ରାଜସ୍ଥାନ ହାଇକୋର୍ଟରୁ ଆଶାରାମ ବାପୁଙ୍କୁ ମିଳିଲା ଅନ୍ତରୀଣ ଜାମିନ
ଯୋଧପୁର : ଗଣଦୁଷ୍କର୍ମ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ରାଜସ୍ଥାନ ହାଇକୋର୍ଟରୁ ବଡ଼ ଆଶ୍ବସ୍ତି । ହାଇକୋର୍ଟ ଆଶାରାମ ବାପୁଙ୍କୁ ମେଡିକାଲ ଗ୍ରାଉଣ୍ଡରେ ୬ ମାସର ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି । ହାଇକୋର୍ଟରୁ ମୁଖ୍ୟ ନ୍ୟାୟାଧୀଶ ସଂଜୀବ ପ୍ରାକାଶ…
