ସ୍କୁଲ-କଲେଜ ପରିସରରେ କାର୍ଯ୍ୟକ୍ରମ ପାଇଁ ଆରଏସଏସକୁ ଅନୁମତି ଦିଅନାହିଁ: ଖଡ଼ଗେ

ନୂଆଦିଲ୍ଲୀ: କର୍ଣ୍ଣାଟକର ମନ୍ତ୍ରୀ ପ୍ରିୟାଙ୍କ ଖଡ଼ଗେ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ଏକ ଚିଠି ଲେଖି ଅନୁରୋଧ କରିଛନ୍ତି ଯେ ସରକାରୀ ସ୍କୁଲ ଏବଂ କଲେଜ ପରିସରରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS)ର କାର୍ଯ୍ୟକ୍ରମଗୁଡ଼ିକୁ ଅନୁମତି ଦିଆଯିବା ଉଚିତ୍ ନୁହେଁ। ସେ ଏହା ମଧ୍ୟ…

ଅସ୍ଥାୟୀ ବିଚାରପତି ନିଯୁକ୍ତି: ସୁପ୍ରିମକୋର୍ଟ ଦେଇଥିଲେ ମଞ୍ଜୁରୀ, ହାଇକୋର୍ଟ ସୁପାରିଶ କରିନାହାଁନ୍ତି ନାମ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଜାନୁଆରୀ ମାସରେ, ଲକ୍ଷ ଲକ୍ଷ ଫୌଜଦାରୀ ମାମଲା ସମାଧାନ ପାଇଁ ଅସ୍ଥାୟୀ ବିଚାରପତିଙ୍କ ନିଯୁକ୍ତି ପାଇଁ ପଥ ପରିଷ୍କାର କରିଥିଲେ, କିନ୍ତୁ ହାଇକୋର୍ଟଗୁଡ଼ିକ ଏପର୍ଯ୍ୟନ୍ତ କୌଣସି ନାମ ସୁପାରିଶ କରିନାହାଁନ୍ତି। ପ୍ରାୟ ନଅ ମାସ ବିତିଗଲାଣି, କିନ୍ତୁ ହାଇକୋର୍ଟଗୁଡ଼ିକ…

ଆଜମ ଖାନଙ୍କୁ ୱାଇ ବର୍ଗର ସୁରକ୍ଷା

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ସଦସ୍ୟ ଏବଂ ବରିଷ୍ଠ ନେତା ଆଜମ ଖାନ ସୀତାପୁର ଜେଲରୁ ମୁକ୍ତ ହେବା ପରଠାରୁ ଖବରର ଶିରୋନାମାରେ ଅଛନ୍ତି। ରାମପୁରରେ ରହୁଥିବା ଆଜମ ଖାନଙ୍କ ନିକଟକୁ ପରିଦର୍ଶକଙ୍କ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ପରିଦର୍ଶକଙ୍କ…

ଏବିଭିପିର ମମତାଙ୍କ କୁଶପୁତ୍ତଳିକା ଦାହ

ଭୁବନେଶ୍ୱର: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାର ଦୃଢ଼ ପ୍ରତିବାଦ କରିଛି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)। ଏବିଭିପିର ଭୁବନେଶ୍ୱର ଶାଖା ତରଫରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ସଂଗଠନ ପକ୍ଷରୁ କୁହାଯାଇଛି ଯେ, ପଶ୍ଚିମବଙ୍ଗରେ…

ପଶ୍ଚିମବଙ୍ଗ ଗଣଦୁଷ୍କର୍ମ: ଧରାପଡ଼ିଲେ ୪ ଅଭିଯୁକ୍ତ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାର ୪ର୍ଥ ଅଭିଯୁକ୍ତ ଧରାପଡ଼ିଛି। ତା’ ନାଁ ହେଉଛି ଶେଖ ନାସିରୁଦ୍ଦିନ ଓ ଘର ଦୁର୍ଗାପୁର ଅଞ୍ଚଳରେ। ସ୍ଥାନୀୟ ବିଯଡ଼ା ଗ୍ରାମରୁ ପୁଲିସ ତା’କୁ ଧରିଛି। ଏହି ମାମଲାରେ ପୂର୍ବରୁ ୩ ଜଣଙ୍କୁ…

