ନିର୍ବାଚନ ସମୟରେ ଅର୍ଥ, ନିଶାଦ୍ରବ୍ୟ ପ୍ରଲୋଭନର ଗତିବିଧିରେ ଲାଗିବ ରୋକ୍
ନୂଆଦିଲ୍ଲୀ: ଆଗାମୀ ନିର୍ବାଚନ ସମୟରେ ଅର୍ଥ, ନିଶାଦ୍ରବ୍ୟ ଏବଂ ଅନ୍ୟାନ୍ୟ ପ୍ରଲୋଭନର ଗତିବିଧିକୁ ରୋକାଯିବ। ଏଥିଲାଗି ଭାରତ ନିର୍ବାଚନ ଆୟୋଗ(ଇସିଆଇ) ପ୍ରବର୍ତ୍ତନ ସଂସ୍ଥାଗୁଡ଼ିକର ମୁଖ୍ୟଙ୍କ ସହିତ ଶୁକ୍ରବାର ବୈଠକ କରି ରୋଡମ୍ୟାପ ପ୍ରସ୍ତୁତ କରିଛନ୍ତି। ଇସିଆଇଙ୍କ ପକ୍ଷରୁ ନୂଆଦିଲ୍ଲୀର ନିର୍ବାଚନ ସଦନରେ ବହୁ-ବିଭାଗୀୟ…
