ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହାତୀପଲ, ଶହଶହ ହେକ୍ଟର ଧାନ ଗଛ କଲେ ନଷ୍ଟ

ଅନୁଗୁଳ: ଜଙ୍ଗଲ ଛାଡ଼ି ଗାଁ ମୁହାଁ ହାତୀପଲ । ଅନୁଗୁଳରେ ହାତୀପଲଙ୍କ ଉତ୍ପାତ । ହାତୀପଲଙ୍କୁ ଦେଖି ଭୟଭୀତ ଲୋକେ । ଅନୁଗୁଳ ଜିଲ୍ଲା ନୂଆ ସାହି, କାଙ୍ଗୁଲା ଓ ଗୋପୀନାଥପୁର ଅଞ୍ଚଳରେ ହାତୀପଲ ବ୍ୟାପକ ଫସଲ ନଷ୍ଟ କରିଛନ୍ତି । ଶହଶହ…

ଫ୍ଲାଟ୍ କିଣାବିକା ନାଁରେ ମହିଳାଙ୍କୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ଫ୍ଲାଟ୍ କିଣାବିକା ନାଁରେ ମହିଳାଙ୍କୁ ଦୁଷ୍କର୍ମ । ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣ୍ଡରୁ ଅଭିଯୁକ୍ତ ମାନସ ରଞ୍ଜନ ଦାସକୁ ଗିରଫ କଲା ପୋଲିସ । ଜୁଲାଇ ୧୦ ତାରିଖରେ ମହିଳାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଏକୁଟିଆର ସୁଯୋଗ ନେଇ…

ଏସଆଇ ପରୀକ୍ଷା ଘୋଟାଲା ଲିଙ୍କ୍; ‘ବଣିକ’ର ୩ ଅଧିକାରୀଙ୍କୁ ନୋଟିସ୍

ଭୁବନେଶ୍ୱର: ପୋଲିସ ଏସ ଆଇ ଚାକିରି ଦୁର୍ନିତି କେଳେଙ୍କାରୀ । ବଣିକ କୋଚିଂ ସେଣ୍ଟର ସହ ଲିଙ୍କ୍ ଥିହା ସନ୍ଦେହରେ ଗତକାଲି ଉକ୍ତ କୋଚିଂ ସେଣ୍ଟରରେ କ୍ରାଇମବ୍ରାଞ୍ଚ ରେଡ କରିଥିଲା। ରେଡ ପରେ ‘ବଣିକ’ର ୩ ଅଧିକାରୀଙ୍କୁ ନୋଟିସ୍ ଜାରି ହୋଇଛି।…

ବ୍ରିଟେନରୁ ଭାରତ କିଣିବ ମଲଟିରୋଲ୍ କ୍ଷେପଣାସ୍ତ୍ର

ମୁମ୍ବାଇ : ଭାରତ ଓ ବ୍ରିଟେନ ମଧ୍ୟରେ ଏକ ୪୬୮ ନିୟୁତ ଡଲାର ବା ୩୮୮୪ କୋଟି ଟଙ୍କାର ଏକ ପ୍ରତିରକ୍ଷା ଡିଲ୍ ସ୍ବାକ୍ଷରିତ ହୋଇଛି । ଏହି ଡିଲ ମଧ୍ୟରେ ଅନ୍ତର୍ଭୁକ୍ତ ରହିଛି ହାଲକା ମଲ୍ଟିରୋଲ କ୍ଷେପଣାସ୍ତ୍ର ଯୋଗାଣ ।…

ଝାଟିମାଟି କୁଡିଆରୁ ଦିଲ୍ଲୀର ବିଜ୍ଞାନଭବନ ଯାତ୍ରା କଲେ ଚାଷୀ ପୁଅ

ଗଞ୍ଜାମ: ଝାଟିମାଟି କୁଡିଆରୁ ଦିଲ୍ଲୀର ବିଜ୍ଞାନଭବନ ଯାତ୍ରା । ଘରକୁ ଖୁସି ଆଣିଦେଲେ ଚାଷୀ ପୁଅ । ପ୍ରଧାନମନ୍ତ୍ରୀଙ୍କ ମନ ଜିଣିଲେ ଓଡ଼ିଆ ଚାଷୀ ଘର ପୁଅ । ଏ ଯୁବକ ଜଣେ ଏମିତି ପ୍ରତିଭା ଯାହାଙ୍କୁ ପ୍ରଧାନମନ୍ତ୍ରୀ ପୁରସ୍କୃତ କରିଛନ୍ତି ଓ…

