ଆବାସିକ ବିଦ୍ୟାଳୟରେ ଆଉ ଜଣେ ଆଦିବାସୀ ଛାତ୍ରୀ ଗର୍ଭବତୀ !

ମାଲକାନଗିରି: ଆବାସିକ ବିଦ୍ୟାଳୟରେ ପୁଣି ଜଣେ ଆଦିବାସୀ ଛାତ୍ରୀ ଗର୍ଭବତୀ ହୋଇଥିବା ଅଭିଯୋଗ। ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅଂଚଳରେ ଘଟିଛି ଏପରି ଘଟଣା। ଏଥିରେ ସଂପୃକ୍ତ ଥିବା ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି ମାଥିଲି ପୋଲିସ। ଉକ୍ତ…

୨୬ରେ ସର୍ବଦଳୀୟ ବୈଠକ, ୨୭ରେ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: ନଭେମ୍ବର ୨୬ରେ ବସିବ ସର୍ବଦଳୀୟ ବୈଠକ। ଆସନ୍ତା ୨୭ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ଶୀତ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି ସୁରମା ପାଢ଼ୀ। ବୁଧବାର ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ଗୃହକୁ ସୁରୁଖୁରୁରେ…

୫ ଘଣ୍ଟା ବନ୍ଦ ରହିବ ଭାରତୀୟ ରେଳ ସେବା

ଭୁବନେଶ୍ୱର: ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା। ଭାରତୀୟ ରେଳ ବିଭାଗର ଟିକେଟ ବୁକିଂ ସେବା ଆଜି ୫ ଘଣ୍ଟା ପାଇଁ ବନ୍ଦ ରହିବ । ଏହି କ୍ରମରେ ଟିକେଟ ରିଜରଭେସନ ଓ ଟିକେଟ୍ କ୍ୟାନସଲ ସେବା ବନ୍ଦ ରହିବ। ରେଳ ବିଭାଗର…

ହଟିବ ପୁରୁଣା, ଚଳିତ ମାସ ଶେଷ ସୁଦ୍ଧା ଓଡ଼ିଶା ଆସିବ ଆଉ ୧୦୦ ନୂଆ ୧୦୮ ଆମ୍ବୁଲାନ୍ସ

ଭୁବନେଶ୍ବର: ସ୍ୱାସ୍ଥ୍ୟ ସେବାରେ ଆସିବ ପରିବର୍ତ୍ତନ। ରାଜ୍ୟରେ ରୋଗୀ ପରିବହନ ବ୍ୟବସ୍ଥା ସୁଧୁରିବ। ପୁରୁଣା ହୋଇଯାଇଥିବା ଆମ୍ବୁଲାନ୍‌ସକୁ ବଦଳାଇ ୪୨୮ଟି ନୂଆ ଆମ୍ବୁଲାନ୍ସ ପାଇଁ ସରକାର ଟେଣ୍ଡର କରିଥିଲେ। ଏହି କ୍ରମରେ ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ…

କଲକାତା ଓ ଝାଡଖଣ୍ଡର ୪୦ରୁ ଅଧିକ ସ୍ଥାନରେ ଇଡି ରେଡ୍

ନୂଆଦିଲ୍ଲୀ: କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ୪୦ରୁ ଅଧିକ ସ୍ଥାନରେ ଏକା ସମୟରେ ଚଢାଉ କରିଛନ୍ତି । କୋଇଲା ଚୋରି ଏବଂ ଅବୈଧ ଖଣି ଖନନ ଅଭିଯୋଗରେ ଅଭିଯୁକ୍ତ ନେଟୱାର୍କ ଗୁଡ଼ିକୁ ଟାର୍ଗେଟ କରିଛି ଇଡି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ…

