ଝଡ଼-ତୋଫାନରେ ଗଲା ୧୦ ଜୀବନ, ମୃତକଙ୍କ ପରିବାରକୁ ମିଳିବ ୪ଲକ୍ଷ ଟଙ୍କା ଅନୁକମ୍ପା ରାଶି

ବିହାର : ବର୍ତ୍ତମାନ ପ୍ରତ୍ୟେକ ଅଞ୍ଚଳରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେଉଛି । ଏହି ସମୟରେ ବିହାରରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି  । ଯାହା ସ୍ଥାନୀୟ ଅଞ୍ଚଳରେ ଚହଳ ସୃଷ୍ଟି କରିଛି । ଗତକାଲି ବିହାରରେ ଝଡ଼…

ବନ୍ଦର ନିର୍ମାଣ କରିବାକୁ ଆମେରିକାକୁ ପାକିସ୍ତାନର ପ୍ରସ୍ତାବ, ପ୍ରକଳ୍ପରେ ଖର୍ଚ୍ଚ ହେବ ୧.୨ ବିଲିୟନ ଡଲାର !

ପାକିସ୍ତାନ : ପାକିସ୍ତାନର ନୂଆ ପ୍ଲାନ । ବେଲୁଚିସ୍ତାନରେ ବନ୍ଦର ନିର୍ମାଣ କରିବାକୁ ଆମେରିକାକୁ ପ୍ରସ୍ତାବ ଦେଇଛି ପାକିସ୍ତାନ । ଗ୍ବାଦର ଜିଲ୍ଲା ପାସ୍ନି ସହରର ଆରବସାଗର କୂଳରେ ବନ୍ଦର ନିର୍ମାଣ କରିବା ସହ ଏହାକୁ ଚଲାଇବାକୁ ଆନୁଷ୍ଠାନିକ ଭାବେ ଆମେରିକାକୁ ପ୍ରସ୍ତାବ…

ପିଓକେ ଭାରତର ଏକ କୋଠରୀ, ନିଶ୍ଚିତ ଫେରାଇ ଆଣିବୁ: ମୋହନ ଭାଗବତ

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭାଗବତ ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ)କୁ ଭାରତର ଘରେ ଏକ କୋଠରୀ ଭାବରେ ବର୍ଣ୍ଣନା କରିଛନ୍ତି | ସେ କହିଛନ୍ତି ଯେ ଏହି କୋଠରୀ ଭାରତର ଏକ ଅଂଶ ଏବଂ ଏହାକୁ…

ଆମେରିକା ସହ କିଛି ପ୍ରସଙ୍ଗ ସମାଧାନ କରିବାର ଆବଶ୍ୟକତା ରହିଛି: ଜୟଶଙ୍କର

ନୂଆଦିଲ୍ଲୀ: ଭାରତର ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କର ଆଜି ଭାରତ-ଆମେରିକା ସମ୍ପର୍କର ବର୍ତ୍ତମାନର ସ୍ଥିତି ବିଷୟରେ ବିସ୍ତୃତ ବିବରଣୀ ଦେଇଥିଲେ। ସେ କହିଥିଲେ ଯେ ବର୍ତ୍ତମାନ ବାଣିଜ୍ୟ ପ୍ରସଙ୍ଗରେ ଭାରତ ଏବଂ ଆମେରିକା ମଧ୍ୟରେ ମତଭେଦ ରହିଛି। ଜୟଶଙ୍କର ସ୍ପଷ୍ଟ…

ଦାର୍ଜିଲିଂରେ ବର୍ଷାର ତାଣ୍ଡବ, ଭୂସ୍ଖଳନରେ ଭାଙ୍ଗିଲା ବ୍ରିଜ, ୯ ମୃତ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ଦାର୍ଜିଲିଂରେ ପ୍ରବଳ ବର୍ଷାର ତାଣ୍ଡବ । ଭୟଙ୍କର ଭୂସ୍ଖଳନରେ ଭାଙ୍ଗିଲା ବ୍ରିଜ । ଦୁର୍ଘଟଣାରେ ୧୦ ଜଣଙ୍କରୁ ଅଧିକ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଛନ୍ତି । ଭୂସ୍ଖଳନ ଯୋଗୁଁ ମିରିକ ଏବଂ କୁର୍ସିଓଙ୍ଗକୁ ସଂଯୋଗ କରୁଥିବା ଡୁଡିଆ…

