ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ମୁମ୍ବାଇ : ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ବିମାନବନ୍ଦର ପ୍ରାୟ ୧୯,୬୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏକ ଐତିହାସିକ ଗ୍ରୀନଫିଲ୍ଡ ପ୍ରକଳ୍ପ। ମୁମ୍ବାଇ ମହାନଗରରେ ଦ୍ବିତୀୟ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ…
