ଯୌତୁକ ପାଇଁ ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ

ଉତ୍ତର ପ୍ରଦେଶ: ଯୌତୁକ ପାଇଁ ସ୍ତ୍ରୀକୁ ନିର୍ଯାତନା ଦେଲା ସ୍ବାମୀ । ସାତ ଜନ୍ମ ପାଇଁ ହାତ ଧରିଥିଲା କିନ୍ତୁ ଗୋଟିଏ ଜନ୍ମ ପାଇଁ ବି ସାଥ୍ ଦେଲାନି । ଓଲଟା ହତ୍ୟା କରି ଦୁର୍ଘଟଣାର ରୂପ ଦେଲା ସ୍ବାମୀ ।…

ପୁଣି ପରମାଣୁ ଅସ୍ତ୍ର ପରୀକ୍ଷଣ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଲେ ଟ୍ରମ୍ପ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ବଡ଼ ଘୋଷଣା । ପୁଣି ପରମାଣୁ ଅସ୍ତ୍ର ପରୀକ୍ଷଣ ଆରମ୍ଭ କରିବାକୁ ନିର୍ଦ୍ଦେଶ । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପରମାଣୁ ଅସ୍ତ୍ର ପରୀକ୍ଷା ପାଇଁ ପେଣ୍ଟାଗନକୁ ନିର୍ଦ୍ଧେଶ ଦେଇଛନ୍ତି ଟ୍ରମ୍ପ। ଚୀନ୍ ଓ ରୁଷ ଚାଲୁ…

ଭାରତ ସାମୁଦ୍ରିକ ସପ୍ତାହରେ ଓଡ଼ିଶାର ଷ୍ଟଲକୁ ଶ୍ରେଷ୍ଠ ପୁରସ୍କାର

ମୁମ୍ବାଇ: ପୂର୍ବ ଭାରତର ସାମୁଦ୍ରିକ ପ୍ରବେଶ ଦ୍ୱାର, ଓଡ଼ିଶା ପୁଣି ଥରେ ଏକ ଜାତୀୟ ମଞ୍ଚରେ ଏହାର ସାମୁଦ୍ରିକ ଶକ୍ତି, ନବସୃଜନ ଏବଂ ସାଂସ୍କୃତିକ ଗଭୀରତା ପ୍ରଦର୍ଶନ କରିଛି। ମୁମ୍ବାଇରେ ଅନୁଷ୍ଠିତ ଭାରତ ସାମୁଦ୍ରିକ ସପ୍ତାହ(IMW) ୨୦୨୫ରେ ଓଡ଼ିଶା ଷ୍ଟଲ୍କୁ ଶ୍ରେଷ୍ଠ…

ବରିଷ୍ଠ ବିଜେପି ନେତା ଶଙ୍କର୍ଷଣ ପରିଡ଼ାଙ୍କ ପରଲୋକ

ଭୁବନେଶ୍ଵର: ବରିଷ୍ଠ ବିଜେପି ନେତା ଶଙ୍କର ପରିଡ଼ାଙ୍କର ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ଏମ୍ସ ରେ ତାଙ୍କର ବିୟୋଗ ହୋଇଛି। ଗତକାଲି ତାଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ସେ ଜିଲା ପରିଷଦ ସଭାପତି ଏବଂ ପୁରୀ ସଦର…

ଗଜପତି ଓ କୋରାପୁଟ ‘ମନ୍ଥା’ରେ ସର୍ବାଧିକ ପ୍ରଭାବିତ

ଭୁବନେଶ୍ବର: ସାମୁଦ୍ରିକ ଝଡ଼ ‘ମନ୍ଥା’ର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲା ପ୍ରଭାବିତ ହୋଇଛି। ଲଗାଣ ବର୍ଷା ଯୋଗୁଁ ୩ଟି ସ୍ଥାନରେ ଭୂସ୍ଖଳନ ହୋଇଛି। ଗଜପତି ଜିଲାର ରାମଗିରି (ବଡ଼ଗାଁ-ଅନଘା ମୁଖ୍ୟ ରାସ୍ତା) ଓ କାଶୀନଗର ଗର୍ଭାଠାରେ ୨ଟି ଭୂସ୍ଖଳନ ଘଟଣା…

