ଶ୍ରୀଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ
ପୁରୀ : ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଐତିହାସିକ ପଦକ୍ଷେପ । ଶ୍ରୀଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ । ଏୟାରସ୍ପେଶ୍ ମ୍ୟାପରେ କିଛି ଏଭଳି ତଥ୍ୟ ରହିଥିବା ଭାରତ ସରକାରଙ୍କ ଡିଜିସିଏ ୱେବସାଇଟରେ ଉପଲବ୍ଧ ରହିଛି । ଏହାର ଅବଧି…
ପୁରୀ : ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଐତିହାସିକ ପଦକ୍ଷେପ । ଶ୍ରୀଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ । ଏୟାରସ୍ପେଶ୍ ମ୍ୟାପରେ କିଛି ଏଭଳି ତଥ୍ୟ ରହିଥିବା ଭାରତ ସରକାରଙ୍କ ଡିଜିସିଏ ୱେବସାଇଟରେ ଉପଲବ୍ଧ ରହିଛି । ଏହାର ଅବଧି…
ହିନ୍ଦୋଳ: ଦଳିଦେଲା ଦନ୍ତା । ଯୁବକଙ୍କ ମୃତ୍ୟୁ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ଗାଲପଡା ନିମବାହାଳି ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଆନ୍ଧ୍ର ପ୍ରଦେଶର ରୁଦ୍ରରାପୁ ସାଇଡୁଲୁ । ସ୍କୁଲ ପଡିଆରେ ବୋରୱେଲ ଖୋଳିବା ପାଇଁ ଆନ୍ଧ୍ରରୁ…
ଭୁବନେଶ୍ୱର : IAS ସ୍ତରରେ ବଡ଼ ଧରଣର ଅଦଳବଦଳ । ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ହେଲେ ଏନ.ଥିରୁମାଲା ନାଏକ । ମାନସୀ ନିମ୍ଭାଲଙ୍କୁ ଓଡ଼ିଶା ଉଠାଜଳସେଚନ ନିଗମର ଏମଡି ଭାବେ ନିଯୁକ୍ତି ମିଳିଛି । ସେହିପରି ସୁରେନ୍ଦ୍ର କୁମାର ମୀନା…
ଭୁବନେଶ୍ବର : ଆସନ୍ତା ୧୧ ତାରିଖରେ ପ୍ରଧାନମନ୍ତ୍ରୀ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ ହେବ। ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ସମ୍ବୋଧନ କରିବା ସହ ଯୋଜନାର ଶୁଭାରମ୍ଭ କରିବେ। ଏହାସହ ଭୁବନେଶ୍ବରରେ ଷ୍ଟେଟ୍ ଅଫ…
ନୂଆଦିଲ୍ଲୀ : ୧୯୯୨ରେ ଓଡ଼ିଶା ପୁଲିସରେ ସବ୍ଇନ୍ସପେକ୍ଟର ପଦ ଲାଗି ଅନୁଷ୍ଠିତ ନିଯୁକ୍ତି ପରୀକ୍ଷା ଅନିୟମିତତା ଯୋଗୁଁ କ୍ଷତିଗ୍ରସ୍ତ ତିନି ପରୀକ୍ଷାର୍ଥୀଙ୍କୁ ୧୫ ଲକ୍ଷ ଟଙ୍କା ଲେଖାଏଁ ସମୁଦାୟ ୪୫ ଲକ୍ଷ ଟଙ୍କା କ୍ଷତିପୂରଣ ଦୁଇ ମାସ ମଧ୍ୟରେ ଦେବାକୁ ଓଡ଼ିଶା…
ବିହାର : ବିହାର ଔରଙ୍ଗାବାଦରେ ବଡ଼ ଦୁର୍ଘଟଣା । ସୋନ ନଦୀରେ ଡଙ୍ଗା ଓଲଟିବା ଯୋଗୁଁ ଜଣେ ଯୁବତୀଙ୍କ ଜୀବନ ଚାଲିଯାଇଥିବା ବେଳେ ୫ ଜଣ ନିଖୋଜ ରହିଛନ୍ତି । ଘଟଣା ବଡେମ ଓପି ଥାନା ଅଞ୍ଚଳରେ ରଘୁନାଥପୁର ବାଲୁ ଘାଟରେ ହୋଇଛି…
ଆଜି ଘୋଷଣା ହେଲା ଶାନ୍ତି ନୋବେଲ ପୁରସ୍କାର ବିଜେତା । ଟ୍ରମ୍ପଙ୍କୁ ବଡ଼ ଝଟକା । ଆମେରିକା ରାଷ୍ଟ୍ରପତିଙ୍କୁ ମିଳିଲାନି ଏହି ପୁରସ୍କାର । ଶାନ୍ତି ପୁରସ୍କାର ପାଇଁ ଦାବି କରୁଥିଲେ ଟ୍ରମ୍ପ । କିନ୍ତୁ ଚଳିତ ବର୍ଷର ନୋବେଲ ଶାନ୍ତି…
ନୂଆଦିଲ୍ଲୀ : ଆଫଗାନିସ୍ତାନ ବିଦେଶ ମନ୍ତ୍ରୀ ଅମିର ଖାନ ମୁତାକି ଭାରତ ଗସ୍ତରେ ରହିଛନ୍ତି । ଏହି ଗସ୍ତରେ ସେ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସହିତ ବୈଠକ କରିଛନ୍ତି । ଏହି ବୈଠକ ଆଫଗାନିସ୍ତାନରେ ଅଶରଫ ଗନି ସରକାର ପତ୍ତନର…
ଆଫଗାନିସ୍ତାନ : ଆଫଗାନିସ୍ତାନର ରାଜଧାନୀ କାବୁଲ ସହିତ ୩ଟି ସହର ଉପରେ ଏୟାରଷ୍ଟ୍ରାଇକ୍ । ତାଲିବାନର ବିଦେଶ ମନ୍ତ୍ରୀ ଅମିର ଖାନ ମୁତାକି ଭାରତ ଗସ୍ତ କରିଥିବା ବେଳେ ପାକିସ୍ତାନ କାବୁଲ ଉପରେ ଆକ୍ରମଣ କରିଛି । ରିପୋର୍ଟ ଅନୁସାରେ, ଅବଦୁଲ୍ ହକ୍…
ଅଯୋଧ୍ୟା : ଅଯୋଧ୍ୟାର ଭଦରସା-ଭରତକୁଣ୍ଡ ନଗର ପଞ୍ଚାୟତରେ ବଡ଼ ଅଘଟଣ ଘଟିଛି । ଅଯୋଧ୍ୟାର ମହାରାଣା ପ୍ରତାପ ବାର୍ଡ ସ୍ଥିତ ପଗଲାଭାରୀ ଗାଁରେ ଗୁରୁବାର ସନ୍ଧ୍ୟାରେ ଭୀଷଣ ବିସ୍ଫୋରଣ ଘଟିଛି । ଏହି ଦୁର୍ଘଟଣାରେ ତିନି ଜଣ ଶିଶୁଙ୍କ ସମେତ ୫ ଜଣ…