ସୁରଟ ଡ. ଶ୍ୟାମାପ୍ରସାଦ ମୁଖାର୍ଜୀ ଚିଡ଼ିଆଖାନାରୁ ନନ୍ଦନକାନନକୁ ଆସିବେ ନୂଆ ଅତିଥି
ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିବେ ନୂଆ ଅତିଥି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ଗୁଜରାଟର ସୁରଟସ୍ଥିତ ଡ. ଶ୍ୟାମାପ୍ରସାଦ ମୁଖାର୍ଜୀ ଚିଡ଼ିଆଖାନା ମଧ୍ୟରେ ଜୀବଜନ୍ତୁ ଅଦଳବଦଳ ହେବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଉଭୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ସହ କଥାବାର୍ତ୍ତା…
