ବାଇକ୍ ସୋରୁମ୍‌ରେ ଲାଗିଲା ନିଆଁ : ଜଳିଗଲା ୩୦ ବାଇକ୍‌

ଗୋପ : ବ୍ୟାଟେରୀ ଚାଳିତ ଗାଡ଼ି ସୋରୁମରେ ଘଟିଲା ଅଗ୍ନିକାଣ୍ଡ। ଜଳିଗଲା ପ୍ରାୟ ୨୦ରୁ ଅଧିକ ବ୍ୟାଟେରୀ ଚାଳିତ ମଟର ସାଇକେଲ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଆସି ନିଆଁ କୁ ଆୟତ୍ତ କରିଲା ବେଳେକୁ ଜଳି ଯାଇଥିଲା ସମସ୍ତ ଗାଡ଼ି । ଆଜି…

ରାଜଧାନୀକୁ ରେଡ୍ ଆଲର୍ଟ, ଆହୁରି ୫ ଦିନ ନାହିଁ ବର୍ଷାରୁ ନିସ୍ତାର…!

ଭୁବନେଶ୍ବର: ଗୋଟେପଟେ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆଜି ଭୁବନେଶ୍ୱରକୁ ଘାଇଲା କରିଛି ଘଣ୍ଟାଏ କାଳର ବର୍ଷା । ପ୍ରବଳ ବର୍ଷା ପରେ ବେହାଲ ହୋଇଛି ରାଜଧାନୀ । ରାସ୍ତାରେ ପାଣି, ଘରେ ପାଣି ପଶି ଜୀବନ…

ବିଦ୍ୟୁତ ପ୍ଲାଣ୍ଟରେ ଖସିପଡିଲା ଲିଫ୍ଟ : ୪ ମୃତ

ଛତିଶଗଡ: ଛତିଶଗଡରେ ଏକ ବଡ ଅଘଟଣ ଘଟିଛି । ଶକ୍ତି ଜିଲାରେ ଥିବା ଏକ ଘରୋଇ ବିଦ୍ୟୁତ ପ୍ଲାଣ୍ଟରେ ଲିଫ୍ଟ ଖସିପଡିବାରୁ ୪ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ ୬ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ପୁଲିସ ସୂଚନା…

୯୩ ତମ ବାୟୁସେନା ପ୍ରତିଷ୍ଠା ଦିବସ: ହିଣ୍ଡନ୍‍ ଏୟାରବେସରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ: ଆଜି ଭାରତୀୟ ବାୟୁସେନାର ୯୩ତମ ପ୍ରତିଷ୍ଠା ଦିବସ । ପ୍ରତିବର୍ଷ ଅକ୍ଟୋବର ୮ରେ ପାଳନ ହୁଏ ଭାରତୀୟ ବାୟୁସେନା ଦିବସ । ଭାରତୀୟ ବାୟୁ ମାର୍ଗର ସୁରକ୍ଷା କରିବା ହେଉଛି ସେନାର ପ୍ରଥମ କର୍ତ୍ତବ୍ୟ । ଏନେଇ ଗାଜିଆବାସ ହିଣ୍ଡନ୍‍ ଏୟାରବେସରେ…

ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇ : ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ବିମାନବନ୍ଦର ପ୍ରାୟ ୧୯,୬୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏକ ଐତିହାସିକ ଗ୍ରୀନଫିଲ୍ଡ ପ୍ରକଳ୍ପ। ମୁମ୍ବାଇ ମହାନଗରରେ ଦ୍ବିତୀୟ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ…

୬୦ କୋଟି ଜମା ନ କରିବା ଯାଏଁ ଶିଳ୍ପା ଓ ରାଜ କୁନ୍ଦ୍ରାଙ୍କୁ ବିଦେଶ ଯାତ୍ରା ମନା

ମୁମ୍ବାଇ : ଦିନକୁ ଦିନ ବଢୁଛି ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ମୁସ୍କିଲ । ବମ୍ବେ ହାଇକୋର୍ଟ ଆଜି ଶିଳ୍ପା ସେଟ୍ଟୀ ଏବଂ ରାଜକୁନ୍ଦ୍ରାଙ୍କ ୬୦ କୋଟି ଟଙ୍କା ଠକେଇ ମାମଲାରେ ଶୁଣାଣି କରିଛନ୍ତି । ବମ୍ବେ ହାଇକୋର୍ଟ ସେମାନଙ୍କୁ କହିଛନ୍ତି, ଯଦି ସେମାନେ…

