ଭାରତ ସାମୁଦ୍ରିକ ସପ୍ତାହରେ ପାରାଦୀପ ବନ୍ଦର ସ୍ୱାକ୍ଷର କରିବ ୧.୫ ଲକ୍ଷ କୋଟି ଟଙ୍କାର ବୁଝାମଣାପତ୍ର

ନୂଆଦିଲ୍ଲୀ ମୁମ୍ବାଇରେ ହେବାକୁ ଥିବା ଭାରତ ସାମୁଦ୍ରିକ ସପ୍ତାହରେ ପାରାଦୀପ ବନ୍ଦର ୧.୫ ଲକ୍ଷ କୋଟି ଟଙ୍କାର ବୁଝାମଣାପତ୍ର ସ୍ୱାକ୍ଷର କରିବ। ଜାହାଜ ନିର୍ମାଣ ଓ ମରାମତି, ବନ୍ଦର ଆଧୁନିକୀକରଣ, ସ୍ମାର୍ଟ ବନ୍ଦର ପଦକ୍ଷେପ, ବ୍ୟବସାୟ ବିକାଶ ଏବଂ ସବୁଜ ହାଇଡ୍ରୋଜେନ୍…

ପଞ୍ଜାବୀ ସିଙ୍ଗର ତେଜୀ କହଲୋଙ୍କୁ ଗୁଳିମାଡ

ନୂଆଦିଲ୍ଲୀ: କାନାଡାରେ ପଞ୍ଜାବୀ ସିଙ୍ଗର ତେଜୀ କହଲୋଙ୍କୁ ଗୁଳିମାଡ ହୋଇଛି। ଗ୍ୟାଙ୍ଗଷ୍ଟାର୍ ରୋହିତ ଗୋଦାରା ଗ୍ୟାଙ୍ଗ ତାଙ୍କୁ ଗୁଳି ମାରିଥିବା ଜଣାପଡିଛି। ଅନେକ ସମୟ ଧରି ଚାଲିଆସୁଥିବା ଗ୍ୟାଙ୍ଗ୍ ୱାର ଯୋଗୁଁ ଏହି ଗୁଳିମାଡ ହୋଇଛି। ରୋହିତ ଗୋଦାରାଙ୍କ ଗ୍ୟାଙ୍ଗ୍ ସହ…

ପାକିସ୍ତାନ ସହ ସଂଘର୍ଷ ପଛରେ ଭାରତର ଭୂମିକା ନାହିଁ: ଆଫଗାନିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ମୁଲ୍ଲା ୟାକୁବ୍‌

କାବୁଲ: ପାକିସ୍ତାନ ସହିତ ହୋଇଥିବା ସଂଘର୍ଷ ପଛରେ ଭାରତର କୌଣସି ଭୂମିକା ନାହିଁ ବୋଲି କହିଛନ୍ତି ଆଫଗାନିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ମହମ୍ମଦ ୟାକୁବ ମୁଜାହିଦ ଓରଫ ମୁଲ୍ଲା ୟାକୁବ୍‌। ମଙ୍ଗଳବାର ମୁଜାହିଦ କହିଛନ୍ତି ଯେ ପାକିସ୍ତାନ ସହିତ ହୋଇଥିବା ସଂଘର୍ଷ ଏକ…

ବିହାର ବିଧାନସଭା ନିର୍ବାଚନ: କଂଗ୍ରେସ-ଆରଜେଡି ମଧ୍ୟରେ ୬ ଆସନରେ ହେବ ଲଢ଼େଇ

ପାଟନା: ବିହାର ବିଧାନସଭା ନିର୍ବାଚନ ପାଇଁ ମହାମେଣ୍ଟ ଓ ଇଣ୍ଡି ମେଣ୍ଟରେ ବିଧିବଦ୍ଧ ଭାବେ ଆସନ ବୁଝାମଣା ହୋଇପାରି ନାହିଁ। ମେଣ୍ଟର ଅଂଶୀଦାର ଦଳଗୁଡିକ ନିଜ ପସନ୍ଦ ମୁତାବକ ଆସନରେ ପ୍ରାର୍ଥୀ ଦେଇଛନ୍ତି। ଆରଜେଡି ସର୍ବାଧିକ ୧୪୩ଟି ଆସନରେ ପ୍ରାର୍ଥୀ ଦେଇଥିବାବେଳେ…

ଇଣ୍ଡିଗୋ ଟ୍ୟାଙ୍କରୁ ଇନ୍ଧନ୍ ଲିକ୍, ବାରାଣାସୀରେ କଲା ଜରୁରୀକାଳୀନ ଅବତରଣ

ନୂଆଦିଲ୍ଲୀ:  ଉଡ଼ାଣ ଭରିବା ବେଳେ ଇଣ୍ଡିଗୋ ଟ୍ୟାଙ୍କରୁ ହେଲା ଇନ୍ଧନ୍ ଲିକ୍ ।  ଏହା ହେବା କାରଣରୁ ଇଣ୍ଡିଗୋର କୋଲକାତା-ଶ୍ରୀନଗର ବିମାନ ‘6E-6961’ ବାରାଣସୀର ଲାଲ ବାହାଦୁର ଶାସ୍ତ୍ରୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଥିଲା । ବାରାଣସୀ ପୋଲିସ କହିଛି,…

