ଲାଞ୍ଚ ନେଇ ସିବିଆଇ ହାତରେ ଧରା ପଡ଼ିଲେ ଡିଆଇଜି
ଚଣ୍ଡିଗଡ଼ : ପଞ୍ଜାବ ପୁଲିସର (Punjab police) ଜଣେ ଡିଆଇଜି ଲାଞ୍ଚ ନେଇ ସିବିଆଇ (CBI) ହାତରେ ଧରା ପଡ଼ିଛନ୍ତି । ଜଣେ ସ୍କ୍ରାପ୍ ଡିଲରଙ୍କଠାରୁ ମାସକୁ ୫ ଲକ୍ଷ ଟଙ୍କା ନେଉଥିବାବେଳେ ସିବିଆଇ ତାଙ୍କୁ ଗିରଫ କରିଛି । ସୂଚନା…
ଚଣ୍ଡିଗଡ଼ : ପଞ୍ଜାବ ପୁଲିସର (Punjab police) ଜଣେ ଡିଆଇଜି ଲାଞ୍ଚ ନେଇ ସିବିଆଇ (CBI) ହାତରେ ଧରା ପଡ଼ିଛନ୍ତି । ଜଣେ ସ୍କ୍ରାପ୍ ଡିଲରଙ୍କଠାରୁ ମାସକୁ ୫ ଲକ୍ଷ ଟଙ୍କା ନେଉଥିବାବେଳେ ସିବିଆଇ ତାଙ୍କୁ ଗିରଫ କରିଛି । ସୂଚନା…
ଲକ୍ଷ୍ମୌ: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ମୋବାଇଲ୍ ଗେମ୍ ଖେଳୁଥିବା ସମୟରେ ଜଣେ ବାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ପିଲାର ପରିବାରଲୋକଙ୍କ କହିବା ଅନୁଯାୟୀ, ବିବେକ ଫ୍ରି ଫାୟାର ଗେମ୍ ଖେଳିବାରେ ଅଭ୍ୟସ୍ତ ଥିଲା।…
ନୂଆଦିଲ୍ଲୀ: ଆଇଫେଲ ଟାୱାର- ଏ ନାଁ ଶୁଣିଲେ ଲୋକଙ୍କର ଆଖି ଆଗକୁ ଚାଲିଆସେ ଏକ ଆକାଶଛୁଆଁ ଟାଓ୍ଵାର କଥା । ଆଇଫେଲ ଟାୱାର ଆଗରେ ଅନେକ ଲୋକଙ୍କ ଫଟୋ ବି ଆପଣ ସୋସିଆଲ ମିଡିଆରେ ଦେଖିଥିବେ ଆଉ ଆପଣଙ୍କ ଫୋନ ହେଉ…
ଛତିଶଗଡ଼: ଛତିଶଗଡ଼ ପୁଲିସ ନିକଟରେ ୧୭୦ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏତେ ସଂଖ୍ୟକ ମାଓବାଦୀ ସଂଗଠନ ଛାଡ଼ି ମୁଖ୍ରସ୍ରୋତରେ ସାମିଲ ହେବାକୁ ଆଗେଇ ଆସିବା ସୁରକ୍ଷା ବାହିନୀ ପାଇଁ ବଡ଼ ସଫଳତା ବୋଲି କୁହାଯାଉଛି। ଦଣ୍ଡକାରଣ୍ୟ ଜଙ୍ଗଲରେ ସକ୍ରିୟ ଥିବା ଏହି…
ନୂଆଦିଲ୍ଲୀ : ପାର୍ବଣ ଋତୁରେ ବଢୁଥିବା ଭିଡକୁ ନଜରରେ ରଖି ଭାରତୀୟ ରେଳ ଦିଲ୍ଲୀର ୫ ମୁଖ୍ୟ ଷ୍ଟେସନରେ ପ୍ଲାଟଫର୍ମ ଟିକେଟ ବିକ୍ରି ୨୮ ଅକ୍ଟୋବର ପର୍ଯ୍ୟନ୍ତ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏହି ନିୟମ ତତ୍କାଳ ପ୍ରଭାବରେ ଲାଗୁ କରାଯାଇଛି।…
ଗୁଜରାଟ : ଗୁଜରାଟ ରାଜନୀତିରେ ହଲଚଲ । ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କୁ ଛାଡ଼ି ରାଜ୍ୟର ମୋଟ ୧୬ ଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି । ସବୁ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବାର ସୂଚନା…
ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଏକ ସ୍କର୍ପିଓ ମୁହାଁମୁହିଁ ଧକ୍କା ହେବା ଫଳରେ ନିଆଁ ଲାଗିବାରୁ ୪ ଜଣ ସାଙ୍ଗ…
ଦିଲ୍ଲୀ: ସମସ୍ତ ଚେଷ୍ଟା ପରେ ବି ପ୍ରଦୂଷଣର ମାତ୍ରା କମିବାର ନା ନେଉନି । ଏଥର ଦୀପାବଳି ପୂର୍ବରୁ ହିଁ ଦିଲ୍ଲୀର ବାୟୁ ବିଷାକ୍ତ ହୋଇଯାଇଛି । ରାଜଧାନୀ ଦିଲ୍ଲୀର ଅନେକ ଅଞ୍ଚଳରେ ପ୍ରଦୂଷଣ ସ୍ତର ବିପଜ୍ଜନକ ସ୍ତରରେ ପହଞ୍ଚିଛି ।…
ନୂଆଦିଲ୍ଲୀ: ୪୮ ଘଣ୍ଟା ପାଇଁ ଅସ୍ଥାୟୀ ଯୁଦ୍ଧବିରତି କାର୍ଯ୍ୟକାରୀ କରିବାକୁ ରାଜି ହୋଇଛନ୍ତି ପାକିସ୍ତାନ ଏବଂ ଆଫଗାନିସ୍ତାନ । ନିକଟରେ ସୀମାର ସଂଘର୍ଷ ପରେ ଏହି ପଦକ୍ଷେପ ନିଆଯାଇଛି । ଏହି ସମୟରେ, ଆଫଗାନିସ୍ତାନ ପାକିସ୍ତାନୀ ସୈନ୍ୟଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି…
ରାଇରଙ୍ଗପୁର : ପୋଖରୀରେ ବୁଡ଼ି ୨ ନାବାଳକ ମୃତ । ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଚାଡରିପାହାଡ଼ି ଗାଁରେ ଘଟିଛି ଅଭାବନୀୟ ଘଟଣା । ଗୁରୁବାର ଦିନ ଦୁଇ ନାବାଳକ ପୁଅ ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି । ମୃତକଙ୍କ ମଧ୍ୟରୁ ଜଣେ…