କଟକରେ ଉତ୍ତେଜନା ପରେ ସହର ବୁଲି ସ୍ଥିତି ପରଖିଲେ ଡିଜିପି

କଟକ: କଟକରେ ରବିବାର ଉତ୍ତେଜନା ସୃଷ୍ଟି ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ପରେ ରାତି ପ୍ରାୟ ୯ଟାରେ ଡିଜିପି ଓ୍ବାଇ.ବି. ଖୁରାନିଆ ସହରରେ ବୁଲି ବୁଲି ସ୍ଥିତି ପରଖିଛନ୍ତି। ଡିଜିପିଙ୍କ ସହିତ ଅନ୍ୟ ପୁଲିସ ଅଧିକାରୀ…

କଟକ ଘଟଣାରେ ଶାନ୍ତି ପାଇଁ ନିବେଦନ କଲେ ମୁଖ୍ୟମନ୍ତ୍ରୀ ଓ ବିରୋଧୀ ଦଳ ନେତା

ଭୁବନେଶ୍ବର : କଟକ ଘଟଣାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ସେ ନିବେଦନ କରିଛନ୍ତି ।  କହିଛନ୍ତି, ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର ।…

କଟକରେ ଇଣ୍ଟରନେଟ ସେବା ବନ୍ଦ, ସାମାଜିକ ଗଣମାଧ୍ୟମ ଉପରେ କଟକଣା

କଟକ; ଦଶହରା ଭସାଣ ଶୋଭାଯାତ୍ରା ସମୟରେ କଟକରେ ଘଟିଥିବା ଗଣ୍ଡଗୋଳ ଘଟଣା ପ୍ରତିବାଦରେ ସୋମବାର ସହରରେ ବନ୍ଦ ଡାକରା ଦିଆଯାଇଛି। ତେଣୁ ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସହରରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ରବିବାର ସନ୍ଧ୍ୟା ୭ଟାରୁ ସୋମବାର ସନ୍ଧ୍ୟା…

କଟକରେ ପୁଣି ଉତ୍ତେଜନା: ପୁଲିସର ଲାଠିମାଡ଼ ଓ ଲୁହବୁହା ଗ୍ୟାସ ପ୍ରୟୋଗ

କଟକରେ ଭସାଣ ଗଣ୍ଡଗୋଳକୁ ବିରୋଧ କରି ହିନ୍ଦୁ ସଂଗଠନ ପକ୍ଷରୁ ରବିବାର ବିଶାଳ ଶୋଭାଯାତ୍ରା ଆୟୋଜିତ ହୋଇଛି। ତେବେ ଶୋଭାଯାତ୍ରା ଯୋଗୁ ବିଶୃଙ୍ଖଳିତ ପରିସ୍ଥିତି ଉପୁଜିବା ଆଶଙ୍କା କରି ପୁଲିସ ତାହାକୁ ଅଟକାଇବାରୁ ଉତ୍ତେଜନା ପ୍ରକାଶ ପାଇଛି। ଏହାକୁ ନେଇ ପୁଲିସକୁ…

ୟୁକ୍ରେନ ଉପରେ ମିସାଇଲ ମାଡ଼, ୫ ମୃତ, ୧୦ରୁ ଅଧିକ ଆହତ

ୟୁକ୍ରେନ ଉପରେ ରୁଷର ପ୍ରଚଣ୍ଡ ଆକ୍ରମଣ।  ରାତି ସାରା ୟୁକ୍ରେନର ବିଭିନ୍ନ ସହର ଉପରେ ତୁହାକୁ ତୁହା ମିସାଇଲ ଓ ଡ୍ରୋନ ଆଟାକ।  ରାତିରେ କ୍ରେମଲିନ ପକ୍ଷରୁ ପ୍ରାୟ ୫୦ ମିସାଇଲ ଓ ୫ଶହ ଡ୍ରୋନ ଆଟାକ ହୋଇଥିବା ଦାବି କରିଛି…

