“ଏ ମାଟି ମୋର କେତେ ନିଜର” : ୧୫ ବର୍ଷ ପରେ ବିଧାନସଭା ଗୃହରେ ମହାମହିମ, ବାଣ୍ଟିଲେ ଅନୁଭୂତି, ଦେଲେ ବିକଶିତ ଓଡ଼ିଶାର ମନ୍ତ୍ର
ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଇତିହାସରେ ଆଜି ଯୋଡ଼ି ହୋଇଯାଇଛି ଏକ ସ୍ୱର୍ଣ୍ଣିମ ଅଧ୍ୟାୟ। ଦୀର୍ଘ ୧୫ ବର୍ଷ ପରେ ନିଜ ପୁରୁଣା କର୍ମଭୂମିକୁ ଫେରିଛନ୍ତି ରାଇରଙ୍ଗପୁରର ପୂର୍ବତନ ବିଧାୟକ ତଥା ଦେଶର ପ୍ରଥମ ନାଗରିକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସପ୍ତଦଶ ବିଧାନସଭାର ଶୀତକାଳୀନ…
