୧୦ ଲକ୍ଷ ଟଙ୍କାର କଫ ସିରଫ ଜବତ, ୨୦ ଗିରଫ
ସମ୍ବଲପୁର : ତାମିଲନାଡୁରେ କଫ ସିରଫ ପିଇ କିଛି ଛୁଆଙ୍କ ମୃତ୍ୟୁ ପରେ ପୋଲିସ ସଜାଗ ହୋଇଯାଇଛି l ଆଜି ସମ୍ବଲପୁର ପୋଲିସ ଏକ ବଡ଼ ଧରଣର ଚଢାଉ କରି ୫ ହଜ଼ାର କଫ ସିରଫ ସହ ୨୦ ଜଣଙ୍କୁ ଧରିବାରେ…
ସମ୍ବଲପୁର : ତାମିଲନାଡୁରେ କଫ ସିରଫ ପିଇ କିଛି ଛୁଆଙ୍କ ମୃତ୍ୟୁ ପରେ ପୋଲିସ ସଜାଗ ହୋଇଯାଇଛି l ଆଜି ସମ୍ବଲପୁର ପୋଲିସ ଏକ ବଡ଼ ଧରଣର ଚଢାଉ କରି ୫ ହଜ଼ାର କଫ ସିରଫ ସହ ୨୦ ଜଣଙ୍କୁ ଧରିବାରେ…
ଭୁବନେଶ୍ୱର : କମିବ ବର୍ଷା, ବଢିବ ଶୀତ । ଆସନ୍ତା ୨ଦିନରେ ଫେରିଯିବ ମୌସୁମୀ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁଗୂଳ ରହିଛି । ରାଜ୍ୟର ଅଧିକାଂଶ ଜିଲ୍ଲାରେ ଏବେ ହାଲୁକା ଥଣ୍ଡା ଅନୁଭୂତ ହେଲାଣି ।…
ନୂଆଦିଲ୍ଲୀ : ଭୁଶୁଡୁଛି ଲାଲଗଡ଼ । ମୋଷ୍ଟ ୱାଣ୍ଟେଡ୍ ଟପ୍ ମାଓନେତା ମାଲୋଜୁଲା ବେଣୁଗୋପାଳ ରାଓ ଓରଫ ସୋନୁର ଆତ୍ମସମର୍ପଣ। ମହାରାଷ୍ଟ୍ର ଗଡ଼ଚିରୋଲି ପୋଲିସ ନିକଟରେ ୬୦ ସହଯୋଗୀଙ୍କ ସହ ଆତ୍ମସମର୍ପଣ କରିଛି CPI ମାଓବାଦୀର ବରିଷ୍ଠ ପଲିଟବ୍ୟୁରୋ ସଦସ୍ୟ ସୋନୁ…
କଟକ : ଆପତ୍ତିଜନକ ଏ.ଆଇ ଭିଡିଓ କରି ଯୁବକ ଗିରଫ । ଏ.ଆଇ ଭିଡିଓ କରି ସୋସିଆଲ ମିଡିଆରେ ଛାଡୁ ଥିଲେ ଅଭିଯୁକ୍ତ । ଗିରଫ କଲା ସାଇବର ଥାନା ପୋଲିସ। ସୋସିଆଲ ମିଡିଆରେ ଏପରି ଭିଡିଓ ଛାଡ଼ି ଅଧିକ ଭୀୟୁ…
ସୁବର୍ଣ୍ଣପୁର: ସାଇକେଲରେ ଯାଇ ଲୋକଙ୍କ ଗୁହାରି ଶୁଣିଲେ ବିଡିଓ । ଏକେଉଁ ମନଗଢା କାହାଣୀ କି ସିନେମାର ଦୃଶ୍ୟ ନୁହେଁ, ଜଣେ ମଣିଷ ଜୀବନର ବାସ୍ତବିକ ଘଟଣା । ଯାହାକି ମନକୁ ଛୁଇଁଲା ଭଳି କଥାଟିଏ । ଏ ସମାଜରେ ସଭିଏ…
ଭୁବନେଶ୍ୱର : ଆଉ ଦିନ କେଇଟା ପରେ ଆଲୋକର ପର୍ବ ଦୀପାବଳି । ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି । ତେବେ ପ୍ରତିଥର ବାଣକୁ ନେଇ ଗାଇଡଲାଇନ୍ ଆସୁଥିବା ବେଳେ ଚଳିତବର୍ଷ ରାଜ୍ୟ ପ୍ରଦୂଷଣ…
ବିହାର : ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ରାଷ୍ଟ୍ରୀୟ ଜନତା ଦଳ ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଶକ୍ତ ଝଟ୍କା ଲାଗିଛି । ଲାଲୁଙ୍କ ସ୍ତ୍ରୀ ରାବ୍ରୀ ଦେବୀ ଓ ପୁଅ ତେଜସ୍ୱୀ ଯାଦବଙ୍କ ପାଇଁ…
ଅର୍ଥନୀତିରେ ୩ ଜଣଙ୍କୁ ନୋବେଲ ପୁରସ୍କାର ମିଳିଛି। ସେମାନେ ହେଲେ ଜୋଏଲ ମୋକିର, ଫିଲିପ ଆଘିଅନ ଏବଂ ପିଟର ହାଓ୍ବିଟ। ‘ଅଭିନବୀକରଣ ଆଧାରିତ ଅର୍ଥନୈତିକ ଅଭିବୃଦ୍ଧି’ ଉପରେ ବିଶ୍ଳେଷଣ ପାଇଁ ସେମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ପୁରସ୍କାର ବିଜେତାମାନଙ୍କୁ ୧୧…
ନୂଆଦିଲ୍ଲୀ: ଦେଶରେ ପ୍ରଥମ ବୁଲେଟ ଟ୍ରେନ୍ ଅଗଷ୍ଟ ୨୦୨୭ରେ ଚାଲିବ। ଗୁଜରାଟର ମେହସାଣାରେ ଆୟୋଜିତ ଭାଇବ୍ରେଣ୍ଟ ଗୁଜରାଟ ରିଜିଓନାଲ କନଫରେନ୍ସରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏହି ଘୋଷଣା କରିଛନ୍ତି। ଗୁଜରାଟରେ ରେଳ ଚଳାଚଳର ଐତିହାସିକ ପରିବର୍ତ୍ତନ ଉପରେ ଚର୍ଚ୍ଚା…
ତେଲ ଅବିବ : ଇସ୍ରାଏଲରେ ବିରୋଧର ସମ୍ମୁଖୀନ ହୋଇଛନ୍ତି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ସେ ଇସ୍ରାଏଲୀ ସଂସଦରେ ଭାଷଣ ଦେବା ସମୟରେ ଦୁଇ ଜଣ ସାଂସଦ, ଏମାନ ଓଡେ ଏବଂ ଓଫର କାସିଫ, ହଙ୍ଗାମା ସୃଷ୍ଟି କରିଥିଲେ ଓ…