ବାତ୍ୟା ‘ମୋନ୍ଥା’ର ପ୍ରଭାବ: ବଢ଼ିଲା ଯୁକ୍ତ ଦୁଇ ଫର୍ମ ପୂରଣ ଅବଧି

ଭୁବନେଶ୍ଵର: ବାତ୍ୟା ମନ୍ଥା ପାଇଁ ଯୁକ୍ତ ଦୁଇ ଫର୍ମ ପୂରଣର ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଅକ୍ଟୋବର ୨୮ରେ ୨୦୨୬ର ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣର ଶେଷ ତାରିଖ ଥିଲା। ହେଲେ ବାତ୍ୟା ମନ୍ଥା ପ୍ରଭାବ ପାଇଁ ଅନେକ କଲେଜର…

ବାତ୍ୟାରେ ୩୩ ବ୍ଲକ ଓ ୧୧ ସହରାଞ୍ଚଳ ପ୍ରଭାବିତ, କ୍ଷୟକ୍ଷତି ଆକଳନ କରି ୭୨ ଘଣ୍ଟାରେ ରିପୋର୍ଟ ଦେବେ ଜିଲ୍ଲା ପ୍ରଶାସନ

ଭୁବନେଶ୍ୱର : ବାତ୍ୟା ମୋନ୍ଥାରେ ରାଜ୍ୟର ୩୩ ବ୍ଲକ ଓ ୧୧ ସହରାଞ୍ଚଳ ପ୍ରଭାବିତ। କାଲିଠାରୁ କ୍ଷୟକ୍ଷତି ନେଇ ରିପୋର୍ଟ ସଂଗ୍ରହ କରିବେ ଜିଲ୍ଲାପାଳ। ଫସଲର କ୍ଷୟକ୍ଷତି ନେଇ ତଥ୍ୟ ସଂଗ୍ରହ କରିବେ ଅଧିକାରୀ । ସଠିକ ଆକଳନ କରି ୭୨ ଘଣ୍ଟାରେ…

ରେଭେନ୍ସା ଇଷ୍ଟ ହଷ୍ଟେଲ୍‌ରେ ଝାଡ଼ାବାନ୍ତି: ୧୫ରୁ ଅଧିକ ଛାତ୍ର ଆକ୍ରାନ୍ତ

କଟକ: ରେଭେନ୍ସା ଇଷ୍ଟ ହଷ୍ଟେଲର ୧୫ ଛାତ୍ର ଅସୁସ୍ଥ । ଫୁଡ ପଏଜନ ପାଇଁ ୧୫ ଛାତ୍ର ଅସୁସ୍ଥ ହୋଇଥିବା ସୂଚନା ମିଳିଛି । ସମସ୍ତଙ୍କୁ SCB ମେଡିକାଲରେ ଭର୍ତ୍ତି କରାଯାଇଛି । ପ୍ରାଥମିକ ପର୍ଯ୍ୟାୟରୁ ପିଇବା ପାଣିରୁ ଫୁଡ ପଏଜନ ହୋଇଥିବା…

ଆତ୍ମସମର୍ପଣ କଲେ ଦୁଇ ହାର୍ଡକୋର ମାଓବାଦୀ

ମାଲକାନଗିରି: ଦୁଇ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ମାଓ ସଙ୍ଗଠନର ସେଣ୍ଟ୍ରାଲ କମିଟି ମେମ୍ବର ପୁଲୁରି ପ୍ରସାଦ ରାଓ ଓରଫ ଚନ୍ଦ୍ରନ୍ନା, ଷ୍ଟେଟ କମିଟି ସଦସ୍ୟ ବି.ପ୍ରକାଶ ଓରଫ ପ୍ରଭାତ…

ଟ୍ୱିନ ସିଟିରେ ସ୍ବାଭାବିକ ହେଲା ଟ୍ରେନ୍ ଓ ବିମାନ ଚଳାଚଳ

ଭୁବନେଶ୍ୱର : ବାତ୍ୟା ‘ମୋନ୍ଥା’ ଯୋଗୁଁ ଆନ୍ଧ୍ରପ୍ରଦେଶରେ ୩୫ଟି ବିମାନ ବାତିଲ୍ କରାଯାଇଛି। ଆନ୍ଧ୍ର ବିମାନବନ୍ଦର ଓ ପଡ଼ୋଶୀ ଅଞ୍ଚଳରୁ ସଂଯୋଗ କରୁଥିବା ରୁଟ୍ ଗୁଡ଼ିକରେ ୩୫ରୁ ଅଧିକ ବିମାନ ବାତିଲ୍ କରାଯାଇଛି। ବାତ୍ୟା ସମୟରେ ପ୍ରବଳ ବର୍ଷା ଓ କମ୍ ଦୃଶ୍ୟମାନତାକୁ…

