ଶାନ୍ତ ପଡ଼ିଲା ଗାଜା, ଶାନ୍ତି ସମ୍ମିଳନୀକୁ ସମ୍ବୋଧନ କଲେ ଡୋନାଲ୍ଡ ଟ୍ରମ୍ପ
ନୂଆଦିଲ୍ଲୀ: ଶେଷରେ ଶାନ୍ତ ପଡ଼ିଲା ଗାଜା । ଆମେରିକାର ହସ୍ତକ୍ଷେପ ପରେ ଶାନ୍ତି ପ୍ରତିଷ୍ଠାର ବାଟ ଫିଟିଛି । ଏ ଅବସରରେ ଗାଜା ଶାନ୍ତି ସମ୍ମିଳନୀକୁ ସମ୍ବୋଧିତ କରି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, “ଏହା ମଧ୍ୟ-ପ୍ରାଚ୍ୟ ବାହାରେ ବିଶ୍ୱ ଇତିହାସରେ…
