ବିହାର ପାଇଁ ଘୋଷଣାପତ୍ର ଜାରି କଲା ମହାଗଠବନ୍ଧନ

ପାଟନା : ବିହାର ବିଧାନସଭା ନିର୍ବାଚନ ପାଇଁ ମହାଗଠବନ୍ଧନ ପକ୍ଷରୁ ଘୋଷଣାପତ୍ର ପ୍ରକାଶିତ ହୋଇଛି। ଏହି ଉନ୍ମୋଚନ ଅବସରରେ ମେଣ୍ଟର ମୁଖ୍ୟମନ୍ତ୍ରୀ ଚେହେରା ତେଜସ୍ବୀ ଯାଦବ ଓ ଉପମୁଖ୍ୟମନ୍ତ୍ରୀ ଚେହେରା ମୁକେଶ ସହନୀ ଉପସ୍ଥିତ ଥିଲେ । ଘୋଷଣାପତ୍ରର ଉନ୍ମୋଚନ କରି…

ପୁଣି ଚିନ୍ତା ବଢାଇଲା: ଅରୁଣାଚଳ ସୀମାରେ ବାୟୁସେନା ଘାଟି ନିର୍ମାଣ କରୁଛି ଚୀନ

ନୂଆଦିଲ୍ଲୀ: ଯେତେ ଆଲୋଚନା ପର୍ଯ୍ୟାଲୋଚନା ଚାଲିଥିଲେ ସୁଦ୍ଧା ଭାରତ ସହ ଚୀନ୍‌ର ସୀମା ବିବାଦ ତୁଟିପାରୁ ନାହିଁ। ଭାରତ ସହ ସମ୍ପର୍କ ଉନ୍ନତ କରିବାକୁ ଚୀନ୍‌ ଉପରଠାଉରିଆ ପ୍ରତିଶ୍ରୁତି ଦେଉଥିଲେ ସୁଦ୍ଧା ବାସ୍ତବ ସ୍ଥିତି କିନ୍ତୁ ଭିନ୍ନ କାହାଣୀ ବର୍ଣ୍ଣନା କରୁଛି।…

ଭାରତ ହେବ ବିଶ୍ବ ସାମୁଦ୍ରିକ ଶକ୍ତି: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା

ମୁମ୍ବଇ: ଗତ ଦଶନ୍ଧିରେ ସାମୁଦ୍ରିକ ଅର୍ଥନୀତିରେ କରାଯାଇଥିବା ସଂସ୍କାର ଯୋଗୁଁ ଭାରତ ବିଶ୍ୱ ସାମୁଦ୍ରିକ ମାନଚିତ୍ରରେ ଏକ ଉଦୀୟମାନ ଶକ୍ତି ଭାବରେ ଉଭା ହୋଇଛି। ଭାରତର ସାମୁଦ୍ରିକ ସ୍ଥିତି, ଗଣତାନ୍ତ୍ରିକ ସ୍ଥିରତା ଏବଂ ନୌସେନା କ୍ଷମତା ଭାରତ-ପ୍ରଶାନ୍ତ ମହାସାଗର ଏବଂ ବିଶ୍ୱ…

ଆଜିଠୁ ୧୨ ରାଜ୍ୟରେ ଏସ୍‌ଆଇଆର୍‌

ନୂଆଦିଲ୍ଲୀ: ମଙ୍ଗଳବାରଠାରୁ ଦେଶବ୍ୟାପୀ ଦ୍ବିତୀୟ ପର୍ଯ୍ୟାୟ ଏସ୍‌ଆଇଆର୍‌ (ସ୍ବତନ୍ତ୍ର ଭୋଟର ତାଲିକା ସମୀକ୍ଷା) ଅଭିଯାନ ଆରମ୍ଭ କରାଯିବ। ସୋମବାର ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ମୁଖ୍ୟ ନିର୍ବାଚନ କମିସନର (ସିଇସି) ଜ୍ଞାନେଶ କୁମାର କହିଛନ୍ତି ଯେ ବିହାର ପରେ ୧୨ ରାଜ୍ୟ/କେନ୍ଦ୍ରଶାସିତ…

କେନିଆରେ ବିମାନ ଦୁର୍ଘଟଣା, ଚାଲିଗଲା ୧୨ ଯାତ୍ରୀଙ୍କ ଜୀବନ!