ଟ୍ରକ-ବସ୍ ଧକ୍କା, ଡ୍ରାଇଭର ଓ ହେଲପର ମୃତ

ଜଳେଶ୍ବର: ଟ୍ରକକୁ ପଛରୁ ପିଟିଲା ବସ୍ । ମର୍ମନ୍ତୁଦ ଦୁର୍ଘଟଣାରେ ଡ୍ରାଇଭର ଓ ହେଲପର ମୃତ, ଏକାଧିକ ଯାତ୍ରୀ ଗୁରୁତର ହୋଇଛନ୍ତି । ଜଳେଶ୍ବର ଥାନା ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ନିକଟରେ ଦୁର୍ଘଟଣା ଘଟିଛି । ମୃତ ଡ୍ରାଇଭର ହେଲେ…

ବିହାର ପାଇଁ ଘୋଷଣାପତ୍ର ଜାରି କଲା ମହାଗଠବନ୍ଧନ

ପାଟନା : ବିହାର ବିଧାନସଭା ନିର୍ବାଚନ ପାଇଁ ମହାଗଠବନ୍ଧନ ପକ୍ଷରୁ ଘୋଷଣାପତ୍ର ପ୍ରକାଶିତ ହୋଇଛି। ଏହି ଉନ୍ମୋଚନ ଅବସରରେ ମେଣ୍ଟର ମୁଖ୍ୟମନ୍ତ୍ରୀ ଚେହେରା ତେଜସ୍ବୀ ଯାଦବ ଓ ଉପମୁଖ୍ୟମନ୍ତ୍ରୀ ଚେହେରା ମୁକେଶ ସହନୀ ଉପସ୍ଥିତ ଥିଲେ । ଘୋଷଣାପତ୍ରର ଉନ୍ମୋଚନ କରି…

ପୁଣି ଚିନ୍ତା ବଢାଇଲା: ଅରୁଣାଚଳ ସୀମାରେ ବାୟୁସେନା ଘାଟି ନିର୍ମାଣ କରୁଛି ଚୀନ

ନୂଆଦିଲ୍ଲୀ: ଯେତେ ଆଲୋଚନା ପର୍ଯ୍ୟାଲୋଚନା ଚାଲିଥିଲେ ସୁଦ୍ଧା ଭାରତ ସହ ଚୀନ୍‌ର ସୀମା ବିବାଦ ତୁଟିପାରୁ ନାହିଁ। ଭାରତ ସହ ସମ୍ପର୍କ ଉନ୍ନତ କରିବାକୁ ଚୀନ୍‌ ଉପରଠାଉରିଆ ପ୍ରତିଶ୍ରୁତି ଦେଉଥିଲେ ସୁଦ୍ଧା ବାସ୍ତବ ସ୍ଥିତି କିନ୍ତୁ ଭିନ୍ନ କାହାଣୀ ବର୍ଣ୍ଣନା କରୁଛି।…

ଭାରତ ହେବ ବିଶ୍ବ ସାମୁଦ୍ରିକ ଶକ୍ତି: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା

ମୁମ୍ବଇ: ଗତ ଦଶନ୍ଧିରେ ସାମୁଦ୍ରିକ ଅର୍ଥନୀତିରେ କରାଯାଇଥିବା ସଂସ୍କାର ଯୋଗୁଁ ଭାରତ ବିଶ୍ୱ ସାମୁଦ୍ରିକ ମାନଚିତ୍ରରେ ଏକ ଉଦୀୟମାନ ଶକ୍ତି ଭାବରେ ଉଭା ହୋଇଛି। ଭାରତର ସାମୁଦ୍ରିକ ସ୍ଥିତି, ଗଣତାନ୍ତ୍ରିକ ସ୍ଥିରତା ଏବଂ ନୌସେନା କ୍ଷମତା ଭାରତ-ପ୍ରଶାନ୍ତ ମହାସାଗର ଏବଂ ବିଶ୍ୱ…

ଆଜିଠୁ ୧୨ ରାଜ୍ୟରେ ଏସ୍‌ଆଇଆର୍‌

ନୂଆଦିଲ୍ଲୀ: ମଙ୍ଗଳବାରଠାରୁ ଦେଶବ୍ୟାପୀ ଦ୍ବିତୀୟ ପର୍ଯ୍ୟାୟ ଏସ୍‌ଆଇଆର୍‌ (ସ୍ବତନ୍ତ୍ର ଭୋଟର ତାଲିକା ସମୀକ୍ଷା) ଅଭିଯାନ ଆରମ୍ଭ କରାଯିବ। ସୋମବାର ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ମୁଖ୍ୟ ନିର୍ବାଚନ କମିସନର (ସିଇସି) ଜ୍ଞାନେଶ କୁମାର କହିଛନ୍ତି ଯେ ବିହାର ପରେ ୧୨ ରାଜ୍ୟ/କେନ୍ଦ୍ରଶାସିତ…