ଝିଅମାନେ ନିଜ ସୁରକ୍ଷା ନିଜେ କରିବା ଉଚିତ: ମମତା

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯେଉଁ ମନ୍ତବ୍ୟ ଦେଇଛନ୍ତି ତାହାକୁ ନେଇ ବିବାଦ ଆରମ୍ଭ ହୋଇଛି। ଝିଅମାନେ ନିଜ ସୁରକ୍ଷା ନିଜେ କରିବା ଦରକାର ବୋଲି ମମତା କହିଛନ୍ତି। ଏହି ଘଟଣାକୁ ନେଇ ସେ…

ପାକିସ୍ତାନ ଉପରେ ଆଫଗାନିସ୍ତାନର ଆକ୍ରମଣ, ୫୮ ସୈନ୍ୟ ମୃତ

ନୂଆଦିଲ୍ଲୀ : ପାକିସ୍ତାନ ସୀମାରେ ଆଫଗାନିସ୍ତାନର ଭୟଙ୍କର ଆକ୍ରମଣ । ପାକିସ୍ତାନର ୫୮ ଜଣ ସୈନ୍ୟଙ୍କୁ ମାରିଥିବା ଆଫଗାନିସ୍ତାନର ଦାବି । ସେପଟେ ଆଫଗାନିସ୍ତାନର ୧୯ଟି ବର୍ଡର ପୋଷ୍ଟକୁ ପାକିସ୍ତାନ ଅକ୍ତିଆର କରିଥିବା ଦାବି କରିଛି ।  ଆଫଗାନିସ୍ତାନ ଏବଂ ପାକିସ୍ତାନ ସୀମାରେ…

ମେକ୍ସିକୋରେ ବର୍ଷାର ତାଣ୍ଡବ, ବନ୍ୟା ଓ ଭୂସ୍ଖଳନରେ ୪୧ ମୃତ

ମେକ୍ସିକୋ : ଗତ କିଛି ଦିନ ଧରି ମୁଷଳ ଧାରାରେ ବର୍ଷା ହେବା ଯୋଗୁଁ ମେକ୍ସିକୋରେ ପରିସ୍ଥିତି ଖରାପ ହେବାରେ ଲାଗିଛି । ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି । ବନ୍ୟା ଏବଂ ଭୂସ୍ଖଳନ ହେବା ଯୋଗୁଁ…

ବିହାର ନିର୍ବାଚନ ଆସନ ବୁଝାମଣା, ବିଜେପି ଓ ଜେଡିୟୁ ୧୦୧ ଲେଖାଏଁ ଓ ୨୯ ଆସନରେ ଲଢ଼ିବେ ଏଲଜେପି

ନୂଆଦିଲ୍ଲୀ : ବିହାର ବିଧାନସଭା ନିର୍ବାଚନ ପାଇଁ ସରିଲା ଏନଡିଏର ଆସନ ବୁଝାମଣା। ୨୪୩ ଆସନ ବିଶିଷ୍ଟ ବିହାର ବିଧାନସଭା ନିର୍ବାଚନରେ ଉଭୟ ବିଜେପି ଓ ଜେଡିୟୁ ୧୦୧ ଲେଖାଏଁ ଆସନରେ ଲଢ଼ିବେ। ଚିରାଗ ପାଶୱାନଙ୍କ ଲୋକ ଜନଶକ୍ତି ପାର୍ଟି- ରାମବିଳାସ ୨୯…

ବାଇକ୍କୁ ଧକ୍କା ଦେଲା କାର୍, ୨ ମୃତ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ଆଜମଗଡ ଜିଲ୍ଲାରେ ବଡ଼ ଅଘଟଣ ଘଟିଛି । ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଛି । ଦ୍ରୁତଗାମୀ କାର୍ ମୋଟରସାଇକେଲ ଆରୋହୀଙ୍କୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ପାଇବା ମାତ୍ରେ ପୋଲିସ ପହଞ୍ଚି…