ନୀରଜ ଚୋପ୍ରାଙ୍କୁ ଲେଫ୍ଟନାଣ୍ଟ କର୍ଣ୍ଣେଲ ଉପାଧି, ରକ୍ଷାମନ୍ତ୍ରୀ ଓ ସ୍ଥଳ ସେନା ମୁଖ୍ୟ କଲେ ସମ୍ମାନିତ

ନୂଆଦିଲ୍ଲୀ : ଅଲିମ୍ପିକ ପଦକ ବିଜେତା ତଥା ଜାଭେଲିନ ଥ୍ରୋ ଖେଳାଳି ନୀରଜ ଚୋପ୍ରାଙ୍କୁ ଲେଫ୍ଟନାଣ୍ଟ କର୍ଣ୍ଣେଲ ଉପାଧି ପ୍ରଦାନ କରାଯାଇଛି । କେନ୍ଦ୍ର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଓ ସ୍ଥଳ ସେନା ଅଧ୍ୟକ୍ଷ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ଉପସ୍ଥିତିରେ ଭାରତୀୟ ସେନାରେ…

H-1B ଭିସା ଫି’କୁ ନେଇ ଟ୍ରମ୍ପଙ୍କ ଘୋଷଣା, ଭାରତୀୟ ଛାତ୍ରଛାତ୍ରୀ ଓ ଟେକ୍ ଏକ୍ସପର୍ଟସଙ୍କୁ ମିଳିବ ଆଶ୍ବସ୍ତି

ନୂଆଦିଲ୍ଲୀ: H-1B ଭିସା ଫି’କୁ ନେଇ ଟ୍ରମ୍ପ ବଡ଼ ଘୋଷଣା କରିଛନ୍ତି । ତାଙ୍କର ଏହି ଘୋଷଣା ଛାତ୍ରଛାତ୍ରୀ ଓ ଟେକନିକଲ ଏକ୍ସପର୍ଟଙ୍କୁ ବଡ଼ ଆଶ୍ବସ୍ତି ଦେଇଛି । ଏହି ନୂଆ ନିୟମ ପାଇଁ ନିର୍ଦ୍ଦେଶାବଳୀ ଜାରି କରିଛି ଟ୍ରମ୍ପ ପ୍ରଶାସନ ।…

ଭାଙ୍ଗିଲା ୪ ବର୍ଷର ରେକର୍ଡ, ଦିଲ୍ଲୀରେ ବାୟୁ ଗୁଣବତ୍ତା ଅତ୍ୟନ୍ତ ଖରାପ

ନୂଆଦିଲ୍ଲୀ : ଦିଲ୍ଲୀ ଏନସିଆରରେ ବାୟୁର ଗୁଣବତ୍ତା ସ୍ତର ବହୁତ ଖରାପ ରହିଛି । ଦିଲ୍ଲୀର ଅକ୍ଷରଧାମ ମନ୍ଦିରରେ ବାୟୁର ଗୁଣବତ୍ତା ସ୍ତର ୩୪୨ ଏକ୍ୟୁଆଇରେ ପହଞ୍ଚିଛି । ଯାହା ଖରାପ ଶ୍ରେଣୀରେ ରହିଛି । ଦିଲ୍ଲୀରେ ଚଳିତବର୍ଷ ଦୀପାବଳି ଗତ…

ଲ୍ୟାଣ୍ଡିଂ ବେଳେ ଅଘଟଣ, କଂକ୍ରିଟ ହେଲିପ୍ୟାଡରେ ଫସିଲା ରାଷ୍ଟ୍ରପତିଙ୍କ ହେଲିକପ୍ଟର

କେରଳ : କେରଳରେ ରାଷ୍ଟ୍ରପତିଙ୍କ ହେଲିକପ୍ଟର ଲ୍ୟାଣ୍ଡିଂ ବେଳେ ଅଘଟଣ । ଲ୍ୟାଣ୍ଡିଂ ବେଳେ ହେଲିପ୍ୟାଡ଼ରେ ଫସିଲା ହେଲିକପ୍ଟର । କେରଳ ପ୍ରମାଦମରେ ନବନିର୍ମିତ କଂକ୍ରିଟ ହେଲିପ୍ୟାଡରେ ଫସିଲା ହେଲିକପ୍ଟର । ହେଲିକପ୍ଟରକୁ ଠେଲି ଠେଲି ଉଦ୍ଧାର କରିଛନ୍ତି ପୋଲିସ ଏବଂ ଅଗ୍ନିଶମ…

ଟ୍ରଫି ନ ଫେରାଇଲେ ପରିଣାମ ଭୋଗିବେ ନକ୍‌ଭି:ବିସିସିଆଇ

ନୂଆଦିଲ୍ଲୀ: ୟୁଏଇରେ ଗତ ସେପ୍ଟେମ୍ବର ୯ରୁ ୨୮ ପର୍ଯ୍ୟନ୍ତ ଏସିଆ କପ୍‌ କ୍ରିକେଟ ଖେଳାଯାଇଥିଲା। ଟି୨୦ ଫର୍ମାଟରେ ଖେଳାଯାଇଥିବା ଉକ୍ତ ପ୍ରତିଯୋଗିତାର ଫାଇନାଲ ସେପ୍ଟେମ୍ବର ୨୮ରେ ଦୁବାଇରେ ଖେଳାଯାଇଥିଲା। ଫାଇନାଲରେ ଭାରତ ୫ ୱିକେଟରେ ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ପାକିସ୍ତାନକୁ ପରାସ୍ତ କରି…