କେନିଆରେ ବିମାନ ଦୁର୍ଘଟଣା, ଚାଲିଗଲା ୧୨ ଯାତ୍ରୀଙ୍କ ଜୀବନ!
କେନିଆ : କେନିଆରେ ବଡ଼ ବିମାନ ଦୁର୍ଘଟଣା । ବିମାନ ଦୁର୍ଘଟଣା କେନିଆର ତଟବର୍ତ୍ତୀ ଅଞ୍ଚଳରେ ହୋଇଛି । ଘଟଣାରେ ୧୨ ଣ ଲୋକଙ୍କ ଜୀବନ ଯାଇଥିବା କୁହାଯାଉଛି । କେନିଆ ଅଧିକାରୀ ଏହି ଦୁର୍ଘଟଣା ବିଷୟରେ ସୂଚନା ଦେଇଛନ୍ତି ।…
କେନିଆ : କେନିଆରେ ବଡ଼ ବିମାନ ଦୁର୍ଘଟଣା । ବିମାନ ଦୁର୍ଘଟଣା କେନିଆର ତଟବର୍ତ୍ତୀ ଅଞ୍ଚଳରେ ହୋଇଛି । ଘଟଣାରେ ୧୨ ଣ ଲୋକଙ୍କ ଜୀବନ ଯାଇଥିବା କୁହାଯାଉଛି । କେନିଆ ଅଧିକାରୀ ଏହି ଦୁର୍ଘଟଣା ବିଷୟରେ ସୂଚନା ଦେଇଛନ୍ତି ।…
ବିଶାଖାପାଟଣା : ବାତ୍ୟା ମୋନ୍ଥା ଯୋଗୁଁ ପ୍ରଭାବିତ ବିମାନ ସେବା । ବିଶାଖାପାଟନମ ବିମାନ ବନ୍ଦରରୁ ଉଡ଼ାଣ ଭରିବାକୁ ଥିବା ୩୨ ବିମାନ ଉଡ଼ାଣ ବାତିଲ କରାଯାଇଛି । ବିଶାଖାପାଟନମ ବିମାନବନ୍ଦରର ନିର୍ଦ୍ଦେଶକ ଏନ. ପୁରୁଷୋତ୍ତମ କହିଛନ୍ତି, ୨୭ ଅକ୍ଟୋବରରୁ ଏୟାର ଇଣ୍ଡିଆ…
ନୂଆଦିଲ୍ଲୀ: ଭାରତର ତିନି ସଶସ୍ତ୍ର ବାହିନୀ ୩୦ ଅକ୍ଟୋବରରୁ ପଶ୍ଚିମ ସୀମାରେ ତ୍ରିଶୂଳ ଯୁଦ୍ଧ ଅଭ୍ୟାସ ଆରମ୍ଭ କରିବାକୁ ଯାଉଛି । ଏଥିପାଇଁ ଭାରତୀୟ ସେନା ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛି । ଭାରତ ବାୟୁ ମିଶନକୁ ତ୍ରିଶୂଳ ଅଭ୍ୟାସ ପାଇଁ…
ଜୟପୁର : ମନୋହରପୁର ଥାନା ଅଞ୍ଚଳରେ ଭୟଙ୍କର ଦୁର୍ଘଟଣା ଘଟିଛି । ଶ୍ରମିକ ଭର୍ତ୍ତି ବସ୍ ହାଇଟେସନ୍ ଲାଇନ୍ ସଂସ୍ପର୍ଶରେ ଆସିବା ପରେ ବିଦ୍ୟୁତ୍ ଆଘାତ ଲାଗି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୨ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବାବେଳେ…
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ଆରମ୍ଭ ହୋଇଯାଇଛି। ରିପୋର୍ଟ ଲେଖାଯିବା ବେଳକୁ ମଧ୍ୟମରୁ ଅତି ପ୍ରବଳ ବର୍ଷା ଜାରି ରହିଛି। କେତେବେଳେ ବର୍ଷାର ପରିମାଣ ବଢୁଛି ତ ଆଉ…
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ଦିନକୁ ଦିନ ବେଆଇନ୍ ବ୍ରାଉନସୁଗାର କାରବାର ବୃଦ୍ଧି ପାଇବାରେ ଲାଗିଛି। ସ୍ୱତନ୍ତ୍ର ପୁଲିସ ସ୍ୱାର୍ଡ ଓ ବୋଲଗଡ ଥାନା ପୁଲିସ ଚଢ଼ାଉ କରି ମାଣିକାଗୋଡା ଦଳେଇସାହିରୁ ୩୧୪.୯୭୦ ଗ୍ରାମ ବ୍ରାଉନ୍ ସୁଗାର, ନଗଦ ୪ ଲକ୍ଷ ଟଙ୍କା,…
ଗଜପତି : ଗଜପତି ଜିଲ୍ଲା ରାୟଗଡ ବ୍ଲକ ପୋତାର ପଞ୍ଚାୟତରେ ଅଭାବନୀୟ ଘଟଣା ଘଟିଛି। ବାତ୍ୟା ଆଶ୍ରୟସ୍ଥଳୀରେ କାର୍ଯ୍ୟରତ ଥିବା ଜଣେ କର୍ମଚାରୀଙ୍କର ଅଚାନକ ଭାବେ ମୃତ୍ୟୁ ଘଟିଛି। ମୃତକ ରାୟଗଡ ବ୍ଲକ ପୋତ୍ତାର ପଞ୍ଚାୟତର ୩୫ ବର୍ଷୀୟ ଯୋଗାଣ ସହାୟକ…
ଭୁବନେଶ୍ଵର : ବାତ୍ୟା ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ। ଯଦି ଅଧିକ ପବନ କିମ୍ବା ବର୍ଷା ଯୋଗୁଁ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଯାଉଛି , ତୁରନ୍ତ ସେ ସବୁକୁ ଲଗାଇବା ପାଇଁ…
ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର 29 ତାରିଖରେ ପରିଦର୍ଶକଙ୍କ ପାଇଁ ବନ୍ଦ ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଜ୍ୟ ଉଦ୍ଭିଦ ଉଦ୍ୟାନ । ବାତ୍ୟା “ମୋନ୍ଥା” କୁ ଦୃଷ୍ଟିରେ ରଖି ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଉପନିର୍ଦ୍ଦେଶକଙ୍କ ଦ୍ୱାରା ବିଜ୍ଞପ୍ତି ଜାରି କରାଯାଇଛି…
ଉମରକୋଟ: ଜନ୍ମକଲା ପୁଅ ଭୁଲିଗଲା ମାନବିକତା । ସବୁ ସୀମା ପାର କରି ନିର୍ମମ ଭାବେ ହତ୍ୟା କଲା ନିଜ ବାପାକୁ । ମୋତେ ବଞ୍ଚାଓ ବଞ୍ଚାଓ କହି ଆକୁଳ ଚିତ୍କାର କରୁଥିଲା ବାପା କିନ୍ତୁ ଶୁଣିଲାନି ଏ ନରହନ୍ତା ପିଶାଚ ।…