ଶିଶୁଙ୍କ ଜୀବନ ଯିବା ପରେ ମଧ୍ୟପ୍ରଦେଶରେ କଫ ସିରପ ବିକ୍ରି ବ୍ୟାନ୍ କଲେ ମୁଖ୍ୟମନ୍ତ୍ରୀ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶରେ ୯ ଜଣ ଶିଶୁଙ୍କ ଜୀବନ ଯିବା ପରେ କଫ୍ ସିରପକୁ ବ୍ୟାନ କରିଛନ୍ତି ସରକାର । ମୁଖ୍ୟମନ୍ତ୍ରୀ ମୋହନ ଯାଦବ କଡ଼ା କାର୍ଯ୍ୟାନୁଷ୍ଠାନ କରି କଫ୍ ସିରପକୁ ସମଗ୍ର ରାଜ୍ୟରେ ବ୍ୟାନ୍ କରିଛନ୍ତି । ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ…

ବନ୍ଦ ହେଲା NASA, ଟ୍ରମ୍ପଙ୍କୁ ଝଟକା

ୱାଶିଂଟନ୍ : ଟ୍ରମ୍ପଙ୍କୁ ବଡ଼ ଝଟକା । ବନ୍ଦ ହେଲା ନାସା । ଆମେରିକାର ମହାକାଶ ବିଜ୍ଞାନ ସଂସ୍ଥା NASA ନିଜେ ଏହି ଘୋଷଣା କରିଛି । NASAଏହାର ସୂଚନା ୱେବସାଇଟରେ ଦେଇଛି ।ଏହାର ୱେବସାଇଟରେ କୁହାଯାଇଛି ଯେ, ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ…

ବାସୁଦେବପୁରରେ ୫ ଦିନର କନ୍ୟା ସନ୍ତାନକୁ ବିକ୍ରି ଅଭିଯୋଗ

ବାସୁଦେବପୁର:  ୫ଦିନର ଶିଶୁକୁ ବିକ୍ରି ଅଭିଯୋଗ ।  ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ଖରିଦା ବିନାୟକପୁର ବଡ଼ ମଳିକ ସାହିରେ ଶିଶୁ ବିକ୍ରି ଅଭିଯୋଗ । କନ୍ୟା ସନ୍ତାନ ଜନ୍ମ ହୋଇଥିବରୁ ଶିଶୁକୁ ବିକ୍ରି କରାଯାଇଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ । ସେପ୍ଟେମ୍ବର…

ରାଜ୍ୟରେ ବନ୍ୟା ଆଶଙ୍କା ନାହିଁ: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ନାହିଁ ବନ୍ୟା ସ୍ଥିତି । ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି ବଂଶଧାରା ।  ଏବେ କାଶୀନଗରରେ ୫୪.୧୬ ମିଟରରେ ପ୍ରବାହିତ ହେଉଛି ।  ବଂଶଧାରାକୁ ବାଦ୍ ଦେଲେ ଅନ୍ୟ ନଦୀ ଗୁଡିକ ମଧ୍ୟ ବିପଦ ସଙ୍କେତ ତଳେ…

ଦିନକ ପରେ ଗଜଲକ୍ଷ୍ମୀ ପୂଜା, କେନ୍ଦ୍ରାପଡ଼ାରେ ୬୮ରୁ ଅଧିକ ମଣ୍ଡପରେ ପୂଜା ପାଇବେ ଧନଦାତ୍ରୀ

କେନ୍ଦ୍ରାପଡ଼ା : ଦିନକ ପରେ ଗଜ ଲକ୍ଷ୍ମୀ ପୂଜା । ଆସନ୍ତା ୬ ତାରିଖ ଦିନ ମା’ ମହାଲକ୍ଷ୍ମୀ ବିଭିନ୍ନ ପୂଜା ମଣ୍ଡପରେ ପୂଜା ପାଇବେ । ଏଥିପାଇଁ ଚଳଚଞ୍ଚଳ କେନ୍ଦ୍ରାପଡ଼ା । ୬୮ରୁ ଉର୍ଦ୍ଧ ପୂଜା ମଣ୍ଡପରେ ପୂଜା ପାଇବେ ଧନଦାତ୍ରୀ…

