ପୋଲିସ ଏସଆଇ ନିଯୁକ୍ତି ଜାଲିଆତି ଘଟଣା, ଜେଲରୁ ବାହାରିଲେ ୧୧୪ ପରୀକ୍ଷାର୍ଥୀ
ବ୍ରହ୍ମପୁର: ପୋଲିସ ଏସଆଇ ନିଯୁକ୍ତି ଜାଲିଆତି ଘଟଣାରେ ମୁକୁଳିଲେ ପରୀକ୍ଷାର୍ଥୀ । ଦୀର୍ଘ ୧ ମାସ ପରେ ମଣ୍ଡଳ କାରାଗାରରୁ ବାହାରିଲେ ୧୧୪ ପରୀକ୍ଷାର୍ଥୀ । ଗତକାଲି ୧୧୪ ଜଣଙ୍କୁ ଜାମିନ ଆବେଦନକୁ ମଞ୍ଜୁର କରିଥିଲେ ବ୍ରହ୍ମପୁର ଭିଜିଲାନ୍ସ କୋର୍ଟ । କ୍ରାଇମବ୍ରାଞ୍ଚ…