୨୦ ବର୍ଷ ପରେ ବଦଳିଲେ ବିହାର ଗୃହବିଭାଗ ମନ୍ତ୍ରୀ, ନୀତିଶଙ୍କଠାରୁ ଦାୟିତ୍ୱ ନେଲେ ସମ୍ରାଟ

ପାଟଣା: ନୀତଶ ମନ୍ତ୍ରିମଣ୍ଡଳରେ ବଡ଼ ପରିବର୍ତ୍ତନ କରାଯାଇଛି। ୨୦ ବର୍ଷ ପରେ ନୀତିଶ କୁମାର ଗୃହ ବିଭାଗ ଛାଡ଼ିଛନ୍ତି। ଏହି ବିଭାଗ ବିଜେପି ପାଖକୁ ଚାଲିଯାଇଛି । ଉପ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧରୀ ଗୃହ ବିଭାଗର ଦାୟିତ୍ୱ ସମ୍ଭାଳିବେ । ଏବେ…

G20 ସମ୍ମିଳନୀରେ ଯୋଗ ଦେବା ଲାଗି ଦକ୍ଷିଣ ଆଫ୍ରିକା ଅଭିମୁଖେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ତିନି ଦିନିଆ ଦକ୍ଷିଣ ଆଫ୍ରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଆଫ୍ରିକାରେ ଅନୁଷ୍ଠିତ ହେଉଥିବା ପ୍ରଥମ G20 ସମ୍ମିଳନୀରେ ଯୋଗଦେବା ପାଇଁ ଦକ୍ଷିଣ ଆଫ୍ରିକାର ଜୋହାନ୍ସ ବର୍ଗ ଅଭିମୁଖେ ଯାତ୍ରା କରିଛନ୍ତି। ଯିବା…

ସାରା ଦେଶରେ ୪ ନୂଆ ଲେବର କୋଡ ଲାଗୁ କଲେ ମୋଦୀ ସରକାର

ନୂଆଦିଲ୍ଲୀ : ମୋଦୀ ସରକାର ୨୧ ନଭେମ୍ବରରୁ ସାରା ଦେଶରେ ଚାରୋଟି ନୂଆ ଲେବର୍‌ କୋଡ୍‌ ଲାଗୁ କରିଛନ୍ତି । ଏଥିରେ ସର୍ବନିମ୍ନ ଦରମା, ନିଯୁକ୍ତ ପତ୍ର, ସମାନ କାମକୁ ସମାନ ଦରମା,ସାମାଜିକ ସୁରକ୍ଷା , ଓଭର୍‌ଟାଇମ୍‌କଲେ ଦୁଇ ଗୁଣା ଦରମା,ଫିକ୍ସ…

ବାଂଲାଦେଶରେ ତୀବ୍ରତା ୫.୭ ଭୂମିକମ୍ପ, ୩ ମୃତ

ବାଂଲାଦେଶ: ଆଜି ସକାଳ ୧୦:୧୦ରେ ବାଂଲାଦେଶର ବିଭିନ୍ନ ଜିଲ୍ଲାରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲ ଏହାର ତୀବ୍ରତା ୫.୭ ମାପିଥିଲା। ଭୂମିକମ୍ପର କେନ୍ଦ୍ରସ୍ଥଳ ବାଂଲାଦେଶ ଥିଲା । ଯାହା ଫଳରେ ପ୍ରାୟ ୧୭ ସେକେଣ୍ଡ ପାଇଁ ଭୂମି ଥରି…

ଦୁବାଇ ଏୟାର ସୋରେ ଦୁର୍ଘଟଣା: ଖସିପଡିଲା ତେଜସ, ପାଇଲଟ ମୃତ

ଦୁବାଇ : ଦୁବାଇରେ ଏୟାର ସୋ’ରେ ବିମାନ ଦୁର୍ଘଟଣାଗ୍ରସ୍ତ । ଦୁବାଇ ଏୟାର ସୋ’ରେ ଏକ ପ୍ରଦର୍ଶନୀ ସମୟରେ ଏକ ଭାରତୀୟ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପାଇଲଟଙ୍କ ମୃତ୍ୟୁ ହୋଇଛି । ଭିଡିଓରେ ଦେଖାଯାଉଛି ଯେ, ତେଜସ୍ ଜେଟ୍…