ଜାତୀୟ ଜଳପଥ-୫ ଏବଂ ୬୪ ର ବିକାଶ ତଥା କାର୍ଯ୍ୟକ୍ଷମ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ବର: ଭାରତୀୟ ଆଭ୍ୟନ୍ତରୀଣ ଜଳପଥ ପ୍ରାଧିକରଣ (IWAI), ଓଡ଼ିଶା ସରକାର, ପାରାଦୀପ ବନ୍ଦର ପ୍ରାଧିକରଣ (PPA) ଏବଂ ମହାନଦୀ କୋଲଫିଲ୍ଡସ୍ ଲିମିଟେଡ୍ (MCL) ମଧ୍ୟରେ ମୁମ୍ବାଇର NESCO ଗ୍ରାଉଣ୍ଡରେ ଅନୁଷ୍ଠିତ ଇଣ୍ଡିଆ ମେରିଟାଇମ୍ ୨୦୨୫ ସମୟରେ ଜାତୀୟ ଜଳପଥ-୫ (NW–୫) ଏବଂ…

ବିଦ୍ୟୁତ ଖୁଣ୍ଟ ପଡି ଛାତ୍ର ଗୁରୁତର

ସୋର : ସୋର ବ୍ଲକ ସରଶଙ୍ଖ ଗାଁରେ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ ଖୁଣ୍ଟ ପଡି ଜଣେ ନବମ ଶ୍ରେଣୀ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସୋର ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଆଜି…

ନଭେମ୍ବର ୧ରୁ ତହସିଲ ଅଫିସରେ ଜମି କିଣାବିକା

ଭୁବନେଶ୍ୱର : ନଭେମ୍ବର ୧ରୁ ତହସିଲ ଅଫିସରେ ହୋଇପାରିବ ଜମି କିଣାବିକା  । ପ୍ରଥମେ ୪୪ଟି ତହସିଲ ଅଫିସରେ ଜମି କିଣାବିକା ଆରମ୍ଭ ହେବ। ପରେ ଡିସେମ୍ବରରେ ବାକି ୨୭୩ ତହସିଲରେ ସମସ୍ତ ସେବା ଆରମ୍ଭ ହେବ । ନଭେମ୍ବର ୧ ରେ…

ନିଶାମୁକ୍ତ ହେବ କଲେଜ କ୍ୟାମ୍ପସ, ମାର୍ଗଦର୍ଶିକା ଜାରି କଲା UGC

ଭୁବନେଶ୍ୱର :  କଲେଜ କ୍ୟାମ୍ପସ ହେବ ନିଶାମୁକ୍ତ ।  ପ୍ରତି କ୍ୟାମ୍ପସରେ ରହିବେ Anti – drugs inspector ।  ଏନେଇ ମାର୍ଗଦର୍ଶିକା ଜାରି କରିଛି UGC ।  ସେହି ଆଧାରରେ ରାଜ୍ୟ ସରକାର ସପ୍ତାହ ବ୍ୟାପୀ ବିଭିନ୍ନ କଲେଜ ଓ…

କାଦୁଆ ନଦୀକୁ ଖସି ପଡିଲା ଲକ୍ଷ୍ମୀ ବସ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଗୋପ: ଭାରସାମ୍ୟ ହରାଇ ଓଲଟିଲା ଲକ୍ଷ୍ମୀ ବସ୍ । ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । କାକଟପୁର କୋଣାର୍କ ଅଭିମୁଖେ ଯାଉଥିବା କାଦୁଆ ନଦୀ ଭିତରକୁ ଖସି ପଡିଛି ଲଷ୍ମୀବସ । ଭାରସାମ୍ୟ ହରାଇ ଲକ୍ଷ୍ମୀ ବସ୍‌ ନଦୀକୁ ଖସି ପଡ଼ିଛି। ଷ୍ଟିୟରିଙ୍ଗ ଫେଲ…