ନଭେମ୍ବର ୨୨ ପୂର୍ବରୁ ହେବ ବିହାର ବିଧାନସଭା ନିର୍ବାଚନ: ଇଲେକ୍ସନ କମିଶନ

ନୂଆଦିଲ୍ଲୀ : ବିହାର ବିଧାନସଭା ନିର୍ବାଚନକୁ ନେଇ ବଡ଼ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ । ଆସନ୍ତା ନଭେମ୍ବର ୨୨ ତାରିଖରେ ବିହାର ବିଧାନସଭାର କାର୍ଯ୍ୟକାଳ ଶେଷ ହେଉଛି । ତେଣୁ ତା’ପୂର୍ବରୁ ବିହାର ବିଧାନସଭାର ନିର୍ବାଚନ ଶେଷ ହେବ ବୋଲି ମୁଖ୍ୟ…

ଝଡ଼-ତୋଫାନରେ ଗଲା ୧୦ ଜୀବନ, ମୃତକଙ୍କ ପରିବାରକୁ ମିଳିବ ୪ଲକ୍ଷ ଟଙ୍କା ଅନୁକମ୍ପା ରାଶି

ବିହାର : ବର୍ତ୍ତମାନ ପ୍ରତ୍ୟେକ ଅଞ୍ଚଳରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେଉଛି । ଏହି ସମୟରେ ବିହାରରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି  । ଯାହା ସ୍ଥାନୀୟ ଅଞ୍ଚଳରେ ଚହଳ ସୃଷ୍ଟି କରିଛି । ଗତକାଲି ବିହାରରେ ଝଡ଼…

ବନ୍ଦର ନିର୍ମାଣ କରିବାକୁ ଆମେରିକାକୁ ପାକିସ୍ତାନର ପ୍ରସ୍ତାବ, ପ୍ରକଳ୍ପରେ ଖର୍ଚ୍ଚ ହେବ ୧.୨ ବିଲିୟନ ଡଲାର !

ପାକିସ୍ତାନ : ପାକିସ୍ତାନର ନୂଆ ପ୍ଲାନ । ବେଲୁଚିସ୍ତାନରେ ବନ୍ଦର ନିର୍ମାଣ କରିବାକୁ ଆମେରିକାକୁ ପ୍ରସ୍ତାବ ଦେଇଛି ପାକିସ୍ତାନ । ଗ୍ବାଦର ଜିଲ୍ଲା ପାସ୍ନି ସହରର ଆରବସାଗର କୂଳରେ ବନ୍ଦର ନିର୍ମାଣ କରିବା ସହ ଏହାକୁ ଚଲାଇବାକୁ ଆନୁଷ୍ଠାନିକ ଭାବେ ଆମେରିକାକୁ ପ୍ରସ୍ତାବ…

ପିଓକେ ଭାରତର ଏକ କୋଠରୀ, ନିଶ୍ଚିତ ଫେରାଇ ଆଣିବୁ: ମୋହନ ଭାଗବତ

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭାଗବତ ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ)କୁ ଭାରତର ଘରେ ଏକ କୋଠରୀ ଭାବରେ ବର୍ଣ୍ଣନା କରିଛନ୍ତି | ସେ କହିଛନ୍ତି ଯେ ଏହି କୋଠରୀ ଭାରତର ଏକ ଅଂଶ ଏବଂ ଏହାକୁ…

ଆମେରିକା ସହ କିଛି ପ୍ରସଙ୍ଗ ସମାଧାନ କରିବାର ଆବଶ୍ୟକତା ରହିଛି: ଜୟଶଙ୍କର

ନୂଆଦିଲ୍ଲୀ: ଭାରତର ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କର ଆଜି ଭାରତ-ଆମେରିକା ସମ୍ପର୍କର ବର୍ତ୍ତମାନର ସ୍ଥିତି ବିଷୟରେ ବିସ୍ତୃତ ବିବରଣୀ ଦେଇଥିଲେ। ସେ କହିଥିଲେ ଯେ ବର୍ତ୍ତମାନ ବାଣିଜ୍ୟ ପ୍ରସଙ୍ଗରେ ଭାରତ ଏବଂ ଆମେରିକା ମଧ୍ୟରେ ମତଭେଦ ରହିଛି। ଜୟଶଙ୍କର ସ୍ପଷ୍ଟ…