ଜମ୍ମୁ କାଶ୍ମୀର ସୁରକ୍ଷା ସମୀକ୍ଷା କଲେ ଗୃହମନ୍ତ୍ରୀ ଅମିତ ଶାହ

ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରରେ ଶାହଙ୍କ ଉଚ୍ଚସ୍ତରୀୟ ବୈଠକ ।  କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ପ୍ରମୁଖ ସୁରକ୍ଷା ଅଧିକାରୀଙ୍କୁ ନେଇ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାଜ୍ୟପାଳ ମନୋଜ ସିହ୍ନା, କେନ୍ଦ୍ର ଗୃହ ସଚିବ ଗୋବିନ୍ଦ ମୋହନ, ଗୁଇନ୍ଦା ନିର୍ଦ୍ଦେଶକ ତପନ…

ରିଙ୍କୁ ସିଂହଙ୍କୁ ଦାଉଦ ଗ୍ୟାଙ୍ଗ ପକ୍ଷରୁ ଧମକ

ନୂଆଦିଲ୍ଲୀ: ଟିମ୍‍ ଇଣ୍ଡିଆର ଷ୍ଟାର ଖେଳାଳି ରିଙ୍କୁ ସିଂହଙ୍କୁ ଅଣ୍ଡରୱାଲ୍ଡରୁ ଧମକ ମିଳିଛି । ସୂଚନା ଅନୁଯାୟୀ ରିଙ୍କୁ ସିଂହଙ୍କୁ ଏହି ଧମକ ଦାଉଦ ଗ୍ୟାଙ୍ଗ ଦ୍ୱାରା ଦିଆଯାଇଥିଲା । ଏହି ଘଟଣାରେ ପୁଲିସ କିଛି ବ୍ୟକ୍ତିବିଶେଷଙ୍କୁ ଗିରଫ କରିଥିବା ସୂଚନା ମିଳିଛି…

ମମତା ସରକାରଙ୍କୁ ୨୪ ଘଣ୍ଟିଆ ମହଲତ: ଆଇନ ଶୃଙ୍ଖଳା ନ ସୁଧାରିଲେ ହେବ ସାମ୍ବିଧାନିକ କାର୍ଯ୍ୟାନୁଷ୍ଠାନ

କଲକାତା: ପଶ୍ଚିମବଙ୍ଗର ଜଳପାଇଗୁଡ଼ିରେ ବିଜେପି ସାଂସଦ ଖଗେନ ମୁର୍ମୁ ଏବଂ ବିଧାୟକ ଶଙ୍କର ଘୋଷଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାକୁ ନେଇ ରାଜ୍ୟ ରାଜନୀତି ଉଷ୍ମ ହେବାରେ ଲାଗିଛି। କ୍ଷମତାସୀନ ତୃଣମୂଳ କଂଗ୍ରେସ ସମର୍ଥକମାନେ ଏହି ଆକ୍ରମଣ କରିଥିବାବେଳେ ବିଜେପି ଏହାକୁ…

ଚିରାଗ ଏନ୍‌ଡିଏ ଆସନ ବୁଝାମଣାରେ କଣ୍ଟା

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ଶାସକ ଏନଡିଏ ଓ ବିରୋଧୀ ମହାମେଣ୍ଟ ଆସନ ବୁଝାମଣା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଆସନ ବୁଝାମଣା ପ୍ରକ୍ରିୟା ଶେଷ ପରେ ମେଣ୍ଟର ଅଂଶୀଦାର ଦଳଗୁଡିକ ସେମାନଙ୍କର ପ୍ରାର୍ଥୀ ଘୋଷଣା…