ଏମକେସିଜି ମେଡିକାଲରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ଫୁଲବାଣୀ: ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତକ ହେଲେ ଫିରିଙ୍ଗିଆ ଥାନା କେଲାପଡ଼ା ପଞ୍ଚାୟତ କମଡକାମ୍ବା ଗ୍ରାମର ଯଶୋବନ୍ତ ଅମାତ। ଗଞ୍ଜେଇ ଚାଲାଣ ମାମଲାରେ ସେ ଗିରଫ…

ମହିଳାଙ୍କୁ ଦୁଷ୍କର୍ମ: ଦୁଇ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ରଘୁନାଥପାଲି ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ ।  ଘଟଣାରେ ଦୁଇ ଜଣ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ ।  ମୁଖ୍ୟ ଅଭିଯୁକ୍ତ କାହ୍ନୁ ଚରଣ ଜେନାକୁ ମଧ୍ୟ ଗିରଫ କରିଛି ।  ପୀଡ଼ିତାଙ୍କ ଲିଖିତ…

ବାଲେଶ୍ଵରରେ କର୍ଫ୍ୟୁ ଖବରକୁ ମିଛ କହିଲେ ଏସ୍‌ପି

ବାଲେଶ୍ୱର: ବାଲେଶ୍ଵରରେ କର୍ଫ୍ୟୁ ନେଇ ପ୍ରଚାରିତ ଖବର ମିଛ। ଏ ନେଇ ଏକ୍ସ ଜରିଆରେ ସୂଚନା ଦେଇଛନ୍ତି ବାଲେଶ୍ଵର ଏସ୍‌ପି। କିଛି ଗଣମାଧ୍ୟମରେ ରାତ୍ରକାଳୀନ କର୍ଫ୍ୟୁ ଖବର ପ୍ରକାଶିତ ହୋଇଛି। କେବଳ ରାତିରେ ଦୋକାନ ଖୋଲା ନ ରଖିବାକୁ ନିର୍ଦେଶ ରହିଛି।…

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ରଣଜୀ ଅଧିନାୟକ ଶୁଭ୍ରାଂଶୁ ସେନାପତି

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ଓଡ଼ିଆ କ୍ରିକେଟ ଖେଳାଳି ତଥା ରଣଜୀ ଅଧିନାୟକ ଶୁଭ୍ରାଂଶୁ ସେନାପତି । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କର ଉଚ୍ଚ ପ୍ରଶଂସା କରିବା ସହ…

କଟକରୁ କର୍ଫ୍ୟୁ ହଟିଲା

କଟକ: କଟକରୁ ହଟିଲା କର୍ଫ୍ୟୁ।  କଟକ ସହରରୁ କର୍ଫ୍ୟୁ କଟକଣା ପ୍ରତ୍ୟାହାର ହୋଇଛି। ଏ ନେଇ ସୂଚନା ନେଇ ପୁଲିସ୍‌ କମିଶନର ସୂଚନା ଦେଇଛନ୍ତି। ପୁଲିସ୍ କମିଶନର ଏସ୍‌ ଦେବଦତ୍ତ ସିଂ କହିଛନ୍ତି ପରିସ୍ଥିତି ଉପରେ ନଜର ରଖାଯାଇଛି। ସମ୍ବେଦନଶୀଳ ସ୍ଥାନ…

ନୂଆପଡା ଉପନିର୍ବାଚନରେ ଜିତିବ ବିଜେଡି: ପ୍ରମିଳା

ନୂଆପଡା: ନୂଆପଡା ଉପନିର୍ବାଚନରେ ଜିତିବ ବିଜେଡି । ଏନେଇ ଦମ୍ଭୋକ୍ତି ଦେଖାଇଛନ୍ତି ବିଜେଡି ବିଧାୟିକା ତଥା ଦଳର ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ । ଉପନିର୍ବାଚନକୁ ନେଇ ପ୍ରମିଳା କହିଛନ୍ତି ଯେ ନୂଆପଡା ନିର୍ବାଚନମଣ୍ଡଳୀ ବିଜେଡିର ଥିଲା ଓ ରହିବ ।…

ନୂଆପଡ଼ାରେ ବାଜିମାତ କରିବ କଂଗ୍ରେସ: ଜୟଦେବ

ନୂଆପଡା: ନୂଆପଡା ଉପନିର୍ବାଚନକୁ ନେଇ ରାଜନୀତି ବେଶ ସରଗରମ ରହିଛି । ଏଠାରେ ବିଜେଡି ବାଜିମାତ କରିବ ବୋଲି ଦୃଢୋକ୍ତି ବାଢୁଥିବା ବେଳେ କଂଗ୍ରେସ ବି ଜିତିବ ବୋଲି କହିଛି । ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଉପନିର୍ବାଚନକୁ ନେଇ…

ଆଇଇଡି ବିସ୍ପୋରଣରେ ହାତୀ ଗୁରୁତର

ରାଉରକେଲା : ଆଇଇଡି ବିସ୍ପୋରଣରେ ହାତୀ ଗୁରୁତର ।  ଓଡ଼ିଶା ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରେ ଆଇଇଡି ବିସ୍ପୋରଣରେ ଏକ ମାଈ ହାତୀ ଗୁରୁତର ହୋଇଛି। ତା’ର ଡାହାଣ ଗୋଡ଼ରେ ଗଭୀର ଆଘାତ ଲାଗିଛି। ହାତୀଟି ଚଲାବୁଲା କରିପାରୁନାହିଁ । ସରଣ୍ଡା ଜଙ୍ଗଲରେ…

ଜମିବାଡି ବିବାଦ: ବଡ଼ଭାଇ ଓ ଭାଉଜକୁ ନିର୍ମମ ହତ୍ୟା

ସୁନ୍ଦରଗଡ଼ : ସୁନ୍ଦରଗଡ଼ରେ ଡବଲ ମର୍ଡର ।  ଜମିବାଡି ବିବାଦରୁ ବଡ଼ଭାଇ ଓ ଭାଉଜକୁ ନିର୍ମମ ହତ୍ୟା।  ସାନଭାଇର ଫାର୍ସା ଚୋଟରେ ବଡ଼ଭାଇ ଓ ଭାଉଜର ମୃତ୍ୟୁ ହୋଇଛି। ବିଶ୍ରା ବ୍ଲକ ମୋନକୋ ପଂଚାୟତ ଚିରୁବେଡା ଗାଁରେ ଜଘନ୍ୟ ହତ୍ୟାକାଣ୍ଡ । ମୃତକ…

ମୋବାଇଲ ନଦେବାରୁ ଜୀବନ ହାରିଲେ ନାବାଳିକା

ମାଲକାନଗିରି : ମୋବାଇଲ ପାଇଁ ଝୁଲିପଡ଼ିଲେ ନାବାଳିକା । ବାପା ମୋବାଇଲ ନଦେବାରୁ ବେକରେ ଗାମୁଛା ଲଗାଇ ଜୀବନ ହାରିଲେ ନାବାଳିକା । ମାଲକାନଗିରି ଜିଲ୍ଲା ମାଥିଲି ଥାନା ଗୋବିନ୍ଦପାଲି ଅଧୀନ ଢେପସାହିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗାଁର…