା ପାଇଁ ପଠାଗଲା ଜବତ ୧୧୦ ମୋବାଇଲ

ଭୁବନେଶ୍ୱର : ପୋଲିସ SI ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ୧୧୦ ଆଶାୟୀଙ୍କ ଠାରୁ ଜବତ ହୋଇଥିବା ମୋବାଇଲ ଫୋନର ଫୋରେନସିକ ପରୀକ୍ଷା ପାଇଁ ପଠାଯାଇଛି। ଷ୍ଟେଟ୍ ଫରେନସିକ୍ ସାଇଣ୍ଟିଫିକ୍ ଲ୍ୟାବ – SFSLକୁ ପଠାଯାଇଛି। ପୋଲିସ ଆଶାୟୀଙ୍କୁ ଧରିବା ପୂର୍ବରୁ…

ହାତୀ ଦାନ୍ତ ଜବତ, ୨ ଗିରଫ

ଆଠମଲ୍ଲିକ: ହାତୀ ଦାନ୍ତ ଡିଲ୍ ବେଳେ ମାଡ଼ି ବସିଲା STF । ୨ଟି ହାତୀ ଦାନ୍ତ ଜବତ, ୨ ଗିରଫ । ଆଠମଲ୍ଲିକ ବ୍ଲକର ଜଙ୍ଗଲ ସଂଲଗ୍ନ ଯଦୁପୁର ଗ୍ରାମରେ ବିକ୍ରି ପାଇଁ ଡିଲ୍ ବେଳେ ୨ଟି ହାତୀ ଦାନ୍ତ ଜବତ…

ଅସ୍ତ୍ରଶସ୍ତ୍ର ସହ ୨୧୦ ନକ୍ସଲ କଲେ ଆତ୍ମସମର୍ପଣ

ମାଲକାନଗିରି : ବନ୍ଧୁକ ଛାଡିଲେ, ଗୋଲାପ ଧରିଲେ। ଭୁଶୁଡ଼ୁଛି ଲାଲଗଡ଼ । ମହାରାଷ୍ଟ୍ର ପରେ ଛତିଶଗଡ଼ । ଛତିଶଗଡ଼ରେ ଆତ୍ମସମର୍ପଣ କଲେ ଟପ ମାଓ ନେତାଙ୍କ ସମେତ ୨୧୦ ନକ୍ସଲ । ୧୫୩ଟି ଅସ୍ତ୍ରଶସ୍ତ୍ର ସହ ୨୧୦ ଜଣ ନକ୍ସଲ ଆତ୍ମସମର୍ପଣ…

ବାଇକକୁ ଧକ୍କା ଦେଲା ଟ୍ରକ, ୨ ଶିଶୁ ସମେତ ୩ ମୃତ

କାମାକ୍ଷାନଗର: କାମାକ୍ଷାନଗରର ଏକ ଓଭରବ୍ରିଜ୍ ରେ ବାଇକକୁ ପଛରୁ ଧକ୍କା ଦେଲା ଟ୍ରକ । ଘଟଣାସ୍ଥଳରେ ଚାଲିଗଲା ୩ ଜୀବନ, ଜଣେ ଗୁରୁତର । ୫୩ ନମ୍ବର ଜାତୀୟ ରାଜପଥର ମାଳପୁରା ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକକୁ…

ସର୍ପାଘାତରେ ଅଜା-ନାତିଙ୍କ ମୃତ୍ୟୁ

ହିଞ୍ଜିଳିକାଟୁ : ସାପ କାମୁଡ଼ାରେ ଅଜା-ନାତି ମୃତ । ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା କରଡକଣା ପଞ୍ଚାୟତ ଶବରପଲ୍ଲୀ ଗାଁର ଦୁଃଖଦ ଘଟଣା । ମୃତକ ହେଲେ ଅଜା ପଞ୍ଚାନନ ନାୟକ ଓ ନାତି ୯ ବର୍ଷିୟ ରୋହନ ପାଇକ ।…

