୭୦୦ ଘାତକ କ୍ଷେପଣାସ୍ତ୍ର କିଣିବ ବାୟୁସେନା

ନୂଆଦିଲ୍ଲୀ: ଭାରତୀୟ ବାୟୁସେନା ଯୁଦ୍ଧ ବିମାନ ପାଇଁ ୭୦୦ଟି ସ୍ୱଦେଶୀ ଭାବରେ ବିକଶିତ ଅସ୍ତ୍ର ମାର୍କ ୨ କ୍ଷେପଣାସ୍ତ୍ର କିଣିବାକୁ ଯୋଜନା କରୁଛି। ଏହି କ୍ଷେପଣାସ୍ତ୍ରଗୁଡ଼ିକ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ଦ୍ୱାରା ବିକଶିତ | ଏହା ଏୟାର…

ବିଷ ଇଞ୍ଜେକ୍ସନ ଦେଇ ପତ୍ନୀହନ୍ତା ସାଜିଲା ସ୍ବାମୀ

ବେଙ୍ଗାଲୁରୁ: ଡାକ୍ତରଙ୍କୁ ଲୋକ ଦ୍ବିତୀୟ ଈଶ୍ବର ବୋଲି ମାନନ୍ତି। ହେଲେ ବେଳେ ବେଳେ ସେହି ଡାକ୍ତରମାନେ ସୈତାନ ପାଲଟି ଯାଆନ୍ତି। ନିଜର ସ୍ବାର୍ଥ ପାଇଁ କାହାର ଜୀବନ ନେବାକୁ ବି ପଛାନ୍ତି ନାହିଁ। ଏହାଠାରୁ ଅଧିକ ଦୁଃଖଦ କଥା ଆଉ କ’ଣ ହୋଇପାରେ?…

ମୃତ୍ୟୁ ଦଣ୍ଡ ଲାଗି ଫାଶୀ ବଦଳରେ ଘାତକ ଇଞ୍ଜେକସନ୍ ବ୍ୟବହାର କରାଯାଇପାରିବ ନାହିଁ କାହିଁକି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମୃତ୍ୟୁଦଣ୍ଡାଦେଶ ହୋଇଥିବା କଏଦୀଙ୍କ ପାଇଁ ମୃତ୍ୟୁଦଣ୍ଡର ପଦ୍ଧତି ଭାବରେ ଘାତକ ଇଞ୍ଜେକ୍ସନ ବ୍ୟବହାର କରିବାକୁ ସରକାରଙ୍କ ବିରୋଧ ଉପରେ ସୁପ୍ରିମକୋର୍ଟ ପ୍ରଶ୍ନ ଉଠାଇଛନ୍ତି। କୋର୍ଟ କହିଛନ୍ତି ଯେ, ସରକାର ସମୟ ସହିତ ଖାପ ଖୁଆଇବାକୁ ଇଚ୍ଛୁକ ନୁହନ୍ତି। ମୃତ୍ୟୁଦଣ୍ଡକୁ ଘାତକ…

ବିଜେପିରୁ ପ୍ରାର୍ଥୀ ହେଲେ ଜୟ ଢୋଲକିଆ, ଆସନ୍ତାକାଲି ଭରିବେ ନାମାଙ୍କନ

ନୂଆପଡ଼ା: ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି । ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ଜୟ ଢୋଲକିଆ ପ୍ରାର୍ଥୀଙ୍କୁ ପ୍ରାର୍ଥୀ କରିଛି । ଏନେଇ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଘୋଷଣା  କରାଯାଇଛି ।   ଗତ ୧୧ ତାରିଖରେ ବିଜେପିରେ…

ତୁଟିଲା ଦ୍ୱନ୍ଦ୍ୱ : ୨୦ରେ ପାଳନ ହେବ ଦୀପାବଳି ଓ ପୟାଶ୍ରାଦ୍ଧ

ପୁରୀ : ୨୦ରେ ଅମାବାସ୍ୟା ଓ ପୟାଶ୍ରାଦ୍ଧ ।  ଦୀପାବଳିରେ ହିଁ ହେବ ପୟାଶ୍ରାଦ୍ଧ ।  ୨୧ତାରିଖରେ ଦୀପାବଳି ଓ ପୟା ଶ୍ରାଦ୍ଧକୁ ବାରଣ କରିଛି ପୁରୀ ମୁକ୍ତି ମଣ୍ଡପ ପଣ୍ଡିତ ସଭା ।  ପୁରୀ ଭକ୍ତ ସାଲବେଗ ପୀଠରେ ମୁକ୍ତିମଣ୍ଡପ ପଣ୍ଡିତ…