ବେଆଇନ ଚାଲାଣ ବେଳେ ୫୫ ଦାଦନ ଶ୍ରମିକ ଉଦ୍ଧାର

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ସହର ଧୂବାପଡାରୁ ରାଜ୍ୟ ବାହାରକୁ ଯିବାକୁ ଥିବା ୫୫ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି ପୁଲିସ। ରାଜ୍ୟ ବାହାରକୁ ଚାଲାଣ ପୂର୍ବରୁ ଦାଦନ ସର୍ଦ୍ଦାର ଘର ଭିତରୁ ସେମାନଙ୍କୁ ପୁଲିସ ଉଦ୍ଧାର କରିଛି। ଶ୍ରମିକମାନଙ୍କ ମଧ୍ୟରୁ ନୂଆପଡା…

ଭୁବନେଶ୍ବର ଏୟାରପୋର୍ଟରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ

ଭୁବନେଶ୍ବର : ଭୁବନେଶ୍ବର ବିମାନବନ୍ଦରରୁ ମାରିଜୁଆନା ଜବତ । ୩ କୋଟି ଟଙ୍କାର ମାରିଜୁଆନା ଜବତ କଲା କଷ୍ଟମ ବିଭାଗ । ଏହି ମାମଲାରେ କଷ୍ଟମ ବିଭାଗ ଭୁବନେଶ୍ୱର ଏୟାରପୋର୍ଟରୁ ଜଣକୁ ଉଠାଇ ନେଇଛି । ୩ କେଜି ୨୦୦ ଗ୍ରାମ ମାରିଜୁଆନା…

ଏସ୍‌ଆଇ ଚାକିରି କେଳେଙ୍କାରୀ: ଅରିଜିନାଲ ସାର୍ଟିଫିକେଟ ନେଇ ହେଉଥିଲା ଡିଲ୍, ବ୍ଳାଙ୍କ ଚେକରେ ଟଙ୍କା କାରବାର

ଭୁବନେଶ୍ୱର : ପୋଲିସ ଏସଆଇ ଚାକିରି ପଛରେ ସିଣ୍ଡିକେଟ୍ । ଅରିଜିନାଲ ସାର୍ଟିଫିକେଟ ନେଇ ଚାଲୁଥିଲା ଡିଲ୍ । ବ୍ଳାଙ୍କ ଚେକ୍ ରେ ହେଉଥିଲା ଟଙ୍କା କାରବାର । ବିଭିନ୍ନ କୋଚିଂ ସେଣ୍ଟରେ କୋଚିଂ ଦେଉଥିବା ଶିକ୍ଷକଙ୍କ ଜରିଆରେ ଚାଲୁଥିଲା ସିଣ୍ଡିକେଟ୍ ।…

କଟକରେ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ: ୬ ଜଣଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ

କଟକ: କଟକରେ ଦୁର୍ଗାପୂଜା ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ ଘଟଣାରେ ୬ ଗିରଫ । ଘଟଣାସ୍ଥଳ ଏବଂ ଆଖପାଖ ଅଂଚଳର ସିସିଟିଭି ଫୁଟେଜ ଯାଞ୍ଚ କରୁଛି କମିଶନରେଟ୍ ପୋଲିସ । ଡ୍ରୋନ୍ ଭିଜୁଆଲ ଫୁଟେଜରୁ ଗଣ୍ଡଗୋଳକାରୀଙ୍କୁ ଚିହ୍ନଟ କରାଯାଇଛି । ଏବେ ଶାନ୍ତି…

ବିପର୍ଯ୍ୟୟ ମୁକାବିଲା ପାଇଁ ନିର୍ମାଣ ହେବ ବିପର୍ଯ୍ୟୟ ଭବନ

ଭୁବନେଶ୍ୱର : ବିପର୍ଯ୍ୟୟ ମୁକାବିଲା ପାଇଁ ଭୁବନେଶ୍ବରରେ ବିପର୍ଯ୍ୟୟ ଭବନ ନିର୍ମାଣ କରିବେ ସରକାର ଏଥିପାଇଁ ୨୦୦କୋଟି ଟଙ୍କା ଖର୍ଚ୍ଚ ହେବ ।  ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି,…