ପୁରୀରେ ହେବ ଭୂତଳଜଳ ଚିଡ଼ିଆଖାନା ଓ ବିଶ୍ୱସ୍ତରୀୟ ସାମୁଦ୍ରିକ ଆକ୍ୱାରିୟମ୍

ପୁରୀ: ଖୁବଶୀଘ୍ର ପୁରୀରେ ହେବ ଭୂତଳଜଳ ଚିଡ଼ିଆଖାନା ଓ ବିଶ୍ୱସ୍ତରୀୟ ସାମୁଦ୍ରିକ ଆକ୍ୱାରିୟମ୍। ଏନେଇ ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ ପଦକ୍ଷେପ ନେଇଛି। ଏହି ପ୍ରକଳ୍ପ ପରିକଳ୍ପନା, ପ୍ରତିଷ୍ଠା ଓ ପରିଚାଳନା ନିମନ୍ତେ ବିଭାଗ ପକ୍ଷରୁ…

ହିନ୍ଦୀ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ରଦ୍ଦ, ପୁଣି ହେବ ପ୍ରିଲିମିନାରି ପରୀକ୍ଷା

କଟକ: ହିନ୍ଦୀ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ରଦ୍ଦ, ପୁଣି ହେବ ପ୍ରିଲିମିନାରି ପରୀକ୍ଷା। ୭୧୧ଟି ହିନ୍ଦୀ ଶିକ୍ଷକ ପଦବୀ ପୂରଣ ପାଇଁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ୍‌ ପକ୍ଷରୁ ଅନୁଷ୍ଠିତ ନିଯୁକ୍ତି ପ୍ରକ୍ରିୟାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ହିନ୍ଦୀ ଶିକ୍ଷକ ପଦ…

ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା

ଭୁବନେଶ୍ୱର/ହାଇଦ୍ରାବାଦ: ପଶ୍ଚିମବଙ୍ଗରେ ଓଡ଼ିଶାର ଜଣେ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ମନରୁ ନଲିଭୁଣୁ ଏବେ ଏପରି ଏକ ସମାନ ମାମଲା ସାମ୍ନାକୁ ଆସିଛି। ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଛି। ଯାହାକି ଏବେ ଚାଞ୍ଚଲ୍ୟର ବିଷୟ ପାଲଟିଛି। ତେଲଙ୍ଗାନା…

ବିହାରରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କ୍ୟାମ୍ପେନ୍

ଭୁବନେଶ୍ୱର: ବିହାର ନିର୍ବାଚନ ମୈଦାନରେ ଓଡିଶା ମୁଖ୍ୟମନ୍ତ୍ରୀ। ଷ୍ଟାର କ୍ୟାମ୍ପେନରେ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ବିହାର ଗସ୍ତରେ ଯାଇ ବାଙ୍କା ଜିଲ୍ଲାରେ ବିଜେପି ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିବେ। ଆଦିବାସୀ ପ୍ରବଣ ଏହି ଜିଲ୍ଲାରେ ସେ…

ଋଷିକେଶରେ ଅଦିନିଆ ରଥଯାତ୍ରାକୁ ନେଇ ଇସ୍କନର ପ୍ରତିକ୍ରିୟା

ଭୁବନେଶ୍ୱର: ଅଦିନିଆ ରଥଯାତ୍ରା ଉପରେ ଗୁରୁବାର ଇସ୍କନ ଋଷିକେଶ ପକ୍ଷରୁ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଇସ୍କନ ପକ୍ଷରୁ ଏକ ସୂଚନା ଜାରି କରି କୁହାଯାଇଛି ଯେ, ଅଦିନିଆ ରଥଯାତ୍ରାରେ ଇସ୍କନ ଋଷିକେଶର କୌଣସି ଭୂମିକା ନଥିଲା । ଏହି ରଥଯାତ୍ରା…