ଆମେରିକାରେ ଭାରତୀୟ ଛାତ୍ରଙ୍କୁ ହତ୍ୟା, ମୃତଦେହ ଫେରାଇ ଆଣିବାକୁ ସରକାରଙ୍କୁ ନିବେଦନ

ଆମେରିକା : ଆମେରିକାରେ ଭାରତୀୟ ଛାତ୍ରଙ୍କୁ ଗୁଳି କରି ହତ୍ୟା । ମୃତ ଯୁବକ ଜଣକ ହାଇଦ୍ରାବାଦର ୨୭ ବର୍ଷୀୟ ଚନ୍ଦ୍ରଶେଖର ପାଲେ ବୋଲି ଜଣାପଡିଛି । ଆମେରିକାର ଡଲାସରେ ଗୁଳି କରି ହତ୍ୟା କରିଛନ୍ତି ଦୁର୍ବୃତ୍ତ । ସୂଚନାନୁଯାୟୀ, ଭାରତରେ ଡେଣ୍ଟାଲ…

ଘାତକ ସାଜିଛି କଫ୍ ସିରପ୍ : କେନ୍ଦ୍ର ସ୍ଵାସ୍ଥ୍ୟ ସଚିବଙ୍କ ଜରୁରୀ ବୈଠକ

ନୂଆଦିଲ୍ଲୀ : ଘାତକ ସାଜିଛି କଫ୍ ସିରପ୍। ମଧ୍ୟପ୍ରଦେଶରେ ୧୧ ଜଣ କଅଁଳ ଶିଶୁଙ୍କ ଜୀବନ ନେବା ପରେ ଆକ୍ସନ ମୋଡରେ କେନ୍ଦ୍ର ସରକାର। ଏ ନେଇ କେନ୍ଦ୍ର ସ୍ଵାସ୍ଥ୍ୟ ସଚିବ ଜରୁରୀ ବୈଠକ ଡାକିଛନ୍ତି। ଆଜି ଅପରାହ୍ନ ୪ଟାରେ ସବୁ…

ଜାପାନରେ ଭୂମିକମ୍ପ; ତୀବ୍ରତା ୬.୦

ଜାପାନ : ପାକିସ୍ତାନ ପରେ ଜାପାନରେ ଶକ୍ତିଶାଳୀ ଭୂକମ୍ପ ଘଟିଛି । ଯାହାର ତୀବ୍ରତା ୬.୦ । ଭୂକମ୍ପର କେନ୍ଦ୍ରସ୍ଥଳ ୫୦ କିଲୋମିଟର ଗଭୀରତାରେ ଥିବା ଜଣାପଡିଛି । ଗତକାଲି ରାତିରେ ଜାପାନର ହୋନସୁର ପୂର୍ବ ଉପକୂଳ ନିକଟରେ ଭୂକମ୍ପ ଅନୁଭୂତ ହୋଇଥିବା…

ଦରଘାବଜାରରେ ଶୋଭାଯାତ୍ରା ଅଟକାଇବାରୁ ଉତ୍ତେଜନା

କଟକ: କଟକ ଦରଘାବଜାରରେ ଉତ୍ତେଜନା । ଶୋଭାଯାତ୍ରାକାରୀଙ୍କୁ ଘଉଡାଇବା ପାଇଁ କମିଶନରେଟ୍ ପୋଲିସର ଉଦ୍ୟମ ଜାରି ।  ଦରଘାବଜାରରେ ବିଭିନ୍ନ ସଂଗଠନ ପକ୍ଷରୁ ବିଶାଳ ଶୋଭାଯାତ୍ରା ବେଳେ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି । ଆସନ୍ତାକାଲି ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ କଟକ ବନ୍ଦ…

କାଲିଠାରୁ ୪ ଦିନିଆ ନୂଆପଡା ଗସ୍ତ କରିବେ ଭକ୍ତ ଦାସ, ଖରିଆର ରୋଡ଼ରେ ହେବ ନ୍ୟାୟ ସମାବେଶ

ନୂଆପଡା: ଆସନ୍ତା କାଲିଠାରୁ ୪ଦିନିଆ ନୂଆପଡା ଗସ୍ତରେ ଯିବେ ପିସିସି ସଭାପତି ଭକ୍ତ ଚରଣ ଦାସ। ଖରିଆର ରୋଡ଼ରେ ନ୍ୟାୟ ସମାବେଶ କରିବେ ଭକ୍ତ।  ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିବାକୁ ଯାଉଛି। ଭକ୍ତଦାସ କହିଛନ୍ତି, ଘାସିରାମ ୪ଥର ନିର୍ବାଚନ…