ଟ୍ରକ୍-ବୋଲେରୋ ଧକ୍କା: ୫ ମୃତ, ୪ ଆହତ
ଛତିଶଗଡ଼ : ଛତିଶଗଡ଼ର କବିରଧାମ ଜିଲ୍ଲାରେ ମର୍ମନ୍ତୁଦ ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗମ୍ଭୀର ଭାବେ ଆହତ ହୋଇଛନ୍ତି । ଟ୍ରକ୍-ବୋଲେରୋ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଫଳରେ ସ୍ଥାନୀୟ…
ଛତିଶଗଡ଼ : ଛତିଶଗଡ଼ର କବିରଧାମ ଜିଲ୍ଲାରେ ମର୍ମନ୍ତୁଦ ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗମ୍ଭୀର ଭାବେ ଆହତ ହୋଇଛନ୍ତି । ଟ୍ରକ୍-ବୋଲେରୋ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଫଳରେ ସ୍ଥାନୀୟ…
ୱାଶିଂଟନ୍ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଅର୍ଥାତ୍ ଆଜି ଇସ୍ରାଏଲ ଏବଂ ହମାସକୁ ଶାନ୍ତି ଯୋଜନାରେ ତୀବ୍ରବେଗରେ ଆଗକୁ ବଢିବାକୁ ଅନୁରୋଧ କରିଛନ୍ତି । ଏହା ବ୍ୟତୀତ ଏଥିରେ ବିଳମ୍ବ କଲେ ରକ୍ତପାତ ହେବ ବୋଲି ମଧ୍ୟ ସେ ଚେତାବନୀ…
ଭୁବନେଶ୍ବର: ଆସନ୍ତା ନଭେମ୍ବର ୧୧ ତାରିଖରେ ହେବ ନୂଆପଡ଼ା ବିଧାନସଭା ଉପନିର୍ବାଚନ। ସୋମବାର ଏ ସମ୍ପର୍କରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେବା ପରେ ରାଜନୈତିକ ମହଲରେ ତତ୍ପରତା ପ୍ରକାଶ ପାଇଛି। କଂଗ୍ରେସ ଏହି ଆସନ ପାଇଁ ମଙ୍ଗଳବାର…
କଟକ: କଟକ ଗଣ୍ଡଗୋଳ ଘଟଣାରେ ଏଯାବତ ୮ଜଣଙ୍କୁ ଗିରଫ କରିଛି ପୁଲିସ । ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ଏସ୍ ଦେବଦତ୍ତ ସିଂହ । ଆଗକୁ କାର୍ଯ୍ୟାନୁଷ୍ଠାନ ଆହୁରି ଜୋରଦାର ହେବ ବୋଲି କହିଛନ୍ତି । ୩ଟି ମାମଲାରେ ୮ଜଣଙ୍କୁ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆପଡା ଜିଲା ଗସ୍ତ କରି ୧୧୦୦କୋଟି ଟଙ୍କାରୁ ଅଧିକ ମୂଲ୍ୟର ୯୫୭ଟି ନୂତନ ପ୍ରକଳ୍ପର ଘୋଷଣା, ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଲୋକଙ୍କ ସରକାର, ଜନକଲ୍ୟାଣ ଓ ବିକାଶକୁ…
ଭୁବନେଶ୍ବର: ପୁଲିସ୍ ସବ୍ ଇନ୍ସପେକ୍ଟର ପରୀକ୍ଷା ଅନିୟମିତତା ଧରାପଡିବା ପରେ ତଦନ୍ତକୁ ନେଇ ପ୍ରଶ୍ନ ଉଠାଇଛି ବିଜେଡି। ଦଲାଲଙ୍କୁ ଧରୁଛ, ହେଲେ ମାଷ୍ଟରମାଇଣ୍ଡ କୁଆଡେ ଗଲା ବୋଲି ପ୍ରଶ୍ନ କରି ସରକାରଙ୍କୁ ଘେରିଛି ବିଜେଡି । ଘଟଣାର ତଦନ୍ତ ତୁରନ୍ତ ସିବିଆଇକୁ…
ଆସିକା : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଅଞ୍ଚଳରେ ଯୁବକଙ୍କୁ ଛୁରି ଭୁସି ହତ୍ୟା ଘଟଣାରେ ଅଭିଯୁକ୍ତକୁ ଗିରଫ କରାଯାଇଛି। ସୂଚନା ଅନୁଯାୟୀ ରେଡି ଦାମଦରପଲ୍ଲିରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ମୃତକ ୩୪ ବର୍ଷୀୟ ଡି. ଶଙ୍କର…
କଟକ: କଟକରେ ୩୬ଘଣ୍ଟା ପାଇଁ କର୍ଫ୍ୟୁ ଲାଗୁ କରାଯାଇଛି । ଏହି ସମୟରେ ଶାନ୍ତି ବଜାୟ ରଖିବା ପାଇଁ ଓଡ଼ିଶା ପୁଲିସ ପକ୍ଷରୁ ବାରମ୍ବାର ନିବେଦନ କରାଯାଉଛି । ପୁଲିସ ଏକ ଆଡଭାଇଜରୀ ଜାରି କରି କହିଛି ଯେ ମିଥ୍ୟ ପ୍ରଚାର…
କଟକ : କଟକରେ ଆଉ ୨୪ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା । ଆଜି ସନ୍ଧ୍ୟାରୁ ଆସନ୍ତାକାଲି ସନ୍ଧ୍ୟା ଯାଏଁ ୭ ଟା ଯାଏ କଟକଣା ବୃଦ୍ଧି କରାଯାଇଛି । ଏନେଇ ଗୃହ ବିଭାଗକୁ ପ୍ରସ୍ତାବ ଦେଇଥିଲେ ଜିଲ୍ଲାପାଳ । ଏପରି ହେଲେ…
କଟକ : ସୁରକ୍ଷା ଭିତରେ ସିଲଭର ସିଟି । ଚାପା ଉତ୍ତେଜନା ସତ୍ତ୍ବେ ନିୟନ୍ତ୍ରଣରେ ସ୍ଥିତି। ଦ୍ବିତୀୟ ଦିନରେ କଟକରେ କର୍ଫ୍ୟୁ। ଗତକାଲିର ବାଇକ ରାଲି ବେଳେ ଉପୁଜିଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାତି ୧୦ଟାରୁ ୩୬ ଘଣ୍ଟିଆ କର୍ଫ୍ୟୁ ଜାରି କରାଯାଇଥିଲା।…