‘ମୋନ୍ଥା’ ପାଇଁ ୩ ରାଜ୍ୟରେ ରେଡ ଆଲର୍ଟ

ନୂଆଦିଲ୍ଲୀ: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଗଭୀର ଅବପାତ ଆହୁରି ଦୃଢ ହେଉଛି । ଆଜି ସକାଳେ ଏହା ବାତ୍ୟାରେ ପରିଣତ ହୋଇ ତାଣ୍ଡବ ରଚିବାକୁ ମାଡି ଆସୁଛି । ବାତ୍ୟା ସ୍ଥଳଭାଗ ଛୁଇଁବା ସ୍ଥାନ ବିଶାଖାପାଟଣାରୁ ଏହା ୮୩୦କିଲୋମିଟର…

ବିଫଳ ହେଲା ପାକ୍‌-ଆଫଗାନ୍‌ ୯ ଘଣ୍ଟିଆ ଆଲୋଚନା

ଇସ୍ତାନବୁଲ: ତୁର୍କୀ ରାଜଧାନୀ ଇସ୍ତାନବୁଲରେ ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ହୋଇଥିବା ଦ୍ବିପାକ୍ଷିକ ବୈଠକ ବିଫଳ ରହିଛି। ଆଲୋଚନାରେ ପାକିସ୍ତାନ ତରଫରୁ ଆଫଗାନିସ୍ତାନକୁ ଆତଙ୍କବାଦୀ ସମାପ୍ତ କରିବା ପାଇଁ ଏକ ତଥ୍ୟ ଭିତ୍ତିକ ଯୋଜନା ପ୍ରଦାନ କରାଯାଇଛି। ପାକିସ୍ତାନ ଗଣମାଧ୍ୟମ ସୂଚନା…

ପାକିସ୍ତାନ ଆତଙ୍କବାଦୀଙ୍କ ନଜର ତାଲିକାରେ ସଲମାନ !

ଇସଲାମାବାଦ: ବଲିଉଡ୍‌ର ତିନି ଅଭିନେତା ଶାହରୁଖ, ସଲମାନ ଓ ଅମିର ଖାନ୍‌ଙ୍କର ପାକିସ୍ତାନରେ ଯଥେଷ୍ଟ ଲୋକପ୍ରିୟତା ଥିବାବେ​ଳେ ସଂଖ୍ୟାଧିକ ପ୍ରଶଂସକ ମଧ୍ୟ ରହିଛନ୍ତି। ତେବେ ନିକଟରେ ସାଉଦି ଆରବରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସଲମାନଙ୍କ ବୟାନ ତାଙ୍କୁ ଅଡୁଆ…

ସରିଲା ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ

ଅଯୋଧ୍ୟା : ଦୀର୍ଘଦିନ ଧରି ଚାଲିଥିବା ଅଯୋଧ୍ୟା ରାମମନ୍ଦିର ନିର୍ମାଣ ଶେଷ ହୋଇଛି । ଅଯୋଧ୍ୟାରେ ରାମ ମନ୍ଦିର ଉଦ୍ଘାଟନର ଦେଢ଼ବର୍ଷରୁ ଅଧିକ ସମୟ ପରେ ସରିଲା ମନ୍ଦିର ନିର୍ମାଣ କାର୍ଯ୍ୟ । ୨୨ ଜାନୁଆରୀ ୨୦୨୪ରେ ଉତ୍ତର ପ୍ରଦେଶର ଅଯୋଧ୍ୟାରେ ରାମ…

ଆସନ୍ତାକାଲି ଠାରୁ ୧୨ ରାଜ୍ୟରେ SIR ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ: ନିର୍ବାଚନ କମିଶନ

ନୂଆଦିଲ୍ଲୀ : ଭୋଟର ତାଲିକାର ସ୍ୱତନ୍ତ୍ର ବ୍ୟାପକ ସଂଶୋଧନ (SIR) ସମ୍ପର୍କରେ ବଡ଼ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର କହିଛନ୍ତି ଯେ, ବିହାରରେ ଏସଆଇଆରର ସଫଳତା ପରେ ଏହାର ଦ୍ୱିତୀୟ ପର୍ଯ୍ୟାୟ ଏବେ ଦେଶର…