ସ୍ନେହାଙ୍ଗିନୀ ଛୁରିଆ ବିଜେଡିର ନୂଆପଡ଼ା ବିଧାନସଭା ପ୍ରାର୍ଥୀ

ଭୁବନେଶ୍ଵର: ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ନୂଆପଡ଼ା ପ୍ରାର୍ଥୀ। ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ନବୀନ ନିବାସଠାରେ ଏ ନେଇ ଘୋଷଣା କରିଛନ୍ତି। ନୂଆପଡ଼ା ବିଧାନସଭା ଆସନରେ ପୂର୍ବରୁ ବିଜେପି ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଥିବା ସମୟରେ କଂଗ୍ରେସ…

ନୂଆପଡାରେ ବିଜେପିର ମିଶ୍ରଣ ପର୍ବ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଉଦ୍ୟାନବନ୍ଧ ଠାରେ ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପ୍ରାୟ ୧୮ଜଣ ସରପଞ୍ଚ, ୨୦ଜଣ ସମିତି ସଭ୍ୟଙ୍କ ସହ ପ୍ରାୟ ୩୦ଟି…

ମାଓବାଦୀ ନାଁରେ ବାପାକୁ ପୁଅର ଧମକପୂର୍ଣ୍ଣ ଚିଠି, ’୩୫ ଲକ୍ଷ ନଦେଲେ ପରିବାରକୁ ମାରିଦେବି’

ଭବାନୀପାଟଣା : ବାପାଙ୍କଠୁ ୩୫ ଲକ୍ଷ ଟଙ୍କା ଆଦାୟ ପାଇଁ ଧରାପଡ଼ିଲା ପୁଅର କାରସାଦି । ମାଓବାଦୀ ନାଁରେ ବାପାଙ୍କୁ ଧମକପୂର୍ଣ୍ଣ ଚିଠି ଲେଖିଥିଲା । ୩୫ ଲକ୍ଷ ଟଙ୍କା ବଟି ଦେବାକୁ କହିଥିଲା । ଘଟଣାର ତଦନ୍ତ ପରେ ପୋଲିସ ବ୍ୟବସାୟୀଙ୍କ…

ରାସନ କାର୍ଡ ହିତାଧିକାରୀଙ୍କୁ ମିଳିପାରେ ୫ କିଲୋ ଅଧିକ ଚାଉଳ

ଭୁବନେଶ୍ବର : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର । ମୁଣ୍ଡ ପିଛା ବଢ଼ିପାରେ ଚାଉଳ । ଆଗରୁ ରାସନ କାର୍ଡଧାରୀଙ୍କୁ ୫କିଲୋ ଚାଉଳ ମିଳୁଥିଲା । ହେଲେ ଏବେ ସରକାର ଅଧିକ ଚାଉଳ ଦେବାକୁ ଚିନ୍ତା କରୁଥିବା ଜଣାଯାଇଛି ।…

ଶ୍ବଶୁର ଘରେ ନିଆଁ ଲଗାଇଲା ଜ୍ୱାଇଁ

କେନ୍ଦୁଝର : ଶ୍ବଶୁର ଘରେ ନିଆଁ ଲଗାଇ ଜ୍ୱାଇଁ ଫେରାର । କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ମଙ୍ଗଳପୁର ଗାଁରେ ଜ୍ବାଇଁର ଉନ୍ମତ୍ତ କାଣ୍ଡ । ଶାଶୁ, ଶ୍ୱଶୁର, ସ୍ତ୍ରୀ ଓ ଝିଅ ଗୋଟିଏ ଘରେ ଶୋଇଥିବାବେଳେ ସେମାନଙ୍କୁ ସେହି ଘରେ ବନ୍ଦ…