ବାଲିଯାତ୍ରା ପାଇଁ ୧୩ରୁ ପ୍ଲଟ ନିଲାମୀ ପ୍ରକ୍ରିୟା ଆରମ୍ଭ

କଟକ: ଐତିହାସିକ କଟକ ବାଲିଯାତ୍ରା-୨୦୨୫ରେ ଷ୍ଟଲ ଖୋଲିବା ନିମନ୍ତେ ପ୍ଲଟ ପଞ୍ଜିକରଣ ପ୍ରକ୍ରିୟା ଜାରି ରହିଛି। ଏହା ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ୧୩ ତାରିଖର ପ୍ଲଟ ନିଲାମୀ ପ୍ରକ୍ରିୟା ଆରମ୍ଭ ​ହେବ ବୋଲି ପ୍ରଶାସନ ପକ୍ଷରୁ ସୂଚନା…

ଦିନିକିଆରେ ବି ଶୁବମନ୍ କ୍ୟାପ୍ଟେନ

ମୁମ୍ବାଇ: ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ଏବଂ ଟି୨୦ ସିରିଜ ପାଇଁ ଟିମ୍ ଘୋଷଣା କରିଛି ବିସିସିଆଇ । ଟେଷ୍ଟ ପରେ ଦିନିକିଆରେ ଶୁବମନ ଗିଲ୍‌ଙ୍କୁ ନୂଆ ଅଧିନାୟକ ଭାବେ ନିଯୁକ୍ତି ଦିଆଯାଇଛି। ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ରୋହିତ୍‌ ଶର୍ମାଙ୍କ ସ୍ଥାନରେ…

ଭାରତ-ୱେଷ୍ଟଇଣ୍ଡିଜ୍‍ ଟେଷ୍ଟ ସିରିଜ୍‍: ପ୍ରଥମ ଟେଷ୍ଟ ଜିତିଲା ଭାରତ

ଅହମ୍ମଦାବାଦ: ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ୱେଷ୍ଟଇଣ୍ଡିଜ୍‍ ଦୁଇ ଟିକିଆ ମ୍ୟାଚରେ ପ୍ରଥମ ଟେଷ୍ଟ ଜିତିଲା ଭରତ । ଟିମ୍‍ ଇଣ୍ଡିଆ ୱେଷ୍ଟଇଣ୍ଡିଜ୍‍ କୁ ୧୬୨ରନରେ ଅଲଆଉଟ୍‍ କରିଛି । ୱେଷ୍ଟଇଣ୍ଡିଜ୍‍ କୁ ଇସିଂସ ଓ ୧୪୦ ରନରେ ହରାଇଲା ଭାରତୀ ଟିମ୍‍…

ପଞ୍ଜାବରୁ ରାଜ୍ୟସଭା ଯିବେ ନାହିଁ କେଜ୍ରିୱାଲ!

ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲ ପଞ୍ଜାବରୁ ରାଜ୍ୟସଭା ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଟ୍ରାଇଡେଣ୍ଟ ଗ୍ରୁପର ମାଲିକ ତଥା ବ୍ୟବସାୟୀ ରାଜେନ୍ଦ୍ର ଗୁପ୍ତା ରାଜ୍ୟସଭା ପାଇଁ ଆମ ଆଦମୀ ପାର୍ଟିର ପ୍ରାର୍ଥୀ ହେବେ। ଆମ ଆଦମୀ ପାର୍ଟି ସରକାର ଗୁପ୍ତାଙ୍କୁ ୨୦୨୨ରେ ପଞ୍ଜାବ…

କୋଚିଂ ସେଣ୍ଟରରେ ବିସ୍ଫୋରଣ: ୨ ଛାତ୍ର ମୃତ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଫାରୁଖାବାଦରେ ଏକ ବଡ଼ ବିସ୍ଫୋରଣ ଘଟିଛି। ଏକ କୋଚିଂ ସେଣ୍ଟରରେ କ୍ଲାସ ଚାଲିଥିବା ସମୟରେ ବିସ୍ଫୋରଣ ଘଟି ଦୁଇ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି, ଯେତେବେଳେ ଜଣେ ଛାତ୍ରୀଙ୍କ ସମେତ ଅନ୍ୟ ପାଞ୍ଚ ଜଣ ଗୁରୁତର ଆହତ ହୋଇଛନ୍ତି।…

