ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ବିବାଦ, ୨ ମ୍ୟାନଜରଙ୍କ ବିରୋଧରେ ଏତଲା

ବଲାଙ୍ଗିର: ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଚର୍ଚ୍ଚିତ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ନେଇ ଆରୋପ ପ୍ରତ୍ୟାରୋପ ଲାଗି ରହିଛି । ହ୍ୟୁମାନଙ୍କ ମା ପୂର୍ବରୁ ଅଭିଯୋଗ ଆଣିଥିଲେ ଯେ ତାଙ୍କ ପୁଅକୁ ବ୍ୟବହାର କରାଯାଇଛି ଏବଂ ଜାଣି ଜାଣି ମାରି ଦିଆଯାଇଛି…

ଲୁଣ ଭାବି ଥିମେଟ୍ ଖାଇଦେଲେ ୩ ଶିଶୁ: ଅବସ୍ଥା ଗୁରୁତର

ନୀଳଗିରି: ଲୁଣ ଭାବି ଥିମେଟ୍ ଖାଇଦେଲେ । ଗୁରୁତର ୩ ଜଣ ଶିଶୁ ଡାକ୍ତରଖାନାରେ ଭର୍ତ୍ତି । ବାଲେଶ୍ୱର ଜିଲ୍ଲା ନୀଳଗିରି ମହିଷାପଟା ପଞ୍ଚାୟତ ଶାଳବଣି ରାଜାସାହିରେ ଘଟିଛି ଅଘଟଣ ।  ପରିବାର ଲୋକେ ବିଲକୁ ଧାନ କାଟିବାକୁ ଯାଇଥିବା ବେଳେ କିଛି…

ସାଲିଆ ସାହି ବସ୍ତିରେ ବୁଲିବ ତାରବାଡ, ଅନୁପ୍ରବେଶକାରୀଙ୍କୁ ପ୍ରବେଶ ମନା

ଭୁବନେଶ୍ବର: ସାଲିଆ ସାହି ବସ୍ତିକୁ ନୋ ଏଣ୍ଟ୍ରି ।  ବୁଲିବ ତାରବାଡ ।  ପ୍ରବେଶ କରିପାରିବେ ନାହିଁ ଅନୁପ୍ରବେଶକାରୀ ।  ଗତକାଲି ସାଲିଆ ସାହି ବସ୍ତି ଉଚ୍ଛେଦ ଅଭିଯାନ ଶେଷ ହୋଇଛି ।  ପ୍ରାୟ ୩ ଦିନ ଧରି ଏହି ଅଭିଯାନ ଚାଲିଥିବା…

୭ ଦିନ ମଧ୍ୟରେ ବାଲିଯାତ୍ରା ପଡ଼ିଆ ସଫେଇ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ହାଇକୋର୍ଟରେ କଟକ ସହର ସମସ୍ୟା ମାମଲାର ଶୁଣାଣି ବେଳେ ବାଲିଯାତ୍ରା ଶେଷ ହେବା ପରେ ପଡ଼ିଆ ସଫେଇ ହୋଇ ନଥିବାରୁ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଅଦାଲତ ।  ୩୫ ଲକ୍ଷ ଟଙ୍କା ବ୍ୟୟ କରାଯାଇ ଘରୋଇ ଏଜେନ୍ସିକୁ ସଫେଇ ଦାୟିତ୍ବ ଦିଆଯାଇଥିଲେ…

ଗାଁ ପଡିଆରୁ ଅର୍ଦ୍ଧଦଗ୍ଧ ମୃତଦେହ ଜବତ କଲା କୋଣାର୍କ ପୋଲିସ

ଭୁବନେଶ୍ବର: ଗାଁ ପଡିଆରେ ଅର୍ଦ୍ଧଦଗ୍ଧ ମୃତଦେହ । କୋଣାର୍କ ଥାନା ରଇତିସାହି ଗାଁ ପଡିଆରେ ପଡିଛି ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ।  ଗାଁ ଲୋକେ ଦେଖି କୋଣାର୍କ ପୋଲିସକୁ ଖବର ଦେଇଥିଲେ ।  ତେବେ ଯୁବକ ଜଣକ କିଏ ତାଙ୍କ ପରିଚୟ…