ଶାହରୁଖ ଖାନଙ୍କୁ ସମନ, ମାନହାନି କେସରେ ସମୀର ୱାଙ୍ଖଡେ ମାଗିଲେ ୨ କୋଟି କ୍ଷତିପୂରଣ

ନୂଆଦିଲ୍ଲୀ : ବଲିଉଡ ଅଭିନେତା ଶାହରୁଖ ଖାନ ଏବଂ ପତ୍ନୀ ଗୌରୀ ଖାନଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ସମନ । ମାନହାନୀ ମାମଲାରେ ଶାହରୁଖଙ୍କ ମାଲିକାନାରେ ଥିବା କମ୍ପାନୀ ରେଡ ଚିଲ୍ଲି ଏବଂ ଓଟିଟି ପ୍ଲାଟଫର୍ମ ନେଟଫ୍ଲିକ୍ସକୁ ଏହି ସମନ ଜାରି ହୋଇଥିବା ଜଣାପଡିଛି…

ପାକିସ୍ତାନୀ ପାରାମିଲିଟାରୀ ଯବାନଙ୍କ ଗାଡ଼ି ଉପରେ ଟିଟିପିର ଆକ୍ରମଣ, ୧୧ ମୃତ

ପାକିସ୍ତାନ : ପାକିସ୍ତାନରେ ଇସଲାମିଷ୍ଟ ଆତଙ୍କବାଦୀଙ୍କ ଆକ୍ରମଣ । ଆଫଗାନିସ୍ତାନ ସୀମାରେ ଆମ୍ବୁସ୍ । ପାକିସ୍ତାନ ପାରାମିଲିଟାରୀ ଯବାନଙ୍କ ଗାଡ଼ି ଉପରେ ଭୟଙ୍କର ଆକ୍ରମଣ । ଏଥିରେ ୯ ଜଣ ପାରାମିଲିଟାରୀ ଯବାନ ଏବଂ ଦୁଇ ଜଣ ଅଧିକାରୀଙ୍କ ମୃତ୍ୟୁ ଘଟିଛି ।…

ଭୋଜପୁରୀ ସୁପରଷ୍ଟାର ପୱନ ସିଂହଙ୍କୁ Y କ୍ୟାଟେଗୋରୀ ସୁରକ୍ଷା

ବିହାର : ଭୋଜପୁରୀ ସୁପରଷ୍ଟାର ପୱନ ସିଂଙ୍କୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ Y କ୍ୟାଟେଗୋରୀ ସୁରକ୍ଷା ମିଳିଛି । ତାଙ୍କ ଜୀବନକୁ ବିପଦ ଥିବା ନେଇ ଆଇବିକୁ କିଛି ସୂଚନା ମିଳିବା ପରେ ଗୃହ ମନ୍ତ୍ରଣାଳୟ ସୁରକ୍ଷା ବଢାଇଦେଇଛି । ଏହି ସମୟରେ…

ରାଜସ୍ଥାନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଟ୍ରାକରୁ ଖସିଲା ୩୬ରୁ ଅଧିକ ବଗି

ଶ୍ରୀମାଧେପୁର : ରାଜସ୍ଥାନର ଶ୍ରୀମାଧେପୁରର ନ୍ୟୁ ରେଲୱେ ଷ୍ଟେସନ ନିକଟରେ ବଡ଼ ଦୁର୍ଘଟଣା । ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି । ଫଳରେ ଟ୍ରାକରୁ ୩୬ରୁ ଅଧିକ ଡବା ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । ଟ୍ରେନ ବଗିଗୁଡିକ ପରସ୍ପର ଉପରେ ମାଡ଼ି ହୋଇପଡିଛି…