ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ ୫୭ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଜେଡିୟୁ
ବିହାର : ବିହାର ବିଧାନସଭା ନିର୍ବାଚନ ୨୦୨୫ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଜେଡିୟୁ । ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଜନତା ଦଳ ୟୁନାଇଟେଡ୍ (ଜେଡିୟୁ) ମଙ୍ଗଳବାର ଦିନ ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି ।…