ନକ୍ସଲବାଦୀଙ୍କୁ ଅସ୍ତ୍ରଶସ୍ତ୍ର ତ୍ୟାଗ କରିବାକୁ ପଡ଼ିବ: ଶାହ

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶନିବାର ଛତିଶଗଡ଼ ଗସ୍ତ କରିଥିଲେ। ବସ୍ତରରେ, ସେ ମା' ଦନ୍ତେଶ୍ୱରୀ ମନ୍ଦିର ପରିଦର୍ଶନ କରିଥିଲେ। ତା'ପରେ ସେ ବସ୍ତର ଜିଲ୍ଲାର ମୁଖ୍ୟାଳୟ ଜଗଦଲପୁରରେ ବସ୍ତର ଦଶହରା ଲୋକ ମହୋତ୍ସବ ଏବଂ ସ୍ୱଦେଶୀ ମେଳାକୁ ସମ୍ବୋଧିତ…

ଜାପାନ ରାଜନୀତି ଇତିହାସରେ ପ୍ରଥମ, ଜଣେ ମହିଳା ନେତ୍ରୀ ହୋଇପାରନ୍ତି ପ୍ରଧାନମନ୍ତ୍ରୀ

ଜାପାନ ଇତିହାସରେ ପ୍ରଥମ ଥର ପାଇଁ ଜଣେ ମହିଳା ପ୍ରଧାନମନ୍ତ୍ରୀ ହୋଇପାରନ୍ତି। ଜାପାନର ଶାସକ ଲିବରାଲ ଡେମୋକ୍ରାଟିକ୍ ପାର୍ଟି ବା LDP ସାନାଏ ତାକାଇଚିଙ୍କୁ ନୂତନ ନେତା ଭାବରେ ମନୋନୀତ କରିଛି । ଯଦ୍ବାରା ସେ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ ବୋଲି…

ସୁପ୍ରିମକୋର୍ଟରେ ଓଡ଼ିଶା ସରକାରଙ୍କ ମାମଲା ପରିଚାଳନା: ପ୍ୟାନେଲରେ ୧୮ ଓଡ଼ିଆ ଆଇନଜୀବୀ

ନୂଆଦିଲ୍ଲୀ: ସର୍ବୋଚ୍ଚ ନ୍ୟାୟାଳୟରେ ଓଡ଼ିଶା ସରକାରଙ୍କ ମାମଲା ପରିଚାଳନା ପାଇଁ ୬୯ ଜଣ ଆଇନଜୀବୀ ପ୍ୟାନେଲଭୁକ୍ତ ହୋଇଛନ୍ତି । ଏଥିରେ ୧୮ ଓଡ଼ିଆ ଆଇନଜୀବୀ ଅଛନ୍ତି । ରାଜ୍ୟରେ ମୋହନ ଚରଣ ମାଝୀ ସରକାର ଗଠନର ୧୬ ମାସ ପରେ ସର୍ବୋଚ୍ଚ…

ଖୁବଶୀଘ୍ର ଶେଷ ହେବ ଗାଜା ଯୁଦ୍ଧ: ଶାନ୍ତି ପ୍ରସ୍ତାବରେ ହମାସର ସହମତି

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଗାଜା ଶାନ୍ତି ପ୍ରସ୍ତାବରେ ସହମତି ପ୍ରକାଶ କରିଛି ହମାସ । ବନ୍ଧକ ରଖିଥିବା ଇସ୍ରାଏଲି ନାଗରିକଙ୍କୁ ଛଡାଯିବ ଏବଂ ଗାଜା ଷ୍ଟ୍ରିପର ଶାସନ ଡୋରକୁ ଏକ ସ୍ୱାଧୀନ ପାଲେଷ୍ଟାଇନ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରିବା ନେଇ ସକାରାକ୍ରମ…

ବିହାର ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉପହାର, ୨ଟି ନୂଆ ଯୋଜନାର କଲେ ଶୁଭାରମ୍ଭ

ବିହାର : ବିହାର ଯୁବକ ଓ ଛାତ୍ରମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ଉପହାର ଦେଇଛନ୍ତି । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ପ୍ରଧାନମନ୍ତ୍ରୀ ଏହି ଦୁଇ ଯୋଜନାର ଶୁଭାରମ୍ଭ କରିଛନ୍ତି । ନୂଆ ମୁଖ୍ୟମନ୍ତ୍ରୀ ନିଶ୍ଚୟ ସ୍ବଂୟ ସହାୟତା ଭତ୍ତା ଯୋଜନାର ଶୁଭାରମ୍ଭ…