କଂଗ୍ରେସ ଭବନରେ ହାଇଡ୍ରାମା, ପୁଣି ବିବାଦରେ ଛନ୍ଦି ହେଲେ ନାଣ୍ଡୁ ଧଳ
ଭୁବନେଶ୍ବର: ଆଜି ଭୁବନେଶ୍ବରରେ ତୁଳସୀ ଗଣନାଟ୍ୟ ମାଲିକ ଅନନ୍ତ ନାରାୟଣ ଧଳ ବା ନାଣ୍ଡୁ ଧଳଙ୍କ ଲାଗି ତମ୍ବିତୋଫାନ । ପୁଣି ବିବାଦରେ ଛନ୍ଦି ହୋଇ ପଡ଼ିଛନ୍ତି ପାଣ୍ଡୁ ବାବୁ । କଂଗ୍ରେସ ଭବନକୁ ଆସିଥିଲେ ହେଲେ ତାଙ୍କୁ ଭିତରେ ପ୍ରବେଶ…
ଭୁବନେଶ୍ବର: ଆଜି ଭୁବନେଶ୍ବରରେ ତୁଳସୀ ଗଣନାଟ୍ୟ ମାଲିକ ଅନନ୍ତ ନାରାୟଣ ଧଳ ବା ନାଣ୍ଡୁ ଧଳଙ୍କ ଲାଗି ତମ୍ବିତୋଫାନ । ପୁଣି ବିବାଦରେ ଛନ୍ଦି ହୋଇ ପଡ଼ିଛନ୍ତି ପାଣ୍ଡୁ ବାବୁ । କଂଗ୍ରେସ ଭବନକୁ ଆସିଥିଲେ ହେଲେ ତାଙ୍କୁ ଭିତରେ ପ୍ରବେଶ…
ଉମରକୋଟ : ସ୍କୁଲ ବସ୍ ଓ ବାଇକ ମୁହାଁମୁହିଁ ଧକ୍କା । ବାଇକ ଚାଳକ ମୃତ, ୩ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲା ଗଞ୍ଜାପାର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ତୁରୁଡି ଗାଁର ସମାରୁ ଗଣ୍ଡ…
ପୁରୀ: ଭକ୍ତଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହେବ ବ୍ୟବସ୍ଥା। ଭକ୍ତମାନେ ଟିକେଟ୍ କରି ଦର୍ଶନର ସୁଯୋଗ ପାଇବେ। ଖୁବ୍ଶୀଘ୍ର ଏ ସଂକ୍ରାନ୍ତରେ ନିଷ୍ପତ୍ତି ନିଆଯିବ। ଏଥିସହ ଗୁଣ୍ଡିଚା ମନ୍ଦିରର ଅନ୍ୟ ତିନି ପାର୍ଶ୍ବର ଉନ୍ନତୀକରଣ କରାଯିବ।…
ସୁନ୍ଦରଗଡ଼: ବରିଷ୍ଠ ନେତା ତଥା ପୂର୍ବତନ ଓଡ଼ିଶା ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ର ଦୀର୍ଘଦିନରୁ ଅସୁସ୍ଥ ଥିଲେ। ୯୨ ବର୍ଷ ବୟସରେ ବୁଧବାର ଦିନ ତାଙ୍କର ଦେହାନ୍ତ ହୋଇଛି। ପରିବାର ସୂତ୍ରରୁ ଜଣାପଡ଼ିଛି ଯେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ହେମେନ୍ଦ୍ର…
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗର ଦୁର୍ଗାପୁରରେ ଘଟିଥିବା ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଘଟଣାରେ ତାଙ୍କ ପୁରୁଷ ବନ୍ଧୁଙ୍କୁ ଗିରଫ କରିଛି ଆସାନସୋଲ-ଦୁର୍ଗାପୁର କମିଶନରେଟ ପୁଲିସ। ଛାତ୍ରୀଙ୍କୁ ରାତିରେ ହଷ୍ଟେଲରୁ ବାହାରକୁ ଆସିବା ଲାଗି ପ୍ରବର୍ତ୍ତାଇବା ଅଭିଯୋଗରେ ପୁଲିସ ତାଙ୍କୁ ଗିରଫ କରିଛି। ବୁଧବାର…
ଭୁବନେଶ୍ୱର: କେନ୍ଦୁଝରର ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ୨ୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର(Regional Plant Resource Centre)। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ…
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଖୋଳତାଡ ଜାରି ରଖିଛି ଦୁର୍ଗାପୁର ପୁଲିସ । ଘଟଣାରେ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ପଚରାଉଚରା କରାଯିବା ପରେ ଆଜି ପୁଲିସ କ୍ରାଇମ ସିନ୍ ରିକ୍ରିଏସନ୍ କରୁଛି । ଜଣେ ଅଭିଯୁକ୍ତକୁ…
ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପିରେ ନୂଆ ଚେହେରା ସାମିଲ ହେବା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ମଙ୍ଗଳବାର କଣ୍ଠଶିଳ୍ପୀ ତଥା ଲୋକଗାୟିକା ମୈଥିଲି ଠାକୁର ପଦ୍ମ ଧରିଛନ୍ତି। ଦଳରେ ଯୋଗଦେବା ପରେ ତାଙ୍କୁ ଦରଭଙ୍ଗାର ଅଲିନଗର ଆସନରୁ ଟିକେଟ ମିଳିବା…
ରାଜସ୍ଥାନ : ରାଜସ୍ଥାନ ଜୈସଲମୈରରେ ବଡ଼ ଦୁର୍ଘଟଣା । ଏକ ଯାତ୍ରୀବାହୀ ବସରେ ଲାଗିଲା ନିଆଁ । ବସରେ ୫୭ ଜଣ ଯାତ୍ରୀ ରହିଥିଲେ । ଏମାନଙ୍କ ମଧ୍ୟରୁ ୧୦-୧୫ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ୪୦ ଯାତ୍ରୀ ଆହତ…
ବିହାର : ବିଜେପି କଲା ପ୍ରାର୍ଥୀ ଘୋଷଣା । ବିହାର ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ବିଜେପି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏହି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣାରେ ୭୧ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି…