ସୋମବାର ଶପଥ ଗ୍ରହଣ କରିବେ ଜଷ୍ଟିସ ସୂର୍ଯ୍ୟକାନ୍ତ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ସୋମବାର ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଶପଥ ଗ୍ରହଣ କରିବେ। ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ଦେଶର ୫୩ତମ ସିଜେଆଇ। ୨୦୧୯ରୁ ସେ ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରି ଆସୁଛନ୍ତି।…