କେନିଆ : କେନିଆରେ ବଡ଼ ବିମାନ ଦୁର୍ଘଟଣା । ବିମାନ ଦୁର୍ଘଟଣା କେନିଆର ତଟବର୍ତ୍ତୀ ଅଞ୍ଚଳରେ ହୋଇଛି । ଘଟଣାରେ ୧୨ ଣ ଲୋକଙ୍କ ଜୀବନ ଯାଇଥିବା କୁହାଯାଉଛି । କେନିଆ ଅଧିକାରୀ ଏହି ଦୁର୍ଘଟଣା ବିଷୟରେ ସୂଚନା ଦେଇଛନ୍ତି ।…

ବାତ୍ୟା ପ୍ରଭାବ, ବିଶାଖାପାଟଣା ବିମାନବନ୍ଦରରୁ ୩୨ ବିମାନ ଉଡ଼ାଣ ବାତିଲ

ବିଶାଖାପାଟଣା : ବାତ୍ୟା ମୋନ୍ଥା ଯୋଗୁଁ ପ୍ରଭାବିତ ବିମାନ ସେବା । ବିଶାଖାପାଟନମ ବିମାନ ବନ୍ଦରରୁ ଉଡ଼ାଣ ଭରିବାକୁ ଥିବା ୩୨ ବିମାନ ଉଡ଼ାଣ ବାତିଲ କରାଯାଇଛି । ବିଶାଖାପାଟନମ ବିମାନବନ୍ଦରର ନିର୍ଦ୍ଦେଶକ ଏନ. ପୁରୁଷୋତ୍ତମ କହିଛନ୍ତି, ୨୭ ଅକ୍ଟୋବରରୁ ଏୟାର ଇଣ୍ଡିଆ…

ଭାରତର ‘ତ୍ରିଶୂଳ’ ଅଭ୍ୟାସକୁ ନେଇ ପାକିସ୍ତାନରେ ଆତଙ୍କ, ଏୟାରସ୍ପେସକୁ କଲା ବନ୍ଦ

ନୂଆଦିଲ୍ଲୀ:  ଭାରତର ତିନି ସଶସ୍ତ୍ର ବାହିନୀ ୩୦ ଅକ୍ଟୋବରରୁ ପଶ୍ଚିମ ସୀମାରେ ତ୍ରିଶୂଳ ଯୁଦ୍ଧ ଅଭ୍ୟାସ ଆରମ୍ଭ କରିବାକୁ ଯାଉଛି । ଏଥିପାଇଁ ଭାରତୀୟ ସେନା ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛି । ଭାରତ ବାୟୁ ମିଶନକୁ ତ୍ରିଶୂଳ ଅଭ୍ୟାସ ପାଇଁ…

ବସରେ ଲାଗିଲା ନିଆଁ : ୨ ମୃତ, ଅନେକ ଆହତ

ଜୟପୁର : ମନୋହରପୁର ଥାନା ଅଞ୍ଚଳରେ ଭୟଙ୍କର ଦୁର୍ଘଟଣା ଘଟିଛି । ଶ୍ରମିକ ଭର୍ତ୍ତି ବସ୍ ହାଇଟେସନ୍ ଲାଇନ୍ ସଂସ୍ପର୍ଶରେ ଆସିବା ପରେ ବିଦ୍ୟୁତ୍ ଆଘାତ ଲାଗି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୨ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବାବେଳେ…

ରାତି ୧୨ଟା ସୁଦ୍ଧା ସରିବ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା: ଆଇଏମ୍‌ଡି

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ଆରମ୍ଭ ହୋଇଯାଇଛି। ରିପୋର୍ଟ ଲେଖାଯିବା ବେଳକୁ ମଧ୍ୟମରୁ ଅତି ପ୍ରବଳ ବର୍ଷା ଜାରି ରହିଛି। କେତେବେଳେ ବର୍ଷାର ପରିମାଣ ବଢୁଛି ତ ଆଉ…

୪ ଲକ୍ଷ ଟଙ୍କା ସହ ବ୍ରାଉନ୍‌ ସୁଗାର ଜବତ, ୭ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ଦିନକୁ ଦିନ ବେଆଇନ୍ ବ୍ରାଉନସୁଗାର କାରବାର ବୃଦ୍ଧି ପାଇବାରେ ଲାଗିଛି। ସ୍ୱତନ୍ତ୍ର ପୁଲିସ ସ୍ୱାର୍ଡ ଓ ବୋଲଗଡ ଥାନା ପୁଲିସ ଚଢ଼ାଉ କରି ମାଣିକାଗୋଡା ଦଳେଇସାହିରୁ ୩୧୪.୯୭୦ ଗ୍ରାମ ବ୍ରାଉନ୍ ସୁଗାର, ନଗଦ ୪ ଲକ୍ଷ ଟଙ୍କା,…