ଅଟା ମେସିନରେ ବୋମା ତିଆରି କରୁଥିଲା ଆତଙ୍କୀ ମୁଜାମ୍ମିଲ
ନୂଆଦିଲ୍ଲୀ : ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା କାର ବୋମା ବିସ୍ଫୋରଣ ଘଟଣାରେ ତଦନ୍ତକାରୀ ଏଜେନ୍ସିଗୁଡ଼ିକ ବଡ଼ ସୁରାକ ମିଳିଛି । ଗିରଫ ଅଭିଯୁକ୍ତ ମୁଜାମ୍ମିଲ ଶକିଲ ଗଣାଇ ବିସ୍ଫୋରକ ପ୍ରସ୍ତୁତ କରିବା ପାଇଁ ଏକ ଅଟା କଳ ଏବଂ ବୈଦ୍ୟୁତିକ ଯନ୍ତ୍ରପାତି…