ବସ୍ତିବାସୀଙ୍କୁ ଶସ୍ତାରେ ଘର ଯୋଗାଇବେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ବସ୍ତିବାସୀଙ୍କୁ ଶସ୍ତାରେ ଘର ଯୋଗାଇ ଦେବେ। ଭୁବନେଶ୍ବରରେ ପ୍ରାଥମିକ ଭାବେ ୯୦ଟି ଘର ନିର୍ମାଣ ହୋଇଛି। ଏହି ଘରଗୁଡ଼ିକୁ ବସ୍ତି ଅଞ୍ଚଳରେ ରହୁଥିବା ଲୋକେ କିଣିବା ପାଇଁ ବ୍ୟବସ୍ଥା ହୋଇଛି। ପ୍ରାୟ ୧୪ରୁ ୫୦ଲକ୍ଷ ଟଙ୍କା ଭିତରେ…

ଋଷିକୁଲ୍ୟା ମୁହାଁଣରେ ଅଲିଭ ରିଡଲେଙ୍କ ମିଳନ ପ୍ରକ୍ରିୟା ଆରମ୍ଭ: ବନ ବିଭାଗ ତତ୍ପର

ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ବନ୍ଦ ନିକଟ ଋଷିକୂଲ୍ୟା ମୁହାଣ ସମୁଦ୍ର ଅଂଚଳରେ ବିରଳ ସାମୁଦ୍ରିକ କଇଁଚ୍ଛ ଅଲିଭ ରିଡଲେଙ୍କ ମିଳନ ପ୍ରକ୍ରିୟା ଆରମ୍ଭ ହୋଇଥିବା ଦେଖିବାକୁ ମିଳିଛି। ସମୁଦ୍ର ମଧ୍ୟରେ ଯୋଡ଼ା ଯୋଡ଼ା ହୋଇ କଇଁଚ୍ଛମାନଙ୍କୁ…

ଏସଆଇଆର ବନ୍ଦ କରିବା ଲାଗି ନିର୍ବାଚନ କମିସନଙ୍କୁ ପତ୍ର ଲେଖିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଭୋଟର ତାଲିକାର ଚାଲିଥିବା ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ରାଜନୈତିକ ଲଢ଼େଇ ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ଚିଠି ଲେଖି ଏହି ପ୍ରକ୍ରିୟାକୁ "ବିପଜ୍ଜନକ" ବୋଲି କହିଛନ୍ତି ଏବଂ…

କାଶ୍ମୀର ଟାଇମ୍ସ ଅଫିସରେ ଚଢଉ: ବନ୍ଧୁକ ଓ ଗୁଳି ଜବତ କଲା ପୁଲିସ

ଜାମ୍ମୁ କାଶ୍ମୀର: ‌ଜାମ୍ମୁ-କାଶ୍ମୀର ପୁଲିସର ଷ୍ଟେଟ୍ ଇନଭେଷ୍ଟିଗେସନ ଏଜେନ୍ସି(ଏସଆଇଏ) ଗୁରୁବାର ସକାଳେ ଜାମ୍ମୁସ୍ଥିତ କାଶ୍ମୀର ଟାଇମ୍ସ ଖବରକାଗଜ ମୁଖ୍ୟ କାର୍ଯ୍ୟାଳୟରେ ଚଢଉ କରିଛି। ଚଢଉରେ କାର୍ଯ୍ୟାଳୟରୁ ଏକେ ରାଇଫଲ୍ସ, ପିସ୍ତଲ ଗୁଳି ଓ ହ୍ୟାଣ୍ଡ ଗ୍ରେନେଡର ପିନ୍ ଜବତ ହୋଇଛି। କାଶ୍ମୀର…

୫ ଶାବକ ଜନ୍ମ ଦେଲା ଚିତା ମୁଖୀ

ନୂଆଦିଲ୍ଲୀ:  ‌କୁନୋ ଜାତୀୟ ଉଦ୍ୟାନରୁ ଗୁରୁବାର ପୁଣି ଖୁସିଖବର ଆସିଛି। ଏଠାରେ ପ୍ରଥମ ଭାରତୀୟ ମାଈ ଚିତା ମୁଖୀ ୫ ଶାବକଙ୍କୁ ଜନ୍ମ ଦେଇଛି। ଭାରତରେ ଜନ୍ମିତ ୩୩ ମାସର ଚିତା ମୁଖୀ ମା’ ହେବା ‘ଚିତା ପ୍ରକଳ୍ପ’ର ବଡ ଉପଲବ୍ଧି…