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ଲାଗି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନାଁ ସୁପାରିସ କଲେ CJI ବିଆର ଗଭାଇ

ନୂଆଦିଲ୍ଲୀ : ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ । ଉତ୍ତରାଧିକାରୀ ଭାବେ ଜଷ୍ଟିସ୍ ସୂର୍ଯ୍ୟକାନ୍ତଙ୍କ ନାଁ ସୁପାରିସ୍ କଲେ CJI ବିଆର ଗଭାଇ । ନଭେମ୍ବର ୨୪ରେ ସୂର୍ଯ୍ୟକାନ୍ତ ପ୍ରଧାନ ବିଚାରପତି ଭାବେ ଶପଥ ନେଇପାରନ୍ତି । ଆସନ୍ତା…

ମୁମ୍ବାଇରୁ ଧରାପଡ଼ିଲେ ୬ ସଂଦିଗ୍ଧ ଆଫଗାନ ନାଗରିକ

ମୁମ୍ବାଇ: ମୁମ୍ବାଇ ପୁଲିସ ସୋମବାର ଛଅ ଜଣ ସଂଦିଗ୍ଧ ଆଫଗାନ ନାଗରିକଙ୍କୁ ଗିରଫ କରିଛି। ସେମାନେ ସମସ୍ତେ ଜାଲ କାଗଜପତ୍ର ଆଧାରରେ ମୁମ୍ବାଇରେ ରହୁଥିଲେ। ପଚରାଉଚରା ସମୟରେ ସେମାନେ କୌଣସି ବୈଧ କାଗଜପତ୍ର ଦେଖାଇ ପାରି ନଥିଲେ, ଯାହା ଫଳରେ ପୁଲିସ…

ବଦଳିଲା ଉତ୍ତରପ୍ରଦେଶ ମୁସ୍ତାଫାବାଦର ନାଁ, ନୂଆ ନାମ ହେବ କବୀରଧାମ

ଲକ୍ଷ୍ମୌ: ଉତ୍ତରପ୍ରଦେଶର ଲଖିମପୁର-ଖିରି ଅନ୍ତର୍ଗତ ମୁସ୍ତାଫାବାଦ ଗ୍ରାମର ନାମ ପରିବର୍ତ୍ତନ କରାଯାଇଛି । ଏବେ ଏହି ଗାଁର ନୂଆ ନାମ ହେବ କବୀରଧାମ । ଏ ନେଇ ଖୋଦ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି,…

ଦଳ ବିରୋଧୀ କାମ ପାଇଁ ୪ ନେତାଙ୍କୁ ବହିଷ୍କାର କଲା ବିଜେପି

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ- ୨୦୨୫ ପୂର୍ବରୁ ବିଜେପି ଦଳ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ରହିଥିବା ୪ଜଣ ନେତାଙ୍କୁ ଛଅ ବର୍ଷ ପାଇଁ ବହିଷ୍କାର କରିଛି। ଏମାନଙ୍କ ମଧ୍ୟରେ କହଲଗାଓଁ ବିଧାନସଭା ଆସନରୁ ପବନ ଯାଦବ, ବାହାଦୁରଗଞ୍ଜ ଆସନରୁ ବରୁଣ ସିଂହ,…

ବାତ୍ୟା ‘ମୋନ୍ଥା’ ପାଇଁ ୩୨ ଟ୍ରେନ୍ ବାତିଲ

ଭୁବନେଶ୍ଵର: ଧୀରେ ଧିରେ ଉପକୂଳ ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା ମନ୍ଥା। ଆନ୍ଧ୍ରପ୍ରଦେଶର ମଛଲିପଟ୍ଟନମ୍ -କଳିଙ୍ଗପଟ୍ଟନମ୍ ମଧ୍ୟବର୍ତ୍ତୀ ଅଞ୍ଚଳ କାକିନାଡା ନିକଟରେ ଏହା ସ୍ଥଳଭାଗ ଛୁଇଁବ। ତେବେ ଓଡିଶାରେ ପହଞ୍ଚିବାବେଳକୁ ଦୁର୍ବଳ ହୋଇଯାଇଥିବ। ତେବେ ବାତ୍ୟା ମୋନ୍ଥା ପାଇଁ ୨୭ ଏବଂ…